କିଏ ଜିତିବ ଆଇପିଏଲ୍ ୨୦୨୪? ଜାଣନ୍ତୁ ChatGPTର ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୦।୩: ଆଉ ଦିନ କେଇଟା ପରେ ଆରମ୍ଭ ହେବ ଆଇପିଏଲ୍ ୨୦୨୪। ମାର୍ଚ୍ଚ ୨୨ରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଚେନ୍ନାଇରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ସିଏସ୍କେ ଏବଂ ଆର୍ସିବି ମୁହାଁମୁହିଁ ହେବେ। ଏହି ମେଗା ଟୁର୍ନାମେଣ୍ଟରେ ଚଳିତ ବର୍ଷ ୧୦ ଟିମ୍…
୨୪.୭୫ କୋଟି ଟଙ୍କାର ଖେଳାଳିଙ୍କ ହୋଶ୍ ଉଡାଇଲେ ରିଙ୍କୁ ସିଂ
କୋଲକତା,୨୦।୩:ଆଇପିଏଲ ୨୦୨୪ ଆରମ୍ଭ ପୂର୍ବରୁ ଦଳମାନେ ପଡ଼ିଆରେ ପ୍ରାକ୍ଟିସ୍ ଆରମ୍ଭ କରିଛନ୍ତି। କୋଲକାତା ନାଇଟ ରାଇଡର୍ସ (କେକେଆର୍) ନିକଟରେ ଏକ ୱାର୍ମ ଅପ ମ୍ୟାଚ ଖେଳିଥିଲା। ଏଠାରେ ଦଳରୁ ନିଆଯାଇଥିବା ଖେଳାଳିଙ୍କୁ ଟିମ ପର୍ପଲ ଏବଂ ଟିମ ଗୋଲ୍ଡରେ ବିଭକ୍ତ କରାଯାଇଥିଲା।…
ସମୁଦି ହେବା ଗର୍ବର କଥା, ଖୋଲାଖୋଲି ଭାବେ ଦାଉଦଙ୍କୁ ପ୍ରଶଂସା କରେ ପୂର୍ବତନ କ୍ରିକେଟର ମିଆଁଦାଦ
ଇସଲାମାବାଦ,୨୦।୩: ପାକିସ୍ତାନର ପୂର୍ବତନ କ୍ରିକେଟର ଜାଭେଦ ମିଆଁଦାଦ ପଳାତକ ଅଣ୍ଡରୱାଲର୍ଡ ଡନ ଦାଉଦ ଇବ୍ରାହିମଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦାଉଦ ଇବ୍ରାହିମଙ୍କ ସହିତ ପାରିବାରିକ ସମ୍ପର୍କ ରହିବା ତାଙ୍କ ପାଇଁ ସମ୍ମାନର ବିଷୟ । ଏହା ସହିତ ସେ…
ଆଇପିଏଲ ପୂର୍ବରୁ ନାଁ ବଦଳାଇଲା ଆରସିବି, ରଖିଲା ଏହି ନାଁ…
ନୂଆଦିଲ୍ଲୀ,୨୦।୩: ଆଇପିଏଲ ୨୦୨୪ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହେବ । ପ୍ରଥମ ମ୍ୟାଚରେ ସିଏସ୍କେ ଏବଂ ଆରସିବି ମଧ୍ୟରେ ଖେଳାଯିବ। ମଙ୍ଗଳବାର ଆରସିବି ଆନୁଷ୍ଠାନିକ ଭାବେ ନିଜ ନାଁ ବଦଳାଇ ଦେଇ ‘ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ’ରଖିଛି। ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…
ବଳାତ୍କାର ଅଭିଯୋଗରେ ୪ ଫୁଟ୍ବଲର ଗିରଫ
ବ୍ୟୁନୋସ ଏୟାର୍ସ,୨୦ା୩ (ପି.ଟି.): ବଳାତ୍କାର ଅଭିଯୋଗରେ ଆର୍ଜେଣ୍ଟିନାର ୪ ଜଣ କ୍ଲବ ଫୁଟ୍ବଲରଙ୍କୁ ଗିରଫ କରାଯାଇଛି। ଭେଲେଜ ସାର୍ସଫିଲ୍ଡ କ୍ଲବର ୪ ଜଣ ଖେଳାଳିଙ୍କ ନାମରେ ଜଣେ ମହିଳା ବଳାତ୍କାର ଅଭିଯୋଗ ଆଣିଥିଲେ। ସୋମବାର ଏହି ଖେଳାଳିମାନଙ୍କୁ ପୋଲିସ ଗିରଫ କରିଛି।…
ପଦାର୍ପଣରେ ନାଗାଲଙ୍କ ବିଜୟ
ନୂଆଦିଲ୍ଲୀ, ୨୦ା୩ : ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ମାୟାମି ଓପନ ଟେନିସ ଟୁର୍ନାମେଣ୍ଟରେ ତାଙ୍କ ପଦାର୍ପଣ ମ୍ୟାଚରେ ବିଜୟ ହାସଲ କରିଛନ୍ତି। ୨୬ ବର୍ଷୀୟ ଖେଳାଳି ପ୍ରଥମ ରାଉଣ୍ଡ କ୍ୱାଲିଫାୟରରେ ୬.୮ ଇଞ୍ଚ ଉଚ୍ଚତା ବିଶିଷ୍ଟ…
ଏମ୍ଜିଏମ୍ ସ୍କୁଲ ଅଫ୍ ସ୍ପୋଟର୍ସରେ ବିଶ୍ୱସ୍ତରୀୟ କ୍ରିକେଟ କୋଚିଂ
ଭୁବନେଶ୍ୱର, ୨୦।୩(ତପନ ସ୍ବାଇଁ): ଓଡ଼ିଶାର ପ୍ରତିଭାସମ୍ପନ୍ନ କ୍ରିକେଟ ଖେଳାଳି ଓ ଅଭିଭାବକଙ୍କ ପାଇଁ ଏକ ଖୁସି ଖବର। ରାଜ୍ୟରେ କ୍ରିକେଟ ପ୍ରତିଭାଙ୍କୁ ମିଳିବ ବିଶ୍ୱସ୍ତରୀୟ କ୍ରିକେଟ କୋଚିଂ। କଟକ ଗୁରୁଡ଼ିଝାଟିଆସ୍ଥିତ କପୁରସିଂଠାରେ ଥିବା ଏମ୍ଜିଏମ ସ୍କୁଲ ଅଫ୍ ସ୍ପୋଟର୍ସରେ ଏହି ସୁବିଧାସୁଯୋଗ…
ପାଣ୍ଡ୍ୟାଙ୍କ ବଢ଼ିଲା ଚିନ୍ତା, ମୁମ୍ବାଇ ପାଇଁ ଖେଳି ନ ପାରନ୍ତି ସୂର୍ଯ୍ୟକୁମାର !
ମୁମ୍ବାଇ,୧୯ା୩: ଆଇପିଏଲ୍ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ବଢ଼ିଲା ଚିନ୍ତା। ଗୁଜରାଟ ଟାଇଟନ୍ସ ବିପକ୍ଷ ଓପନିଂ ମ୍ୟାଚରେ ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଖେଳିବେ ନାହିଁ। କାରଣ ତାଙ୍କୁ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍ସିଏ)ରୁ ଏ ପର୍ଯ୍ୟନ୍ତ ଫିଟ୍ନେସ୍ କ୍ଲିଅରାନ୍ସ…
ଏଣିକି ରିଭ୍ୟୁ ହେବ ନିର୍ଭୁଲ, ଆଇପିଏଲ୍ରେ ବ୍ୟବହୃତ ହେବ ନୂଆ ସ୍ମାର୍ଟ ରିପ୍ଲେ ସିଷ୍ଟମ
ମୁମ୍ବାଇ, ୧୯ା୩: ଯେକୌଣସି ମ୍ୟାଚ୍ ହେଉନା କାହିଁକି, ଗୋଟିଏ ଭୂଲ ନିଷ୍ପତ୍ତି ଫଳାଫଳକୁ ବଦଳାଇଦେଇଥାଏ। ଏହାକୁ ନେଇ ଆଇପିଏଲ୍ ୨୦୨୪ରେ ଏକ ସ୍ମାର୍ଟ ରିପ୍ଲେ ସିଷ୍ଟମର ବ୍ୟବହାର କରାଯିବ। ଶୀଘ୍ର ଓ ନିର୍ଭୁଲ ନିଷ୍ପତ୍ତି ପାଇଁ ଏହାର ବ୍ୟବହାର ହେବ। ତଦନୁଯାୟୀ…
‘ଦିନକୁ ମିଳୁଥିଲା ୨୫ ଲକ୍ଷ ଟଙ୍କା…’ କମେଣ୍ଟ୍ରିକୁ ଫେରି ଏଭଳି ଖୁଲାସା କଲେ ସିଦ୍ଧୁ
ନୂଆଦିଲ୍ଲୀ,୧୯।୩: ଦୀର୍ଘ ଏକ ଦଶକ ଧରି କ୍ରିକେଟ୍ କମେଣ୍ଟ୍ରିରୁ ଦୂରରେ ରହିବା ପରେ ପୁଣିଥରେ ଫେରୁଛନ୍ତି ନବଜୋତ ସିଂ ସିଦ୍ଧୁ। ରାଜନୀତିକୁ ବାଏ ବାଏ କହିବା ପରେ ସେ ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍ ୨୦୨୪)ରେ ଷ୍ଟାର ସ୍ପୋଟ୍ସ ପାଇଁ କମେଣ୍ଟ୍ରି…
ଟି୨୦ ସିରିଜ ଖେଳିବାକୁ ମନା କଲା ଅଷ୍ଟ୍ରେଲିଆ
ସିଡ୍ନୀ,୧୯ା୩: ଆଫଗାନିସ୍ତାରେ ମହିଳା ଏବଂ ବାଳିକାଙ୍କ ଅବସ୍ଥା ବିଗିଡ଼ି ଯାଉଥିବାରୁ ପ୍ରତିବାଦ ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ ଏହି ଦେଶ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଘରୋଇ ଅନ୍ତର୍ଜାତୀୟ ଟି୨୦ ସିରିଜକୁ ବାତିଲ କରିଦେଇଛି। ଆଫଗାନିସ୍ତାରେ ତାଲିବାନମାନେ କ୍ଷମତାକୁ ଆସିବା…
ଆଇପିଏଲ୍ ପୂର୍ବରୁ ନୂଆ ଲୁକ୍ରେ କିଙ୍ଗ୍ କୋହଲି, ‘ଆଇବ୍ରୋ କଟ୍’ ଦେଖି…
ନୂଆଦିଲ୍ଲୀ,୧୯।୩: ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ କ୍ରିକେଟ ମଇଦାନକୁ ଫେରିବାକୁ ଯାଉଛନ୍ତି ବିରାଟ କୋହଲି। ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଜବରଦସ୍ତ ପ୍ରଦର୍ଶନ ଲାଗି ସେ ପୂରା ପ୍ରସ୍ତୁତ। ଏହା ପୂର୍ବରୁ ତାଙ୍କର ନୂଆ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ ହେଉଛି,…
Archives


