ଖେଳ

ରାହୁଲ ଦ୍ରାବିଡଙ୍କ ପରେ କିଏ ହେବେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌? ରେସ୍‌ରେ ୩ କ୍ରିକେଟର

ନୂଆଦିଲ୍ଲୀ,୧୫।୫: ଭାରତରେ ଏବେ ଚାଲିଛି ଆଇପିଏଲ କ୍ରେଜ । ଏହା ପରେ ପରେ ଆରମ୍ଭ ହୋଇଯିବ ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ । T20 ବିଶ୍ବକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ତେବେ ଏହାରି ମଧ୍ୟରେ ଏକ…

ଏହି ଯୁବତୀଙ୍କ ଡିମାଣ୍ଡ ଶୁଣି ତରଳିଗଲେ ଗୌତମ ଗମ୍ଭୀର, ହସିକରି କହିଲେ ଏମିତି…

ନୂଆଦିଲ୍ଲୀ,୧୫।୫: ଆଇପିଏଲ୍‌ ୨୦୨୪ରେ କୋଲକାତା ନାଇଟ୍‌ ରାଇଡର୍ସ ଟିମ୍‌ ଜବରଦସ୍ତ ପ୍ରଦର୍ଶନ କରୁଛି। ଦଳ ୧୩ରୁ ୯ ମ୍ୟାଚ୍‌ରେ ବିଜେତା ହୋଇଛି। ଫଳରେ କେକେଆର୍‌ ପ୍ରଥମ ଦଳ ଭାବେ ପ୍ଲେଅଫ୍‌ ଲାଗି ଯୋଗ୍ୟତା ହାସଲ କରିନେଇଛି। ଏମିତିରେ ଦଳର ପ୍ରଦର୍ଶନର ଶ୍ରେୟ…

ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ସଚିନ ତେନ୍ଦୁଲକରଙ୍କ ବଡିଗାର୍ଡ, ପୋଲିସର ତନାଘନା

ନୂଆଦିଲ୍ଲୀ,୧୫।୫: ଭାରତର ପୂର୍ବତନ ଭେଟେରାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ସୁରକ୍ଷାରେ ନିୟୋଜିତ ଜଣେ ଯବାନ ନିଜକୁ ଗୁଳିକରିଛନ୍ତି। ଏହି ଘଟଣାରେ ବଡିଗାର୍ଡଙ୍କ ମୃତ୍ୟୁ ଘଟିଛି। ତେବେ ସେ ଛୁଟିରେ ନିଜ ଘରକୁ ଯାଇଥିଲେ। ସେଠାରେ ସେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜକୁ…

ଦଳ ଜିତିବା ପରେ ବି ଖୁସି ନାହାନ୍ତି ରିଷଭ ପନ୍ତ: ଦୁଃଖରେ କହିଲେ ଏମିତି କଥା

ନୂଆଦିଲ୍ଲୀ,୧୫।୫: ଆଇପିଏଲ ୨୦୨୪ର ୬୪ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୧୯ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଦିଲ୍ଲୀ ପ୍ଲେ ଅଫ ରେସ୍‌ରେ ନିଜକୁ ରଖିଛି। କିନ୍ତୁ ଏହି ବିଜୟ ପରେ ଦିଲ୍ଲୀ ଅଧିନାୟକ ରିଷଭ…

ଏମିତି ଚମତ୍କାର କ୍ୟାଚ୍‌ ଧରିଲେ ରାହୁଲ, ଛିଡାହୋଇ କରତାଳି ଦେଲେ ମାଲିକ

ନୂଆଦିଲ୍ଲୀ,୧୫।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଆଉ ଏକ ମ୍ୟାଚ ହାରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଲକ୍ଷ୍ନୌ କ୍ରମାଗତ ତୃତୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ଲକ୍ଷ୍ନୌ ଦଳ ହୁଏତ ମ୍ୟାଚ ହାରିଥାଇପାରେ, କିନ୍ତୁ ଅଧିନାୟକ କେ.ଏଲ…

କୋହଲିଙ୍କ ବଡ ରେକର୍ଡ ଭାଙ୍ଗିଦେଲେ ପାକିସ୍ତାନ ଅଧିନାୟକ

ଡବଲିନ୍‌,୧୫।୫: ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ ଜିତି ସିରିଜ କବ୍‌ଜା କରିଛି ପାକିସ୍ତାନ। ଡବଲିନ୍‌ରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଆୟର୍ଲାଣ୍ଡକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ପାକିସ୍ତାନ ୨-୧ରେ ସିରିଜ ଜିତିଛି। ତୃତୀୟ ଟି-୨୦ରେ…

ଚିନ୍ମୟ ଏସିଆନ ଟାଏକୋଣ୍ଡୋ ଜାତୀୟ ଦଳର କୋଚ୍‌ ଭାବେ ମନୋନୀତ

ଭଦ୍ରକ,୧୫।୫ (ସନାତନ ରାଉତ): ଭିଏତ୍‌ନାମର ଦାନାଙ୍ଗଠାରେ ଆୟୋଜିତ ଏସିଆନ ଟାଏକୋଣ୍ଡୋ ପ୍ରତିଯୋଗିତା ପାଇଁ ଜାତୀୟ ଦଳର କୋଚ୍‌ ଭାବେ ଓଡ଼ିଶା ଟାଏକୋଣ୍ଡୋର ସମ୍ପାଦକ ଭଦ୍ରକ ଜିଲା ବନ୍ତ ବ୍ଲକର ଚିନ୍ମୟ ବେହେରା(୩୬) ମନୋନୀତ ହୋଇଛନ୍ତି। ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି…

ଗୋଲ୍ଡେନ୍‌ ବଲ୍‌ ନିଲାମି ରୋକିବାକୁ ଉତ୍ତରାଧିକାରୀଙ୍କ ପ୍ରୟାସ

ପ୍ୟାରିସ୍‌,୧୫ା୫(ପି.ଟି): ଆର୍ଜେଣ୍ଟିନାର ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନାଙ୍କ ଚୋରି ହୋଇଥିବା ଗୋଲ୍ଡେନ୍‌ ବଲ୍‌ର ନିଲାମକୁ ରୋକିବା ପାଇଁ ପ୍ରୟାସ କରିଛନ୍ତି ତାଙ୍କ ଉତ୍ତରାଧିକାରୀ। ୧୯୮୬ରେ ଆର୍ଜେଣ୍ଟିନା ବିଶ୍ୱକପ ଜିତିଥିବା ବେଳେ ମାରାଡୋନାଙ୍କୁ ଗୋଲ୍ଡେନ ବଲ୍‌ ପ୍ରଦାନ କରାଯାଇଥିଲା। ଚୋରି ହୋଇ ଯାଇଥିବା…

କୋଚ୍‌ ଦୌଡ଼ରେ ଲକ୍ଷ୍ମଣ, ଲାଙ୍ଗର, ଗମ୍ଭୀର

ନୂଆଦିଲ୍ଳୀ୍‌,୧୫ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ଶେଷ ହେବା ସହ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେବ। ଡ୍ରାଭିଡ୍‌ଙ୍କ ସ୍ଥାନରେ ପୂର୍ବତନ ଭାରତୀୟ କ୍ରିକେଟର ତଥା ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ମୁଖ୍ୟ ଭି.ଭି.ଏସ୍‌. ଲକ୍ଷ୍ମଣଙ୍କୁ…

ଷ୍ଟବ୍ସ, ପୋରେଲଙ୍କ ଅର୍ଦ୍ଧଶତକ

ନୂଆଦିଲ୍ଲୀ,୧୫ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସର ଟ୍ରିଷ୍ଟାନ ଷ୍ଟବ୍ସ ଓ ଅଭିଷେକ ପୋରେଲ। ଉଭୟ ଖେଳାଳିଙ୍କ ଅର୍ଦ୍ଧଶତକ ବଳରେ ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୪ ଉଇକେଟରେ ୨୦୮ ରନ୍‌…

ମହିଳା ପୋଲ୍‌ଭଲ୍ଟରେ ରୋଜିଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୫।୫(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଅନୁଷ୍ଠିତ ମହିଳା ପୋଲଭଲ୍ଟ ଫାଇନାଲରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ତାମିଲନାଡ଼ୁର ରୋଜି ମୀନା ପଲରାଜ। ସେ ୪.୦୫ ମିଟର କ୍ଲିୟର…

ବିଦା ହେବ ସନରାଇଜର୍ସ ହାଇଦ୍ରାବାଦ, ପ୍ଲେ ଅଫ୍‌ରେ ପହଞ୍ଚିବେ ଆର୍‌ସିବି-ସିଏସ୍‌କେ !

ନୂଆଦିଲ୍ଲୀ,୧୪।୫: ଆଇପିଏଲ୍‌ ପ୍ଲେ ଅଫ୍‌ ମୁକାବିଲା ଯେତିକି ପାଖେଇ ଆସୁଛି, ରୋମାଞ୍ଚ ସେତିକି ବଢ଼ୁଛି। ଏମିତିରେ କେଉଁ ୪ ଟିମ୍‌ ଯୋଗ୍ୟତା ହାସଲ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ୍‌ ରାଇଡର୍ସ ପ୍ରଥମ ଟିମ୍‌ ଭାବେ ପ୍ଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri