ଖେଳ

ମେଗା ନିଲାମରେ ପ୍ରଥମଥର ବିକ୍ରି ହେଲେନି ଏହି ଷ୍ଟାର୍‌ ଖେଳାଳି

ନୂଆଦିଲ୍ଲୀ,୨୫।୧୧:ଆଇପିଏଲ୍‌ ୨୦୨୫ ମେଗା ନିଲାମର ଦ୍ୱିତୀୟ ଦିନରେ ଆଶ୍ଚର୍ଯ୍ୟ ଘଟଣା ଦେଖିବାକୁ ମିଳିଛି। ଅଜିଙ୍କେ ରାହାନେ ଏବଂ କେନ ଉଇଲିମସନଙ୍କ ଭଳି ଅନେକ ଷ୍ଟାର ଖେଳାଳି ପ୍ରଥମଥର ବିକ୍ରି ହୋଇପାରିନାହାନ୍ତି। ପୃଥ୍ବୀ ଶ’ ଏବଂ ମୟଙ୍କ ଅଗ୍ରଓ୍ବାଲଙ୍କୁ ମଧ୍ୟ କେହି କିଣି…

ଆକ୍ସନ ମୋଡ୍‌ରେ ରୋହିତ ଶର୍ମା: ଅଷ୍ଟ୍ରେଲିଆରେ ପହଞ୍ଚି…

ପର୍ଥ,୨୫।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ଚମତ୍କାର ବିଜୟ ହାସଲ କରିଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଏହି ମ୍ୟାଚରେ ଜସପ୍ରୀତ ବୁମ୍‌ରା ଟିମ ଇଣ୍ଡିଆର ଅଧିନାୟିକତ୍ୱ ହୋଇଥିଲେ। ବର୍ତ୍ତମାନ…

ନମ୍ବର-୧ ହେଲା ଭାରତ: ଫାଇନାଲ୍‌ଠାରୁ ମାତ୍ର ୩ ପାଦ ଦୂରରେ

ପର୍ଥ,୨୫।୧୧: ପର୍ଥ ଟେଷ୍ଟରେ ଭାରତ ଅଷ୍ଟ୍ରେଲିଆକୁ ୨୯୫ ରନରେ ପରାସ୍ତ କରି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି)ର ଆଶାକୁ ମଧ୍ୟ ଜୀବନ୍ତ ରଖିଛି।…

ଆଇପିଏଲ ମେଗା ନିଲାମ ସମୟରେ ଫୋନ କଲ୍‌ରେ ରହୁଛନ୍ତି ଧୋନୀ, ପରଦା ପଛରେ ରହି କରୁଛନ୍ତିି ପ୍ରସ୍ତୁତ

ନୂଆଦିଲ୍ଲୀ,୨୫।୧୧: ଆଇପିଏଲ ୨୦୨୫ର ମେଗା ନିଲାମ ସାଉଦି ଆରବର ଜେଦାହ ସହରରେ ଚାଲିଛି। ୨୪ ଏବଂ ୨୫ ନଭେମ୍ବରରେ ଦୁଇ ଦିନ ଧରି ଏହି ନିଲାମ ଅନୁଷ୍ଠିତ ହେଉଛି। ନିଲାମର ପ୍ରଥମ ଦିନ ଅତ୍ୟନ୍ତ କୌତୁହଳପୂର୍ଣ୍ଣ ଥିଲା, ଯେଉଁଥିରେ ସମସ୍ତ ଫ୍ରାଞ୍ଚାଇଜ…

ପ୍ରତିଶୋଧ ନେଲା ଭାରତ: ୧୩୬ ବର୍ଷର ରେକର୍ଡ ଭାଙ୍ଗିଲା

ପର୍ଥ,୨୫।୧୧: ପର୍ଥ ଟେଷ୍ଟରେ ସମସ୍ତଙ୍କ ଆଶାଠାରୁ ଅତିକ୍ରମ କରି ପର୍ଥରେ ଟିମ ଇଣ୍ଡିଆ ଚମତ୍କାର କରିଛି। ଅଷ୍ଟ୍ରେଲିଆ ଉପରେ ବିଜୟ ହାସଲ କରିଛି। ଭାରତ ବିପକ୍ଷରେ ପର୍ଥର ପରାଜୟ ହେଉଛି ଅଷ୍ଟ୍ରେଲିଆର ସବୁଠାରୁ ବଡ ପରାଜୟ। ଏହି ସମୟ ମଧ୍ୟରେ, ଏହା…

ମାଟି କାମୁଡିଲା କଙ୍ଗାରୁ ଟିମ୍‌: ଭାରତର ଐତିହାସିକ ବିଜୟ

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ଐତିହାସିକ ବିଜୟ ହାସଲ କରିଛି। ପର୍ଥରେ ଚାଲିଥିବା ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁ ଟିମ୍‌କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଭାରତ ୨୯୫…

ବିଜୟର ଦ୍ୱାରଦେଶରେ ଭାରତ: ଆଉ ମାତ୍ର ୩ ଉଇକେଟ ଆବଶ୍ୟକ…

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥରେ ଜାରି ରହିଛି। ଏହି ମ୍ୟାଚ୍‌ରେ ଭାରତ ବିଜୟ ଆଡ଼କୁ ମୁହାଁଇଛି। ଭାରତକୁ ଜିତିବାକୁ ଆଉ ମାତ୍ର ୩ ଉଇକେଟ୍‌ ଆବଶ୍ୟକ। ୧୮୨ ସ୍କୋରରେ…

ମାଲାମାଲ ହେଲେ ରିଷଭ ପନ୍ତ: ଏହିସବୁ ଖେଳାଳିଙ୍କୁ ପଛରେ ପକାଇଲେ

ଦୁବାଇ,୨୫।୧୧: ଆଇପିଏଲ୍‌ ୨୦୨୫ର ମେଗା ନିଲାମ ବମ୍ପର ଆରମ୍ଭ ହୋଇଛି। ଆଇପିଏଲ ଇତିହାସରେ ରିଷଭ ପନ୍ତ ସର୍ବାଧିକ ମୂଲ୍ୟର ଖେଳାଳି ହୋଇପାରିଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୨୭ କୋଟି ଟଙ୍କାରେ କିଣିଛି। ସେ ଏହି ପ୍ରସଙ୍ଗରେ ଶ୍ରେୟସ ଆୟାରଙ୍କୁ ପଛରେ…

ବଡ଼ ଓଲଟପାଲଟ କଲା ଜିମ୍ବାଓ୍ବେ: ପାକିସ୍ତାନକୁ ଧୂଳି ଚଟେଇ…

ନୂଆଦିଲ୍ଲୀ,୨୫।୧୧:ପାକିସ୍ତାନ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଜିମ୍ବାୱେର ବୁଲାୱାୟୋରେ ଖେଳାଥିବା ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନକୁ ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଜିମ୍ବାୱେ ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଡିଏଲଏ ପଦ୍ଧତି ମାଧ୍ୟମରେ ୮୦…

IPL Auction: ଏହି ସମସ୍ତ ଷ୍ଟାର ଖେଳାଳିଙ୍କୁ କିଣିଲେନି କୌଣସି ଟିମ୍

ଜେଦାହ,୨୪ା୧୧: ଇଣ୍ଡିଆନ ପରିମିୟର ଲିଗ୍ (ଆଇପିଏଲ) ୨୦୨୫ ସିଜିନ୍ ମେଗା ନିଲାମୀରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗି ଯାଇଛି। ଋଷଭ ପନ୍ତ ଆଇପିଏଲ ଇତିହାସର ସବୁଠୁ ମହଙ୍ଗା ଖେଳାଳି ହୋଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ କିଣିଲା…

ଟ୍ରେଣ୍ଟ ବୋଲ୍ଟଙ୍କ ଲାଗି ଟଙ୍କା ବର୍ଷା କଲା ମୁମ୍ବାଇ: ସାମୀ, ନଟରାଜନ, ଜୋଫ୍ରା ଅର୍ଚ୍ଚରଙ୍କୁ କିଣିଲେ ଏହି ଟିମ୍

ଜେଦାହ,୨୪ା୧୧: ରବିବାର ସାଉଦି ଆରବର ଜେଦାହରେ ଅନୁଷ୍ଠିତ ମେଗା ଅକ୍ସନରେ ବିଦେଶୀ ଖେଳାଳିଙ୍କ ଚାହିଦାକୁ ଫିକା କରି ଦେଇଛନ୍ତି ଭାରତୀୟ ଖେଳାଳି। ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଆଇପିଏଲ୍‌ ଇତିହାସର ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି। ଲକ୍ଷ୍ନୌ…

ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ

ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?