ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଆଇପିଏଲ୍ ପୂର୍ବରୁ ବିସ୍ପୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୯।୨: ଆଇପିଏଲ୍ ୨୦୨୪ ଆରମ୍ଭ ପାଇଁ କେବଳ କିଛି ଦିନ ବାକି ଅଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଗୁଜରାଟ…
ଶେଷ ଟେଷ୍ଟରେ ଏହି କ୍ରିକେଟର୍ଙ୍କୁ ମିଳିପାରେ ଡେବ୍ୟୁ ସୁଯୋଗ
ନୂଆଦିଲ୍ଲୀ,୨୯।୨: ମାର୍ଚ୍ଚ ୭ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ଧର୍ମଶାଳାରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ପ୍ଲେଇଙ୍ଗ୍-୧୧ରେ ଟିମ ଇଣ୍ଡିଆ ଦେବଦତ୍ତ ପଡିକ୍କଲଙ୍କୁ ସାମିଲ କରିବାର ସମ୍ଭାବନା…
ଏହି ଭାରତୀୟ ବୋଲରଙ୍କୁ ଦେଖି ଶିଖୁଥିଲେ ଜେମ୍ସ ଆଣ୍ଡରସନ: କଲେ ଖୁଲାସା
ନୂଆଦିଲ୍ଲୀ,୨୯।୨: ଇଂଲଣ୍ଡର କିମ୍ବଦନ୍ତୀ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଟେଷ୍ଟରେ ପାଖାପାଖି ୭୦୦ ଉଇକେଟ ନେଇଛନ୍ତି। ସେ ୧୮୬ ଟେଷ୍ଟ ମ୍ୟାଚରେ ୬୯୮ ଉଇକେଟ ନେଇଛନ୍ତି। ୪୧ ବର୍ଷ ବୟସରେ ସେ ନିଜକୁ ଯଥେଷ୍ଟ ଫିଟ ରଖିଛନ୍ତି। ସେ ବର୍ତ୍ତମାନ ଇଂଲଣ୍ଡର…
ମ୍ୟାଚ୍ ଚାଲିଥିବାବେଳେ ହଠାତ୍ ପଡ଼ିଆରେ ପଶିଗଲେ ଯୁବକ: ପାନେ ଦେଲେ ମହିଳା କ୍ରିକେଟର୍
ବେଙ୍ଗାଲୁରୁ,୨୯।୨: ମହିଳା ପ୍ରିମିୟର ଲିଗ ୨୦୨୪ର ଷଷ୍ଠ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ୟୁପି ୱାରିୟର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ ୟୁପି ଚମତ୍କାର ପ୍ରଦର୍ଶନ କରି ୭ ଇକେଟ ଜିତିଥିଲା। ମ୍ୟାଚ ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା।…
ଇଶାନ-ଶ୍ରେୟାସଙ୍କୁ ଲାଗିପାରେ ଆଉ ଏକ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୯।୨:ବିସିସିଆଇର ବାର୍ଷିକ କେନ୍ଦ୍ରୀୟ ଚୁକ୍ତିରୁ ଇଶାନ କିଶାନ ଏବଂ ଶ୍ରେୟାସ ଆୟରଙ୍କୁ ବାଦ ଦିଆଯାଇଛି। ଏହା ସହିତ ବୋର୍ଡ ଏହି ଦୁଇ ଖେଳାଳିଙ୍କୁ କଡା ଚେତାବନୀ ମଧ୍ୟ ଦେଇଛି। ବାର୍ଷିକ ଚୁକ୍ତି ପାଇଁ ଉଭୟଙ୍କ ନାମ ବିଚାର କରାଯାଇ ନ ଥିବା…
ଆଇପିଏଲ୍ ପୂର୍ବରୁ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୫।୨: ମାର୍ଚ୍ଚ ୨୨ ରୁ ଆଇପିଏଲ୍ ୨୦୨୪ ଆରମ୍ଭ ହେବ। ଏହା ଆରମ୍ଭ ହେବାକୁ ମାତ୍ର ଅଳ୍ପ ଦିନ ବାକି ଅଛି। ଆଇପିଏଲ ପୂର୍ବରୁ ପ୍ରାୟ ସମସ୍ତ ଖେଳାଳି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସଂପର୍କରେ ଶିଖର ଧାୱନ ମଧ୍ୟ ପଡ଼ିଆକୁ…
ଆଇପିଏଲ୍ ପୂର୍ବରୁ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୯।୨: ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଏକ ବଡ଼ ଝଟ୍କା ଲାଗିଛି। ନ୍ୟୁଜିଲାଣ୍ଡର ତାରକା କ୍ରିକେଟର ଡେଭନ୍ କନୱେ ଆଇପିଏଲର ୧୭ତମ ସିଜନରେ ଖେଳିବା ନିଶ୍ଚିତ ନୁହେଁ। ଆହତ କାରଣରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ…
ଗୋଷ୍ଠୀ ବିବାଦ ଅଭିଯୋଗକୁ ଖଣ୍ଡନ କଲା ହକି ଇଣ୍ଡିଆ
ନୂଆଦିଲ୍ଲୀ,୨୯ା୨(ପି.ଟି.): ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲେନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ସହ ଗୋଷ୍ଠୀ ବିବାଦର ଅଭିଯୋଗ ଆଣିଥିଲେ। ଇସ୍ତଫା ସହ ହକି ଇଣ୍ଡିଆରେ ଗୋଷ୍ଠୀ ବିବାଦ ଚାଲିଥିବା ନେଇ ଅଭିଯୋଗ କରିଥିଲେ ଏଲେନା। ସେ କହିଥିଲେ,…
ମୁମ୍ବାଇ ବିଜୟରେ ବ୍ରେକ୍ ଲଗାଇଲା ୟୁପି
ବେଙ୍ଗାଲୁରୁ, ୨୯।୨: ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ର ବୁଧବାର ଅନୁଷ୍ଠିତ ଏକ ମ୍ୟାଚରେ ୟୁପି ଓ୍ବାରିଅର୍ଜ ୭ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ହିଲି ମାଥ୍ୟୁସଙ୍କ ଅର୍ଦ୍ଧଶତକ ସହାୟତାରେ ମୁମ୍ବାଇ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୧…
ଏହି କାମ ପାଇଁ ତେନ୍ଦୁଲକରଙ୍କୁ ଧନ୍ୟବାଦ ଦେଲେ ମୋଦି
ନୂଆଦିଲ୍ଲୀ,୨୮ା୨: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକର ଜମ୍ମୁ କଶ୍ମୀରର କ୍ରୀଡା ଭିତ୍ତିଭୂମିକୁ ପ୍ରଶଂସା କରିଥିଲେ। ନିକଟରେ ସଚିନ୍ ଏହି କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବା ସହ ସ୍ଥାନୀୟ ଯୁବକ ମାନଙ୍କ ସହ କ୍ରିକେଟ ଖେଳିଥିଲେ। ଏହାର ଭିଡିଓ ସେ…
ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ କେଉଁ ଖେଳାଳିଙ୍କୁ ମିଳିବ କେତେ ଟଙ୍କା: ଜାଣନ୍ତୁ
ନୂଆଦିଲ୍ଲୀ,୨୮।୨: ଭାରତୀୟ କ୍ରିକେଟ ବୋର୍ଡ ଅଫ କ୍ରିକେଟ(ବିସିସିଆଇ) ବୁଧବାର ୨୦୨୩-୨୪ ସିଜନ (ଅକ୍ଟୋବର ୧, ୨୦୨୩ ରୁ ସେପ୍ଟେମ୍ବର ୩୦, ୨୦୨୪) ପାଇଁ ଟିମ ଇଣ୍ଡିଆ (ସିନିୟର ପୁରୁଷ)ର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ତାଲିକା ଘୋଷଣା କରିଛି। ଶ୍ରେୟସ ଆୟର ଓ ଇଶାନ…
ବିବାଦ ଘନେଇଲା, ହନୁମାଙ୍କ ସପକ୍ଷରେ ବାହାରିବାକୁ ଖେଳାଳିଙ୍କୁ ଧମକ ଦିଆଯାଇଥିବା କହିଲା ଏସିଏ
ହାଇଦ୍ରାବାଦ,୨୮।୨: ଅଧିନାୟକ ପଦରୁ ହଟାଯିବା ପରେ ହନୁମା ବିହାରୀ ଆନ୍ଧ୍ରପ୍ରଦେଶ କ୍ରିକେଟ ଟିମ୍ ଛାଡ଼ିବା ନେଇ ଇଚ୍ଛା ପ୍ରକାଶ କରିଛନ୍ତି। ରାଜନୈତିକ ହସ୍ତକ୍ଷେପ ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏଭଳି ସ୍ଥିତିରେ ଆନ୍ଧ୍ର ପ୍ରଦେଶ କ୍ରିକେଟ ଆସୋସିଏଶନ ହନୁମାଙ୍କ…
Archives


