ଖେଳ

ରାଗରେ ନିଆଁବାଣ ପାକିସ୍ତାନୀ କ୍ରିକେଟର, ଜୟ ଶାହାଙ୍କୁ ନେଇ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୨୩।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ ‘ଚାମ୍ପିଅନ୍ସ ଟ୍ରଫି’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ପାକିସ୍ତାନ ଏହାର ଆୟୋଜନକୁ ନେଇ ଖୁସି ଥିବା ବେଳେ ଟିମ୍‌ ଇଣ୍ଡିଆ ନ ଯିବା ଏକ ପ୍ରକାର ସ୍ପଷ୍ଟ ବୋଲି କୁହାଯାଉଛି। ଏମିତିରେ ପାକିସ୍ତାନର କ୍ରିକେଟର,…

Video: ଶ୍ରୀଲଙ୍କା ଯିବା ପୂର୍ବରୁ ବାଗେଶ୍ୱର ଧାମ ସରକାରଙ୍କ ଆଶୀର୍ବାଦ ନେଲେ କୂଲଦୀପ

ନୂଆଦିଲ୍ଲୀ,୨୩।୭: ଭାରତୀୟ ଟି୨୦ ଟିମ୍‌ ଶ୍ରୀଲଙ୍କାରେ ପହଞ୍ଚି ସାରିଛି। ସେହିଭଳି କିଛି ଖେଳାଳି ଦିନିକିଆରେ ଚୟନ ହୋଇଥିବାରୁ ସେମାନେ ଖୁବ୍‌ଶୀଘ୍ର ପହଞ୍ଚିବେ। ଉକ୍ତ ଖେଳାଳିଙ୍କ ମଧ୍ୟରୁ ଜଣେ ହେଲେ କୂଲଦୀପ ଯାଦବ, ଯିଏକି ଶ୍ରୀଲଙ୍କା ଗସ୍ତରେ ଯିବା ପୂର୍ବରୁ ନିଜ ଗୁରୁଙ୍କୁ…

କେକେଆର୍‌ ନୁହେଁ, ଆଇପିଏଲ୍‌ରେ ଏହି ଟିମ୍‌ର ହେଡ୍‌ କୋଚ୍‌ ହେବେ ଦ୍ରାବିଡ

ନୂଆଦିଲ୍ଲୀ,୨୩।୭: ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ କାର୍ଯ୍ୟକାଳ ଶେଷ ହେବା ପରେ ଆଇପିଏଲ୍‌ ସହ ଯୋଡ଼ି ହେବେ ରାହୁଲ ଦ୍ରାବିଡ଼। ଏବେ ତାଙ୍କ ନୂଆ ଦାୟିତ୍ୱକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ପ୍ରଥମେ ସେ କେକେଆର୍‌ର କୋଚ୍‌ ହେବେ ବୋଲି…

ଶ୍ରୀଲଙ୍କାରେ ପହଞ୍ଚିଲା ଟିମ୍‌ଇଣ୍ଡିଆ: ସେଲ୍‌ଫି ନେଲେ ଖେଳାଳି

କଲମ୍ବୋ,୨୩।୭: ଭାରତୀୟ କ୍ରିକେଟ ଦଳ ଶ୍ରୀଲଙ୍କାରେ ପହଞ୍ଚିଛି। ମୁଖ୍ୟ କୋଚ ଗୌତମ ଗମ୍ଭୀର ମଧ୍ୟ ଭାରତୀୟ ଦଳ ସହ ପହଞ୍ଚିଛନ୍ତି। ମୁଖ୍ୟ କୋଚ ଭାବରେ ଏହା ଗମ୍ଭୀରଙ୍କ ପ୍ରଥମ ଗସ୍ତ। ଟିମ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ୩ ମ୍ୟାଚ ଟି-୨୦ ଏବଂ…

ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ସମ୍ମାନ

ନୂଆଦିଲ୍ଲୀ, ୨୩ା: ଅଲିମ୍ପିକ ଆନ୍ଦୋଳନରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଭାରତୀୟ ଶୁଟିଂ କିମ୍ବଦନ୍ତୀ ଅଭିନବ ବିନ୍ଦ୍ରାଙ୍କୁ ଅଲିମ୍ପିକ ଅର୍ଡର ପୁରସ୍କାରରେ ସମ୍ମାନିତ କରିବ। ଅଲିମ୍ପିକ୍ସ ଉଦ୍‌ଯାପନୀ ଉତ୍ସବର ଦିନେ ପୂର୍ବରୁ ଅଗଷ୍ଟ ୧୦ରେ ପ୍ୟାରିସରେ ୧୪୨ତମ…

ଆମେରିକାରୁ ପୁଣି ଖେଳିବେ ଗ୍ରିନର

ଫୋନିକ୍ସ (ୟୁଏସ),୨୩ା୭: ଦିନ ଥିଲା ବ୍ରିଟନୀ ଗ୍ରିନର ୟୁଏସ୍‌ଏ ବାସ୍କେଟବଲ୍‌ ଜର୍ସି ପୁଣି ପିନ୍ଧିବେ ଏକଥା ତାଙ୍କ କଳ୍ପନା ବାହାରେ ଥିଲା। ଦୁଇଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ପାଖରେ ଡ୍ରଗ୍ସ ରଖିବା ଓ ସ୍ମଗଲିଂ କରିବା ଅଭିଯୋଗରେ ୨୦୨୨ରେ ରୁଷିଆର…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଭାରତୀୟ ଅଲରାଉଣ୍ଡରଙ୍କର ହେଲା ଏନଗେଜମେଣ୍ଟ

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳ ସୋମବାର ଶ୍ରୀଲଙ୍କା ଅଭିମୁଖେ ଯାତ୍ରା କରିଛି। ଏହି ସମୟରେ କ୍ରିକେଟର ଲଲିତ ଯାଦବଙ୍କର ଏନଗେଜମେଣ୍ଟ ହୋଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ନିକଟରେ ସେ ତାଙ୍କ ଫିୟାଂସିଙ୍କୁ ଫିଲ୍ମ…

୨୦୨୭ ଓ୍ବାନ ଡେ’ ବିଶ୍ୱକପ ଖେଳିବେ ରୋହିତ ଶର୍ମା-ବିରାଟ କୋହଲି! ଗମ୍ଭୀର ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୨।୭: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ହେବା ପରେ ଗୌତମ ଗମ୍ଭୀର ସୋମବାର ପ୍ରଥମ ଥର ପାଇଁ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ଏହି ସାମ୍ବାଦିକ ସମ୍ମିଳନୀରେ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ଏହି ସମୟରେ ସେ ରୋହିତ ଶର୍ମା…

ଅଲିମ୍ପିକ୍ସ ଇତିହାସରେ ପ୍ରଥମଥର ଦେଖିବାକୁ ମିଳିବ ଅଦ୍ଭୁତ ଦୃଶ୍ୟ, ଷ୍ଟାଡିୟମ ବାହାରେ ହେବ…

ନୂଆଦିଲ୍ଲୀ,୨୨।୭: ଅଲିମ୍ପିକ୍ସ ୨୦୨୪ ଆୟୋଜନ କରିବାକୁ ଫ୍ରାନ୍ସର ରାଜଧାନୀ ପ୍ୟାରିସ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏଥର କ୍ରିଡାର ଏହି ମହାକୁମ୍ଭରେ ବିଶ୍ୱର ୧୦ହଜାରରୁ ଅଧିକ ଆଥଲେଟ ଅଂଶଗ୍ରହଣ କରିବେ। ଜୁଲାଇ ୨୬ରେ ଉଦଘାଟନୀ ସମାରୋହରୁ ଅଲିମ୍ପିକ୍ସ ଆରମ୍ଭ ହେବ। ଏଥର ଅଲିମ୍ପିକ୍ସର ଉଦଘାଟନୀ…

ଅଲିମ୍ପିକ୍ସ ପରେ ଅବସର ନେବେ ହକି ଗୋଲକିପର ଶ୍ରୀଜେସ

ନୂଆଦିଲ୍ଲୀ,୨୨ା୭: ଭାରତର ପୁରୁଖା ହକି ଗୋଲକିପର ପ୍ୟାରିସ ଅଲିମ୍ପିକ୍ସରେ ପରେ ଖେଳରୁ ଅବସର ନେବେ। ସେ ସୋମବାର ଏ ବିଷୟ ଘୋଷଣା କରିଛନ୍ତି। ଶ୍ରୀଜେସଙ୍କ ତାଙ୍କ ୧୮ ବର୍ଷର ଲମ୍ବା କ୍ୟାରିଅରରେ ଭାରତୀୟ ହକି ଦଳର ଅନେକ ଐତିହାସିକ ମୁହୂର୍ତ୍ତ ସହ…

ବାହାର ରାଜ୍ୟରୁ ଖେଳିବେ ତାରକା କ୍ରିକେଟର୍‌ ଶୁଭ୍ରାଂଶୁ

ଭୁବନେଶ୍ୱର, ୨୨।୭ (ତପନ ସ୍ବାଇଁ): ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ କ୍ରିକେଟ ତାରକା ଶୁଭ୍ରାଂଶୁ ସେନାପତି ଓଡ଼ିଶା ଛାଡ଼ି ବାହାର ରାଜ୍ୟରୁ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ସିଜନରେ ସେ ସମ୍ଭବତଃ ମଧ୍ୟପ୍ରଦେଶ କିମ୍ବା ବିଦର୍ଭ ପକ୍ଷରୁ ଖେଳିପାରନ୍ତି। ଏଥିପାଇଁ ସେ ଓଡ଼ିଶା…

ଛକା ପରେ ଛକା ବର୍ଷା, ନୂଆ ରେକର୍ଡ କଲେ ଏହି ଖେଳାଳି

ନୂଆଦିଲ୍ଲୀ, ୨୨।୦୭: ଶ୍ରୀଲଙ୍କାରେ ବର୍ତ୍ତମାନ ଏସିଆ କପ୍‌ (ମହିଳା) ଜାରି ରହିଛି । ୮ଟି ଟିମ୍‌ ଏଥିରେ ଭାଗ ନେଇଥିବା ବେଳେ ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ ମଧ୍ୟ ଏଥିରେ ସାମିଲ୍‌ ରହିଛନ୍ତି । ହରମନ୍‌ପ୍ରୀତ୍‌ଙ୍କ ଅଧିନାୟକତ଼୍ବରେ ଭାରତୀୟ ଦଳ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?