ଖେଳ

ବିରାଟଙ୍କ ମା’ଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ରହିଛି, ଫେକ୍‌ ଖବର ନେଇ ଉତ୍ତର ଦେଲେ ବିକାଶ…

କୋଲକାତା,୩୧।୧ : ଆଜିକାଲି ଭାରତୀୟ ଦଳ ଇଂଲଣ୍ଡ ସହ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ହାରିଛି। ବ୍ୟକ୍ତିଗତ କାରଣରୁ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ସିରିଜର...

ପାନୀୟରେ ବିଷାକ୍ତ ପ୍ରଦାର୍ଥ: ମାମଲା ରୁଜୁ କଲେ କ୍ରିକେଟର…

ଅଗରତାଲା,୩୧।୧ : ଭାରତର ଓପନିଂ ବ୍ୟାଟ୍ସମ୍ୟାନ ତଥା କର୍ନାଟକର ଅଧିନାୟକ ମୟଙ୍କ ଅଗ୍ରୱାଲଙ୍କୁ ତ୍ରିପୁରାର ରାଜଧାନୀ ଅଗରତାଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିମାନରେ ସୁରଟ ଯାତ୍ରା ସମୟରେ ମୟଙ୍କ ଅସୁସ୍ଥ ହୋଇପଡିଥିଲେ। ସେ ପାଟି ଓ ଗଳାରେ ଜଳାପୋଡା ହେଉଥିବା...

ଭାରତ ବିପକ୍ଷ ୨ୟ ଟେଷ୍ଟରେ ଏହି ପାକିସ୍ତାନୀଙ୍କୁ ଇଂଲଣ୍ଡର ପ୍ଲେ-୧୧ରେ ମିଳିବ ସ୍ଥାନ

ନୂଆଦିଲ୍ଲୀ,୩୧।୧: ହାଇଦ୍ରାବାଦରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆକୁ ୨୮ ରନ୍‌ରେ ପରାସ୍ତ କରିବା ପରେ ଇଂଲଣ୍ଡ କ୍ରିକେଟ ଦଳ ଦ୍ୱିତୀୟ ଟେଷ୍ଟ ପ୍ରସ୍ତୁତିରେ ବ୍ୟସ୍ତ ଅଛି। ପ୍ରଥମ ଟେଷ୍ଟରେ ଜିତିବା ସତ୍ତ୍ୱେ ଇଂରାଜୀ ଦଳ ଗୋଟିଏ...

ମୟଙ୍କ ଅଗ୍ରଓ୍ବାଲ ହସ୍ପିଟାଲରେ ଭର୍ତ୍ତି

ଅଗରତାଲା,୩୧ା୧(ପି.ଟି.): ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ଭାରତୀୟ ଦଳରୁ ବାହାରେ ରହିଥିବା ମୟଙ୍କ କର୍ନାଟକ ରଣଜୀ ଟ୍ରଫି ଦଳର ଅଧିନାୟକ ରହିଛନ୍ତି। ସୋମବାର ତ୍ରିପୁରା ବିପକ୍ଷରେ କର୍ନାଟକକୁ ୨୯ ରନ୍‌ରେ ଜିତାଇଥିଲେ ମୟଙ୍କ। ଏହି...

ଦର୍ଶକଙ୍କ ନାମରେ ଅଭିଯୋଗ ଆଣିଲେ ଦିବ୍ୟା ଦେଶମୁଖ

ନୂଆଦିଲ୍ଲୀ,୩୧ା୧(ପି.ଟି.): ଭାରତୀୟ ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଦିବ୍ୟା ଦେଶମୁଖ ଦର୍ଶକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ନିକଟରେ ଦିବ୍ୟା ନେଦରଲାଣ୍ଡ୍ସର ଓ୍ବିକ୍‌ ଆନ୍‌ ଜିରେ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଏହି ଟୁର୍ନାମେଣ୍ଟରେ ଖେଳ ପରିବର୍ତ୍ତେ...

ସୁପର ସିକ୍ସରେ ଭାରତର ତୃତୀୟ ବିଜୟ

ବ୍ଲୋଏମଫୋଣ୍ଟେନ୍‌,୩୧ା୧: ୧୯ ବର୍ଷରୁ କମ୍‌ ଦିନିକିଆ ବିଶ୍ୱକପରେ ନ୍ୟୁଜିଲାଣ୍ଡକୁ ୨୧୪ ରନ୍‌ରେ ପରାସ୍ତ କରି କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛି ଭାରତ। ମୁଶିର୍‌ ଖାନ୍‌ଙ୍କ କ୍ରମାଗତ ଦ୍ୱିତୀୟ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ...

ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଓଡ଼ିଶା ଭଲିବଲ ଆସୋସିଏଶନ ସହଯୋଗରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା...

ଚାଇନା ବିପକ୍ଷରୁ ଭାରତର ଅଭିଯାନ

ଭୁବନେଶ୍ୱର, ୩୧।୧ (ତପନ ସ୍ବାଇଁ): ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ ଫେବୃଆରୀ ୩ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ଘରୋଇ ଭାରତ ସମେତ ଚାଇନା, ଆମେରିକା, ନେଦରଲାଣ୍ଡ୍ସ ଓ ଅଷ୍ଟ୍ରେଲିଆ ଆଦି ୫ଟି ଦଳ ଅଂଶଗ୍ରହଣ...

ଜିଏମ୍‌ ଜୟସନ୍‌ଙ୍କୁ ହରାଇଲେ ପ୍ରିଅଂଶ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଫେଷ୍ଟିଭାଲର ଚତୁର୍ଥ ରାଉଣ୍ଡ ଖେଳ ମଙ୍ଗଳବାର ଶେଷ ହୋଇଛି। ଓଡ଼ିଆ ଖେଳାଳି ପ୍ରିଅଂଶ ଦାସ ଚମତ୍କାର ଖେଳ ପ୍ରଦର୍ଶନ କରି ୯୫ତମ...

ବିଶ୍ୱ କ୍ରିକେଟରେ ଚାଲିବ ଜୟ ଶାହାଙ୍କ ଦବ୍‌ଦବା? ଖୁବ୍‌ଶୀଘ୍ର ବିସିସିଆଇ ସଚିବଙ୍କୁ ମିଳିପାରେ ବଡ଼ ପଦବୀ

ନୂଆଦିଲ୍ଲୀ,୩୦।୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ସର୍ବୋଚ୍ଚ ପଦରେ ପୁଣିଥରେ ଏକ ଭାରତୀୟଙ୍କୁ ଦେଖାଯାଇପାରେ। ଭାରତରେ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ସଚିବ ଜୟ ଶାହା ଚଳିତ ବର୍ଷ ଶେଷ ସୁଦ୍ଧା ଆଇସିସି ଅଧ୍ୟକ୍ଷଙ୍କ ଦାୟିତ୍ୱ ତୁଲାଇପାରନ୍ତି। ଆଗାମୀ କିଛି ଘଣ୍ଟା ମଧ୍ୟରେ...

Shoaib Malik Video: କେବଳ ୫ ନୁହନ୍ତି ୫୦୦ ଝିଅ ଅଛନ୍ତି…ସାନିଆଙ୍କଠାରୁ ଅଲଗା ହେବା ପରେ ଶୋଏବଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିଜ ବୋଲିଂ ନଚେତ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ପରିସ୍ଥିତି ବଦଳିଛି। କ୍ରିକେଟ ନୁହେଁ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ସେ ଖବର ଶିରୋନାମାରେ ଅଛନ୍ତି। ନିକଟରେ ସେ ସାନିଆ...

Mayank Agarwal Admitted ICU: କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ଆଇସିୟୁରେ ଭର୍ତ୍ତି, ପିଇବା ପାଣିରେ ବିଷାକ୍ତ ପଦାର୍ଥ ଥିବା ଆଶଙ୍କା…

ଅଗରତାଲା,୩୦।୧ : ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ହଠାତ ଅସୁସ୍ଥତା ସମ୍ପର୍କରେ ମଙ୍ଗଳବାର ସୂଚନା ସାମ୍ନାକୁ ଆସିଛି। ସେ ତ୍ରିପୁରାର ରାଜଧାନୀ ଅଗରତାଲାଠାରୁ ସୁରଟ ଅଭିମୁଖେ ଯାତ୍ରା କରୁଥିଲେ। ଏହି ସମୟରେ ହଠାତ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri