ସିଏସ୍କେ ହାରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାୟୁଡୁ, ପରଦିନ ଆର୍ସିବିକୁ କହିଲେ ବଡ଼ କଥା; VIDEO
ବାଙ୍ଗାଲୁରୁ,୧୯।୫: ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶନିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଖେଳାଯାଇଥିଲା। କୋହଲିଙ୍କ ଟିମ୍ ଧୋନୀଙ୍କ ଦଳକୁ ୨୭ ରନ୍ରେ ପରାଜିତ କରିଥିଲା। ଏଥିସହ ଚେନ୍ନାଇ ପ୍ଲେଅଫ୍ ଦୌଫରୁ ବାଦ୍ ପଡ଼ିଥିଲା। ଏହାକୁ ନେଇ ପ୍ରଶଂସକଙ୍କ…
CSKର ପରାଜୟକୁ ହଜମ କରିପାରିଲେନି ରାୟୁଡୁ, ଅଧାରୁ ଛାଡିଲେ ମାଇକ…
ନୂଆଦିଲ୍ଲୀ,୧୯।୫: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଦଳ। ଏହି ଦଳ ପାଞ୍ଚ ଥର ଟାଇଟଲ ଜିତିଛି ଏବଂ ପ୍ଲେ ଅଫରେ ସର୍ବାଧିକ ଥର ପହଞ୍ଚିଛି। ତେଣୁ ଶନିବାର ଚେନ୍ନାଇ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲ…
IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି
ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୧୬ତମ ସିଜନ୍ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍ ପ୍ଲେ ଅଫ୍ ଖେଳିବ ତାହା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟରେ ଭିନ୍ନ ଭିନ୍ନ ରାଜ୍ୟ ଏବଂ ସହର ନାମରେ ଟିମ୍ ରହିଛି। ହେଲେ…
”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ କରିବା ଏବଂ ଏହାକୁ ପ୍ରସାରଣକୁ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା କଡ଼ା…
ହାରିବା ପରେ ଡ୍ରେସିଂ ରୁମ୍ରେ ଏକା ବସିଲେ ଧୋନୀ, କାହା ସହ ମିଳାଇଲେନି ହାତ,ଭାଇରାଲ ହେଉଛି ଭିଡିଓ…
ବେଙ୍ଗାଲୁରୁ,୧୯ା୫: ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍ରେ ପ୍ରବେଶ କରିଛି। କ୍ରମାଗତ ୬ଟି ମ୍ୟାଚ ଜିତି ବିରାଟ କୋହଲିଙ୍କ ଦଳ ଏହାକୁ ପ୍ଲେ ଅଫ୍ କରିବାରେ ସଫଳ ହୋଇଥିବାବେଳେ ମହେନ୍ଦ୍ର ସିଂ ଧୋନୀଙ୍କୁ ନିରାଶ…
ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା
ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି ପ୍ଳେଅଫ ସ୍ଥାନ ସୁରକ୍ଷିତ କରିଛି। ଶେଷ ଓଭର ଯାଏ ବେଙ୍ଗାଲୁରୁ ପାଇଁ ପ୍ଳେଅଫ ଆଶା…
ପ୍ଲେ ଅଫ୍ରେ ଆରସିବି
ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍ରେ ପ୍ରବେଶ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଟସ୍ ହାରି ବ୍ୟାଟିଂ କରିଥିବା ଆରସିବ ଅଧିନାୟକ ଫାଫ୍ ଡୁ ପ୍ଲେସିଙ୍କ…
ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…
ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ ୨୦୨୪ରେ ବହୁତ ଭଲ ପ୍ରଦର୍ଶନ କରୁଛି । ଏହି ସିଜନରେ ସେ ସର୍ବାଧିକ ରନ…
ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ
ନୂଆଦିଲ୍ଲୀ,୧୮।୪: ଆଇପିଏଲ୍ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର କିଙ୍ଗ୍ସ ବିଜୟ ପରେ ସିଧାସଳଖ ପ୍ଲେ ଅଫରେ ପହଞ୍ଚିବ। ଏହି ମ୍ୟାଚ ପୂର୍ବରୁ ବିରାଟ…
କ୍ୟାମେରାମ୍ୟାନ୍ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା
ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏବଂ ରୋହିତ ଶର୍ମାଙ୍କୁ ନେଇ ବିଶେଷ ଆଲୋଚନା ହୋଇଥିଲା। ଏବେ ରୋହିତ ଶର୍ମାଙ୍କର ଆଉ…
୩ ବଲ୍ରେ ୩ ଉଇକେଟ୍ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍: ଜାଣନ୍ତୁ କାହିଁକି
ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ ମହତ୍ତ୍ୱ ନ ଥିଲା। କାରଣ ମୁମ୍ବାଇ ଦଳ ପ୍ଲେ ଅଫ ଦୌଡ଼ରୁ ବାହାରେ ଥିଲା…
ଏଥର ଟି-୨୦ ବିଶ୍ୱକପ୍ କିଏ ହେବ ଚାମ୍ପିୟନ୍: ଜୟ ଶାହା କଲେ ଖୁଲାସା
ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଜୁନ ୨ରେ ଆୟର୍ଲାଣ୍ଡ ବିପକ୍ଷରେ ବିଶ୍ୱକପ ଅଭିଯାନ ଆରମ୍ଭ କରିବ। ଏହା…
Archives


