ଟି୨୦ ସିରିଜ ଖେଳିବାକୁ ମନା କଲା ଅଷ୍ଟ୍ରେଲିଆ
ସିଡ୍ନୀ,୧୯ା୩: ଆଫଗାନିସ୍ତାରେ ମହିଳା ଏବଂ ବାଳିକାଙ୍କ ଅବସ୍ଥା ବିଗିଡ଼ି ଯାଉଥିବାରୁ ପ୍ରତିବାଦ ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ ଏହି ଦେଶ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଘରୋଇ ଅନ୍ତର୍ଜାତୀୟ ଟି୨୦ ସିରିଜକୁ ବାତିଲ କରିଦେଇଛି। ଆଫଗାନିସ୍ତାରେ ତାଲିବାନମାନେ କ୍ଷମତାକୁ ଆସିବା…
ଆଇପିଏଲ୍ ପୂର୍ବରୁ ନୂଆ ଲୁକ୍ରେ କିଙ୍ଗ୍ କୋହଲି, ‘ଆଇବ୍ରୋ କଟ୍’ ଦେଖି…
ନୂଆଦିଲ୍ଲୀ,୧୯।୩: ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ କ୍ରିକେଟ ମଇଦାନକୁ ଫେରିବାକୁ ଯାଉଛନ୍ତି ବିରାଟ କୋହଲି। ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଜବରଦସ୍ତ ପ୍ରଦର୍ଶନ ଲାଗି ସେ ପୂରା ପ୍ରସ୍ତୁତ। ଏହା ପୂର୍ବରୁ ତାଙ୍କର ନୂଆ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ ହେଉଛି,…
ଆଇପିଏଲ୍ ୨୦୨୪ ପୂର୍ବରୁ ଚେନ୍ନାଇ ସୁପର୍ କିଙ୍ଗ୍ସର ୩ ଖେଳାଳି ଆହତ: ଜଣେ ଷ୍ଟ୍ରେଚରରେ ଗଲେ
ନୂଆଦିଲ୍ଲୀ,୧୯।୩: ଆଇପିଏଲ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଖେଳିବ। ଏହି ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇରେ ଖେଳାଯିବ। ଏଥିପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କ ଦ୍ୱାରା ଅଧିନାୟକ…
ସର୍ଫରାଜ, ଜୁରେଲଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ
ନୂଆଦିଲ୍ଲୀ,୧୯ା୩: ବିସିସିଆଇର ଆପେକ୍ସ କାଉନସିଲ୍ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଧ୍ରୁବ ଜୁରେଲ ଓ ସର୍ଫରାଜ ଖାନଙ୍କୁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ କରାଯାଇଛି। ଉଭୟ ଖେଳାଳିଙ୍କୁ ସି ଗ୍ରେଡ୍ରେ ସାମିଲ କରାଯାଇଛି। ପୂର୍ବରୁ ଘୋଷଣା କରାଯାଇଥିବା କେନ୍ଦ୍ରୀୟ ଚୁକ୍ତିରେ…
ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ
ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା, ଖୋର୍ଦ୍ଧା, କଟକ ଏ’ ରାଉରକେଲା ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ଡାଇମଣ୍ଡ ଏ ଓ…
ବାଂଲାଦେଶ ସିରିଜ ବିଜୟୀ
ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ…
ଟାଇଟଲ ବଜାୟ ରଖିଲେ ଅଲ୍କାରାଜ
ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍କାରାଜ ବିଏନ୍ପି ପାରିବାସ ଓପନ୍ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ସେ କ୍ରମାଗତ ଦ୍ୱିତୀୟ ଥର ଫାଇନାଲରେ ମେଡଭେଡେଭଙ୍କୁ…
ଆର୍ସିବି ଟ୍ରେନିଂ କ୍ୟାମ୍ପ୍ରେ କୋହଲି
ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍ ଡୁ…
ଖୁସିରେ ଝୁମିଲେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା
ନୂଆଦିଲ୍ଲୀ,୧୮।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ (ଡବ୍ଲ୍ୟୁପିଏଲ) ୨୦୨୪ ଟାଇଟଲ ଜିତି ଫ୍ରାଞ୍ଚାଇଜ ଟ୍ରଫି ମରୁଡ଼ିକୁ ସମାପ୍ତ କରିଛି। ପୁରୁଷ ଦଳ ଏପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଟାଇଟଲ ଜିତିବାକୁ ଥିବାବେଳେ ଆରସିବି ମହିଳା ଦଳ କେବଳ…
ମୁମ୍ବାଇର ଅଧିନାୟକ ଉପରେ ମୁହଁ ଖୋଲିଲେ ପାଣ୍ଡ୍ୟା, କହିଲେ ରୋହିତ ହେଉଛନ୍ତି…
ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ହାର୍ଦ୍ଦିକ ମୁମ୍ବାଇର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେଇଥିଲେ। ବର୍ତ୍ତମାନ ହାର୍ଦ୍ଦିକ ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଖବରଦାତା ସମ୍ମିଳନୀରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ବିଷୟରେ କହିଛନ୍ତି।…
ସିଏସ୍କେ-ଆରସିବି ମ୍ୟାଚ ପାଇଁ ଟିକେଟ୍ ବୁକିଂ ଆରମ୍ଭ: ଜାଣନ୍ତୁ କେଉଁଠି ଆଉ କେତେ ଟଙ୍କାରେ କରିପାରିବେ ବୁକିଂ
ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍ ବୁକିଂ ଆରମ୍ଭ ହୋଇଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ମାର୍ଚ୍ଚ ୨୨ରେ ଇଣ୍ଡିଆନ ପ୍ରିମିୟର ଲିଗର ଏହି…
ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟ ଇଲେକ୍ଟୋରାଲ ବଣ୍ଡ୍ ମାଧ୍ୟମରେ ଦେଇଛି ଚାନ୍ଦା, ଜାଣନ୍ତୁ କେଉଁ ଦଳକୁ ଦେଇଛି କେତେ ଟଙ୍କା
ନୂଆଦିଲ୍ଲୀ,୧୮।୩: ଇଲେକ୍ଟୋରାଲ ବଣ୍ଡ୍ର ସବିଶେଷ ତଥ୍ୟ ସାର୍ବଜନୀନ ହେବା ପରେ ପ୍ରତିଦିନ ଏହା ବିଷୟରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବଣ୍ଡ୍ଗୁଡିକର ସବିଶେଷ ତଥ୍ୟରୁ ଏହା ମଧ୍ୟ ଜଣାପଡୁଛି ଯେ କେଉଁ କମ୍ପାନୀଗୁଡିକ କେଉଁ ରାଜନୈତିକ ଦଳମାନଙ୍କୁ ଇଲେକ୍ଟୋରାଲ ବଣ୍ଡ୍…
Archives


