ଜନ୍ମଦିନରେ IPL Final ଖେଳିବେ ଦୁଇ ଆଗଧାଡିର ବ୍ୟାଟ୍ସମ୍ୟାନ, ଜଣେ ଜିତିବେ ଟ୍ରଫି, ଅନ୍ୟଜଣେ ନିଶ୍ଚିତ ହାରିବେ
ନୂଆଦିଲ୍ଲୀ,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ସବୁବେଳେ ରୋମାଞ୍ଚକର ହୋଇଥାଏ। ହେଲେ ଏଥର ଏହି ମ୍ୟାଚ ଦୁଇ ଖେଳାଳିଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି । ୨୬ ମେ’ ରବିବାର ଦିନ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ…
ଫାଇନାଲ୍ରେ ହାଇଦ୍ରାବାଦ୍ ଧରାଶାୟୀ : କୋଲକାତାକୁ ମିଳିଲା ୧୧୪ ରନ୍ର ଟାର୍ଗେଟ୍
ଚେନ୍ନାଇ,୨୬।୫: ଆଇପିଏଲ୍ ୨୦୨୪ର ଗ୍ରାଣ୍ଡ୍ ଫିନାଲେରେ ସନରାଇଜର୍ସ ହାଇଦ୍ରାବାଦ କୋଲକାତା ନାଇଟ୍ ରାଇଡର୍ସକୁ ୧୧୪ ରନ୍ ବିଜୟ ଲକ୍ଷ୍ୟ ଦେଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍ ୧୮ ଓଭରରେ ୧୧୩ ରନ୍ରେ ଅଲଆଉଟ୍ ହୋଇଯାଇଛି। ଆଇପିଏଲ ଇତିହାସର ଫାଇନାଲ୍ରେ…
ସ୍ବର୍ଣ୍ଣ ଜିତିବାରେ ଦୀପା ପ୍ରଥମ ଭାରତୀୟ
ତାସକେଣ୍ଟ,୨୬ା୫: ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର ପ୍ରଥମ ଭାରତୀୟ ଭାବେ ଏସିଆନ ସିନିୟର ଚାମ୍ପିୟନଶିପ୍ର ମହିଳା ଭଲ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୩୦ ବର୍ଷୀୟା ଦୀପା ଉଜ୍ଥବେକିସ୍ତାନରେ ଅନୁଷ୍ଠିତ ପ୍ରତିଯୋଗିତାର ଅନ୍ତିମ ଦିବସରେ ଭଲ୍ଟ ଫାଇନାଲରେ ୧୩.୫୬୬ ପଏଣ୍ଟ…
ଆଇପିଏଲ୍ ଗ୍ରାଣ୍ଡ ଫିନାଲେ: ଟସ୍ ଜିତିଲା ହାଇଦ୍ରାବାଦ୍
ଚେନ୍ନାଇ,୨୬।୫: ଆଇପିଏଲର ୧୭ତମ ସିଜନର ଫାଇନାଲ୍ ମ୍ୟାଚ ଚେନ୍ନାଇର ଚେପାକ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ହାଇଦ୍ରାବାଦ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫାଇନାଲ୍ ପାଇଁ ୨ ଦଳ ରହମାନୁଲ୍ଲା…
ଆଇପିଏଲ୍ ଚାମ୍ପିଅନ୍ ଟିମ୍ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା: ଜାଣନ୍ତୁ କାହାକୁ ମିଳିବ କେତେ ଟଙ୍କା
ଚେନ୍ନାଇ,୨୬।୫: ଆଇପିଏଲ ୨୦୨୪ର ଫାଇନାଲ୍ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଉଭୟଙ୍କ ମଧ୍ୟରେ ଏହି ସଂଘର୍ଷ ହେବ। ଏହି ଗ୍ରାଉଣ୍ଡରେ ଆଇପିଏଲ ଟାଇଟଲ ଜିତୁଥିବା ଦଳ ଆଜି ଧନୀ…
ହାର୍ଦ୍ଦିକ ପାଣ୍ଡ୍ୟା-ନତାଶାଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଏଣ୍ଟ୍ରି ମାରିଲେ କ୍ରୁନାଲ: ଫଟୋ ଶେୟାର କରି କହିଲେ…
ନୂଆଦିଲ୍ଲୀ,୨୬।୫:ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ମଧ୍ୟରେ ଛାଡପତ୍ର ଖବର ମଧ୍ୟରେ କ୍ରୁନାଲ ପାଣ୍ଡ୍ୟା ଏଣ୍ଟ୍ର କରିଛନ୍ତି। ସୋସିଆଲ ମିଡିଆରେ କ୍ରୁନାଲ କିଛି ଫଟୋ ଶେୟାର କରିଛନ୍ତି। ଏହା ଦେଖି ପ୍ରଶଂସକମାନେ ଅନେକ କଳ୍ପନାଜଳ୍ପନା କରୁଛନ୍ତି। ୟୁଜର୍ସମାନେ କ୍ରୁନାଲଙ୍କ ପୋଷ୍ଟରେ ଅନେକ…
ଜୋତା ଲୁଚାରେ ହାର୍ଦ୍ଦିକ ପାଣ୍ଡ୍ୟା ଦେଇଥିଲେ ଏତିକି ଟଙ୍କା: ଜାଣିଲେ ଉଡିଯିବ ହୋଶ୍…
ନୂଆଦିଲ୍ଲୀ,୨୬।୫: ଟିମ ଇଣ୍ଡିଆର ତାରକା ଖେଳାଳି ତଥା ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ଏକ ଖରାପ ସମୟ ଦେଇ ଗତି କରୁଛନ୍ତି। ଆଇପିଏଲରେ ଖରାପ ଫର୍ମ ପରେ ଏବେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ…
ଭାରତୀୟ ଦଳର କୋଚ୍ ହେବାକୁ ଆଗ୍ରହୀ ଗୌତମ ଗମ୍ଭୀର, କିନ୍ତୁ ରହିଛି ଗୋଟିଏ ସର୍ତ୍ତ
ମୁମ୍ବାଇ,୨୬।୫: ଭାରତୀୟ ପୁରୁଷ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକଙ୍କ ପାଇଁ ବହୁ ନାମୀଦାମୀ ପୂର୍ବତନ କ୍ରିକେଟରଙ୍କ ନାମ ସାମ୍ନାକୁ ଆସିଛି। ରାହୁଲ ଦ୍ରାବିଡଙ୍କ ସ୍ଥାନରେ ନିଯୁକ୍ତି ପାଇବାକୁ ବୋର୍ଡ ବିଜ୍ଞାପନ ବାହାର କରିଥିବା ବେଳେ ଭିଭିଏସ ଲକ୍ଷ୍ମଣ ଏବଂ ଗୌତମ…
ଆଇପିଏଲ୍ ୨୦୨୪: ଆଜି କୋଲକାତା-ସନରାଇଜର୍ସ ଫାଇନାଲ
ଚେନ୍ନାଇ,୨୫ା୫(ପି.ଟି): ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୭ ତମ ସଂସ୍କରଣର ଫାଇନାଲ ରବିବାର ଚେନ୍ନାଇର ଚେପକ୍ ଷ୍ଟାଡିୟମରେ କୋଲକାତା ନାଇଟ୍ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍କୁ ଫ୍ୟାନ୍ମାନେ କୋଲକାତାର ମେଣ୍ଟର ଗୌତମ ଗମ୍ଭୀର ଓ ହାଇଦ୍ରାବାଦ…
ଟି-୨୦ ବିଶ୍ୱକପ ପାଇଁ ଯାତ୍ରା କଲେ ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍, ଯାଇନାହାନ୍ତି ବିରାଟ
ମୁମ୍ବାଇ,୨୩ା୫: ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍ ଟି -୨୦ ବିଶ୍ୱକପ୍ ୨୦୨୪ ପାଇଁ ଯାତ୍ରା କରିଛନ୍ତି। ଆଇପିଏଲ୍ ୨୦୨୪ ମଧ୍ୟରେ ଟିମ୍ ଇଣ୍ଡିଆ ଟି -୨୦ ବିଶ୍ୱକପ ପାଇଁ ଆମେରିକା ବାହାରିଛି। କିନ୍ତୁ ବିରାଟ କୋହଲି ଟିମ୍ ଇଣ୍ଡିଆ ସହ ଯାଇ…
ପତ୍ନୀ ନତାଶାଙ୍କୁ ଆଲିମନି ଟଙ୍କା ଦେବା ଲାଗି ଗୁଜରାଟରୁ ମୁମ୍ବାଇ ଆସିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା? ସାମ୍ନାକୁ ଆସିଲା ଚକିତ କଲା ଭଳି…
ନୂଆଦିଲ୍ଲୀ,୨୫।୫: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଜୀବନରେ କିଛି ବି ଠିକ୍ ଚାଲିନାହିଁ। ପ୍ରଥମେ ଆଇପିଏଲ୍ ୨୦୨୪ରେ ଖରାପ ପ୍ରଦର୍ଶନ ପରେ ଏବେ ବିବାହ ବିଚ୍ଛେଦ ନେଇ ଖବର ଚର୍ଚ୍ଚାରେ ରହିଛି। ପତ୍ନୀ ନତାଶା ଷ୍ଟାନକୋଭିକଙ୍କଠାରୁ ପାଣ୍ଡ୍ୟା…
ଛାଡ଼ପତ୍ର ହେଲେ ନିଜର ୭୦% ସମ୍ପତ୍ତି ପତ୍ନୀଙ୍କୁ ଦେବେ ପାଣ୍ଡ୍ୟା,ନୂଆ ମୋଡ ନେଉଛି …
ନୂଆଦିଲ୍ଲୀ,୨୫।୫: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼ ସୃଷ୍ଟି ହୋଇଥିବା ଚର୍ଚ୍ଚା ଜୋର ଧରିଛି। ପ୍ରଥମେ ପତ୍ନୀ ନତାଶା ଷ୍ଟାନକୋଭିକ ନିଜର ଇନ୍ଷ୍ଟାଗ୍ରାମ ହ୍ୟାଣ୍ଡେଲରୁ ପାଣ୍ଡ୍ୟାଙ୍କ ସରନେମ୍ ହଟାଇଥିଲେ। କିଛିଦିନ ଧରି ଉଭୟ ପରସ୍ପରର କୌଣସି ଫଟୋ…
Archives


