ଖେଳ

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ ବିଶ୍ୱକପ୍‌ ୩ ଦେଶର ୧୬ ଭେନ୍ୟୁରେ ହେବାକୁ ଯାଉଥିବା ବେଳେ ଏଥିରେ ସର୍ବାଧିକ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ ବିପକ୍ଷରେ 8 ରନରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର ଖେଳାଳିଙ୍କୁ ଉତ୍ସାହିତ କରିବା ପାଇଁ ଚାହିଁ ରହିଥିବା ବେଳେ ବିଶ୍ୱକପ୍‌ର ପ୍ରଥମ ଉଦ୍‌ଘାଟନୀ…

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ କିଛି ଖରାପ ଖବର ମିଳିଛି: ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକଦିବସୀୟ ମ୍ୟାଚରୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ ପଦ ଛାଡି ପାରନ୍ତି ଏବଂ ଖେଳକୁ ସମ୍ପୂର୍ଣ୍ଣ ଭାବରେ ବିଦାୟ ଦେଇପାରନ୍ତି। ବର୍ତ୍ତମାନ,…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ ସ୍ଥାନ ମଧ୍ୟ ପାଇଥିଲେ। ବୈଭବଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ମନୋନୀତ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା ଏ ଏବଂ ଆଫଗାନିସ୍ତାନ ଏ ଦଳ ସାମିଲ ଅଛନ୍ତି। ସିରିଜର ଉଦଘାଟନୀ ମ୍ୟାଚ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା ଭଳି ସମସ୍ୟାର ସମାଧାନ ପାଇଁ ଫିଫା ପକ୍ଷରୁ ବିଶ୍ୱକପ୍‌ ଲାଗି କଡ଼ା ନିୟମାବଳୀ…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ କରିଥିବାରୁ ଦୁହିଁଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇଂଲଣ୍ଡ ଓ ଓ୍ବେଲ୍ସ…

ଆୟର୍ଲାଣ୍ଡ, ଇଂଲଣ୍ଡ ଟୁରରୁ ସିରାଜଙ୍କୁ ବିଶ୍ରାମ, କାହିଁକି ଜାଣନ୍ତୁ…

ମୁମ୍ବାଇ, ୯ା୬: ଭାରତୀୟ ପେସର ମହମ୍ମଦ ସିରାଜଙ୍କୁ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟର ଅଂଶ ଭାବେ ଆଗାମୀ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଟୁରରୁ ବିଶ୍ରାମ ଦିଆଯାଇଛି। ତାଙ୍କ ବଦଳରେ ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ଦଳରେ ସାମିଲ କରାଯାଇଛି। ଏହି ପରିବର୍ତ୍ତନ ସମ୍ପର୍କରେ ବିସିସିଆଇ ପକ୍ଷରୁ ମଙ୍ଗଳବାର…

ଆଫଗାନିସ୍ତାନ ସିରିଜ୍‌ ଖେଳିବେ ରୋହିତ, ହାର୍ଦ୍ଦିକ

ନୂଆ ଚଣ୍ଡିଗଡ଼,୯ା୬- ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଭେଟେରାନ ଷ୍ଟାର ଓପନର ରୋହିତ ଶର୍ମା ଆସନ୍ତା ରବିବାରଠାରୁ ଧର୍ମଶାଳାରେ ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ରେ ଖେଳିବେ। ସେମାନଙ୍କୁ ବିସିସିଆଇର ସେଣ୍ଟର ଅଫ୍‌ ଏକ୍ସିଲେନ୍ସର ସ୍ପୋଟର୍‌ସ…

ଭାରତ-ଇଂଲଣ୍ଡ ଟି୨୦ ମ୍ୟାଚ୍‌ ୧ ଘଣ୍ଟା ଆଗୁଆ ଖେଳାଯିବ, କାହିଁକି ଜାଣନ୍ତୁ…

ଲଣ୍ଡନ,୮ା୬: ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଭାରତ ବିପକ୍ଷରେ ଖେଳାଯିବାକୁଥିବା ଟି୨୦ ମ୍ୟାଚ୍‌ ୧ ଘଣ୍ଟା ଆଗୁଆ ଅର୍ଥାତ ଭାରତୀୟ ସମୟ ରାତି ୧୦ଟାରୁ କରିବା ଲାଗି ନିଷ୍ପତ୍ତି ନେଇଛି। ଏହାଦ୍ୱାରା ଉପମହାଦେଶର ଟେଲିଭିଜନ ଦର୍ଶକ ସଂଖ୍ୟା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?