ଖେଳ

ଇନଷ୍ଟାଗ୍ରାମ ଆଇଡିରୁ କୋଟି କୋଟି ଟଙ୍କା ରୋଜଗାର କରନ୍ତି ଶାମିଙ୍କ ସ୍ତ୍ରୀ, ମୁମ୍ବାଇ ଇଣ୍ଡିଆନ୍ସ ଦିଏ ଏତେ ଟଙ୍କା…

ନୂଆଦିଲ୍ଲୀ,୧୩।୩: IPL 2024 କୁ ଆଉ କିଛିଦିନ ବାକି ଅଛି। କିନ୍ତୁ ଚଳିତ ବର୍ଷ ଆଇପିଏଲରେ ନଜର ଆସିବେନି ମହମ୍ମଦ ଶାମି। ତାଙ୍କ ଆଣ୍ଠୁରେ ସର୍ଜରୀ ଯୋଗୁ ସେ ଚଳିତ ବର୍ଷ ଆଇପିଏଲ ୨୦୨୪ରୁ ବାଦ୍‌ ପଡିବେ। କିନ୍ତୁ ତାଙ୍କୁ ଏହି…

ଆଇପିଏଲ ପୂର୍ବରୁ ପ୍ରଶଂସକଙ୍କ ହୃଦୟ ଜିତିଲେ ଧୋନୀ, ଭିଡିଓ ଦେଖିଲେ ଆପଣ ବି…

ନୂଆଦିଲ୍ଲୀ,୧୩।୩: ଆଇପିଏଲ ୨୦୨୪ ଆରମ୍ଭ ପାଇଁ ବହୁତ କମ ସମୟ ବାକି ଅଛି। ଏହି ସିଜନର ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଟିମ ଚେନ୍ନାଇ ଏହି…

ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ: ଆଇପିଏଲ୍‌ ମ୍ୟାଚକୁ ନେଇ ବଢୁଛି ଚିନ୍ତା

ବେଙ୍ଗାଲୁରୁ, ୧୩ା୩: ବେଙ୍ଗାଲୁରୁ ୪ ଦଶନ୍ଧି ମଧ୍ୟରେ ସବୁଠାରୁ ଉତ୍କଟ ଜଳସଙ୍କଟ ମଧ୍ୟଦେଇ ଗତି କରୁଛି। ଏହାଦ୍ୱାରା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ ଲେଗ୍‌ ମ୍ୟାଚଗୁଡ଼ିକ ପ୍ରଭାବିତ ହେବା ଆଶଙ୍କା ବଢିଯାଇଛି। ହେଲେ ସମସ୍ୟାର ସମାଧାନ ପାଇଁ ଆୟୋଜକ କର୍ନାଟକ…

କୋହଲିଙ୍କୁ ନେଇ ଇଂଲଣ୍ଡ କ୍ରିକେଟର କହିଲେ-ଏହି ଖବର ସତ ହୋଇ ନ ପାରେ…

ନୂଆଦିଲ୍ଲୀ,୧୨।୩: ଟି୨୦ ବିଶ୍ୱକପ୍‌ରେ ଖେଳି ନ ପାରନ୍ତି ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି। ଚୟନ କମିଟି ତାଙ୍କୁ ବାଦ୍‌ ଦେବାକୁ ଚିନ୍ତା କରୁଛି। ଏମିତିରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏନେଇ କୋହଲିଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ଇଂଲଣ୍ଡର…

ଆସିଲା ଏଫ୍‌ଆଇଏଚ୍‌ ର଼୍ୟାଙ୍କିଙ୍ଗ, ଷଷ୍ଠରେ ପୁରୁଷ ହକି ଦଳ, ନବମରେ ମହିଳା

ନୂଆଦିଲ୍ଲୀ,୧୨ା୩: ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପୁରୁଷ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତ ଚତୁର୍ଥ ସ୍ଥାନକୁ ଖସି ଆସିଥିବା ବେଳେ ଏଫଆଇଏଚ୍‌ ହକି ଅଲିମ୍ପିକ କ୍ୱାଲିଫାୟର୍ସରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଜର୍ମାନୀ ତୃତୀୟ ସ୍ଥାନ ଦଖଲ କରିଛି। ଏସିଆନ ଗେମ୍ସରେ ସ୍ବର୍ଣ୍ଣ…

ଶେଷ ମୁହୂର୍ତ୍ତରେ କେକେଆର୍‌ ଛାଡ଼ିଲେ ଏହି ଷ୍ଟାର କ୍ରିକେଟର, ସଲ୍ଟଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୨।୩: ଆଉ ଦିନ କେଇଟା ପରେ ଆଇପିଏଲ୍‌ ୨୦୨୪ ଆରମ୍ଭ ହେବ। ଏହାପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଛାଡ଼ିଛନ୍ତି ଚର୍ଚ୍ଚିତ ବିଦେଶୀ ଖେଳାଳି ଜେସନ ରୟ। ସେ ଟୁର୍ନାମେଣ୍ଟରୁ ଓହରି ଯିବା ପରେ କେକେଆର୍‌ ତାଙ୍କ ସ୍ଥାନରେ ଇଂଲଣ୍ତର ଅନ୍ୟତମ ଖେଳାଳି…

ବୋର୍ଡର କ୍ଲିନ୍‌ ଚିଟ୍‌ ପରେ ଆଇପିଏଲ୍‌ରେ ପନ୍ତ ତୁଲାଇବେ ‘ଡବଲ୍‌ ରୋଲ୍‌’

ନୂଆଦିଲ୍ଲୀ,୧୨।୩: ଆଇପିଏଲ୍‌ ୨୦୨୪ରେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଖେଳିବେ କି ନାହିଁ ତାହା ଉପରେ ଚାଲିଥିବା ସସପେନ୍ସ ଏବେ ଶେଷ ହୋଇଛି। ବିସିସିଆଇ ପକ୍ଷରୁ ପନ୍ତଙ୍କୁ ନେଇ ବଡ଼ ଅପ୍‌ଡେଟ୍‌ ଦିଆଯାଇଛି। ଯେଉଁଥିରେ ସେ ଆଇପିଏଲ୍‌ର ୧୭ତମ ସିଜନରେ…

ଆଇପିଏଲ୍‌ ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୨।୩: ବିଶ୍ୱର ସବୁଠାରୁ ବଡ଼ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆରମ୍ଭ ହେବାକୁ ଆଉ ଦିନ କେଇଟା ବାକି। ମାର୍ଚ୍ଚ ୨୨ରୁ ଆଇପିଏଲ୍‌ ୧୭ତମ ସିଜନ ଆରମ୍ଭ ହେବ। ହେଲେ ଏହା ପୂର୍ବରୁ ରାଜସ୍ଥାନ ରୟାଲ୍ସକୁ ବଡ଼ ଝଟ୍‌କା ଲାଗିଛି।…

ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଜୟସ୍ବାଲଙ୍କୁ ମିଳିଲା ପୁରସ୍କାର, ଏହି ଆଓ୍ବାର୍ଡରେ ସମ୍ମାନିତ କଲା ଆଇସିସି

ନୂଆଦିଲ୍ଲୀ,୧୨।୩: ନିକଟରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଯଶସ୍ବୀ ଜୟସ୍ବାଲ ବହୁ ରନ୍‌ ସଂଗ୍ରହ କରିଥିଲେ। ଏହି ଯୁବ ବ୍ୟାଟର୍‌ ୫ ଟେଷ୍ଟ ମ୍ୟାଚର ୯ ଇନିଂସରେ ୭୧୨ ରନ ସ୍କୋର କରିଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ୨…

ଆଇପିଏଲ୍‌ ଖେଳିବେ କି ରିଷଭ ପନ୍ତ: ବିସିସିଆଇ ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୩: ଆଇପିଏଲ ୨୦୨୪ ପୂର୍ବରୁ, ଦିଲ୍ଲୀ ରାଜଧାନୀ ଏବଂ ଏହାର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ଅଛି। ଦଳର ଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ସମ୍ପୂର୍ଣ୍ଣ ଫିଟ ହୋଇଛନ୍ତି। ତାଙ୍କୁ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ)…

ଟି-୨୦ ବିଶ୍ୱକପ୍‌ରେ ପ୍ୟାଟ୍‌ କମିନ୍ସ ନୁହେଁ ଏହି ଅଲରାଉଣ୍ଡର ସମ୍ଭାଳିବେ ଅଧିନାୟକତ୍ୱ

ସିଡ଼ନୀ,୧୨।୩: ଟି-୨୦ ବିଶ୍ୱକପ୍‌ ୨୦୨୪ ଆଉ ଅଳ୍ପଦିନ। ଏହାପୂର୍ବରୁ ଅଷ୍ଟ୍ରେଲିଆ ଦଳରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ବର୍ତ୍ତମାନ ଦଳର ପ୍ରଶିକ୍ଷକ ଆଣ୍ଡ୍ରିୟୁ ମ୍ୟାକଡୋନାଲ୍ଡ ସଙ୍କେତ ଦେଇଛନ୍ତି ଯେ ୱେଷ୍ଟଇଣ୍ଡିଜ ଏବଂ ଯୁକ୍ତରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଟି -୨୦ବିଶ୍ୱକପ୍‌ରେ…

ଟି ୨୦ ଓ୍ବାର୍ଲଡ କପ ଟିମ୍‌ରେ ବିରାଟ କୋହଲିଙ୍କୁ ମିଳିବ ନାହିଁ ସ୍ଥାନ!

ନୂଆଦିଲ୍ଲୀ,୧୨।୩: ବିରାଟ କୋହଲିଙ୍କ ବିଷୟରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି, ଯେଉଁଥିରେ କୁହାଯାଇଛି ଯେ ଜୁନରେ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପରୁ ତାଙ୍କ କାର୍ଡ ହଟାଯାଇପାରେ। ୨୦୨୨ରେ ଖେଳାଯାଇଥିବା ଟି -୨୦ ବିଶ୍ୱକପରେ ବିରାଟ ଭାରତ ପାଇଁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri