ସିରିଜ୍ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର
ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଖେଳାଯିବ। ପ୍ରଥମ ମ୍ୟାଚ୍କୁ ବିରାଟ କୋହଲି ଓ ଶୁବମନ ଗିଲ୍ଙ୍କ ଶତକ ବଳରେ ଅତି ସହଜରେ ଜିତି ନେଇଥିବା ଭାରତୀୟ ଦଳ ଏହି ମ୍ୟାଚ୍ରେ ସିରିଜ୍କୁ ଆଗୁଆ ଜିତିବା…
ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍କେର ଗୁରୁଦାୟିତ୍ୱ
ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ରେ ନୂଆ ବୋଲିଂ କୋଚ୍ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍କେ ପାଇଁ ୪ ସିଜନ ଖେଳିଥିଲେ ଏବଂ ସେ ଏରିକ ସିମନ୍ସଙ୍କ ଦାୟିତ୍ୱ ତୁଲାଇବେ। ମୋହିତ…
ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର
ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍ ସ୍ପିନର୍ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ ସର୍ବାଧିକ ପଏଣ୍ଟ ହାସଲ କରିଥିବା ବୋଲର ହୋଇପାରିଛନ୍ତି। ଏହି ଭାରତୀୟ ସ୍ପିନର୍ ପୂର୍ବରୁ…
ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ
ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ ଗୋଟିଏ ହେଲେ ମ୍ୟାଚ ଖେଳି ନାହାନ୍ତି, କିନ୍ତୁ ଏହି ଚାରୋଟି ଦଳ ସେମି-ଫାଇନାଲରେ…
ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର
ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ଭେଟିଥିଲେ; ଏହି ସାକ୍ଷାତ ପରେ ତାଙ୍କୁ ବୋର୍ଡରେ ଏକ ଗୁରୁତ୍ୱପୂର୍ଣ୍ଣ…
ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ଗୋଟିଏ ବର୍ଷ ପୂର୍ବରୁ କାଉଣ୍ଟଡାଉନ (ସମୟ ଗଣନା) ଆରମ୍ଭର…
ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’
ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ ଥିବା ମ୍ୟାଚ ପୂର୍ବରୁ, ପୂର୍ବତନ ଅଧିନାୟକ ରୋହିତ ଶର୍ମା ‘ଜିଓଷ୍ଟାର୍’ (JioStar) ସହ…
ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ
ଢାକା,୨୯।୯: କ୍ରିକେଟ୍ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ ନୂଆ ଟୁର୍ନାମେଣ୍ଟ ଘୋଷଣା କରିଛି। ଏହି ପ୍ରତିଯୋଗିତାରେ ଟି-୨୦, ଫାର୍ଷ୍ଟ କ୍ଲାସ ଓ…
କମାଲ କଲେ ନୀରୁ: ଏସିଆନ୍ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ
ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍ରେ ନୀରୁ ୨୮ ପଏଣ୍ଟ ହାସଲ କରି ସ୍ବର୍ଣ୍ଣ ପଦକ ଜିତିବା ସହ ନୂଆ ଏସୀୟ ରେକର୍ଡ ସ୍ଥାପନ କରିଛନ୍ତି।…
ଅନଲକି ଶୁବମନ ଗିଲ୍: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…
ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍ ଗିଲ ୧୧୦ ରନ୍ର ଚମତ୍କାର ଇନିଂସ ଖେଳିଥିଲେ। ବିରାଟ କୋହଲିଙ୍କ ସହ ମିଶି ସେ ୧୩୨ ବଲ୍ରୁ ୧୫୧ ରନ୍ର…
ବିନା ମ୍ୟାଚ୍ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ
ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହେବା ପରେ ଏବେ ସେମିଫାଇନାଲ ଓ ଫାଇନାଲ୍କୁ ନେଇ ମଧ୍ୟ ଆଶଙ୍କା ସୃଷ୍ଟି…
କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍? ସାମ୍ନାକୁ ଆସିଲା ବଡ଼ ଅପଡେଟ୍,
ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍କୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ ଟୁର୍ଣ୍ଣାମେଣ୍ଟର ସୂଚୀ ଘୋଷଣା କରିବାକୁ ଯାଉଛି । ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଓ…

