ଖେଳ

ଗମ୍ଭୀରଙ୍କ ଆଗରେ ଏହି ୫ ବଡ଼ ଚ୍ୟାଲେଞ୍ଜ୍‌

ନୂଆଦିଲ୍ଲୀ,୧୦।୭: ଭାରତ ବର୍ତ୍ତମାନ ଜିମ୍ବାୱେ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଏହା ପରେ ଭାରତର ପରବର୍ତ୍ତୀ ଗସ୍ତ ହେଉଛି ଶ୍ରୀଲଙ୍କା, ଯେଉଁଠାରେ ଭାରତ ଶ୍ରୀଲଙ୍କା ବିପକ୍ଷରେ ୩ ଟି-୨୦ ଏବଂ ୨ଟି ଦିନିକିଆ ମ୍ୟାଚ ଖେଳିବ। ଟିମ…

କେତେ ଟଙ୍କା ଦରମା ପାଇବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୦।୭: ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଦଳର ନୂତନ ମୁଖ୍ୟ କୋଚ ହୋଇଛନ୍ତି। ଗମ୍ଭୀର ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ୨୦୨୪ ଟି-୨୦ ବିଶ୍ୱକପ ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ବର୍ତ୍ତମାନ ଅନେକ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠିପାରେ…

ସରକାର ନେଲେ ବଡ଼ ନିଷ୍ପତ୍ତି: ମହମ୍ମଦ ସିରାଜଙ୍କୁ ମିଳିବ ଜମି ଆଉ ସରକାରୀ ଚାକିରି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୦।୭: ଆଇସିସି ପୁରୁଷ ଟି -୨୦ ବିଶ୍ୱକପ୍‌ରେ ଉଲ୍ଲେଖନୀୟ ଅବଦାନ ପାଇଁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ ଅଲରାଉଣ୍ଡର କ୍ରିକେଟର ମହମ୍ମଦ ସିରାଜଙ୍କୁ ପୁରସ୍କୃତ କରିଛନ୍ତି। ଗତ ସପ୍ତାହରେ ଭାରତର ଟି -୨୦ ବିଶ୍ୱକପ୍‌ ବିଜୟ ପରେ ମହମ୍ମଦ ସିରାଜ…

ନୂଆ ହେଡ୍‌ କୋଚ୍‌ର ଦାୟିତ୍ୱ ମିଳିବା ପରେ ବିସିସିଆଇ ସଚିବ ଜୟ ଶାହାଙ୍କୁ ଲେଖିଲେ…

ନୂଆଦିଲ୍ଲୀ,୧୦।୭: ଭାରତୀୟ ଟିମ୍ର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବେ ଦାୟିତ୍ୱ ମିଳିଛି। ଏନେଇ ମଙ୍ଗଳବାର ବିସିସିଆଇ ସଚିବ ଜୟ ଶାହା ସୂଚନା ଦେଇଛନ୍ତି। ଶାହା ତାଙ୍କ ପୋଷ୍ଟରେ ଗମ୍ଭୀରଙ୍କୁ ପ୍ରଶଂସା କରିବା…

ଏତିକି କୋଟି ସମ୍ପତ୍ତିର ମାଲିକ ଅଟନ୍ତି ଭାରତୀୟ ଦଳର ନୂଆ ହେଡ୍‌ କୋଚ୍‌, ବିଳାସପୂର୍ଣ୍ଣ ଘର ସାଙ୍ଗକୁ ଅଛି…

ନୂଆଦିଲ୍ଲୀ,୧୦।୭: ଟି -୨୦ ବିଶ୍ୱକପ୍‌ ୨୦୨୪ ପରେ ରାହୁଲ ଦ୍ରାବିଡ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ପଦ ଛାଡିଛନ୍ତି। ବର୍ତ୍ତମାନ ବିସିସିଆଇ ଗୌତମ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ଦାୟିତ୍ୱ ଦେଇଛି। ତେବେ ଆସନ୍ତୁ ଜାଣିବା ଭାରତୀୟ…

ଜୟସ୍ବାଲଙ୍କ ଉପରେ ନଜର

ହରାରେ, ୧୦।୭ (ପି.ଟି.): ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ଚଳିତ ସିରିଜର ତୃତୀୟ ଟି୨୦ କ୍ରିକେଟ ମ୍ୟାଚ ବୁଧବାର ହରାରେ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ପ୍ରଥମ ୨ଟି ମ୍ୟାଚ ପରେ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ ୧-୧ ସ୍ଥିତିରେ ରହିଛି।…

ସେମିଫାଇନାଲରେ ଭେକିକ୍‌

ଲଣ୍ଡନ, ୧୦।୭: କ୍ରୋଏସିଆର ଡୋନା ଭେକିକ୍‌ ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ସେ ନ୍ୟୁଜିଲାଣ୍ଡ ଜନ୍ମିତ ସୁଇସ୍‌ ପ୍ରଫେଶନାଲ ଲୁଲୁ ରାଡୋଭକିକ୍‌ଙ୍କୁ ୫-୭, ୬-୪, ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି।…

ଏକଦା ମନ୍ଦିର ବାହାରେ ଫୁଲ ବିକୁଥିଲେ ମା’; ଏବେ ପୁଅ ୫୯ ବଲ୍‌ରେ ବିସ୍ଫୋରକ ୧୧୯ରନ୍‌ର ଇଂନିସ ଖେଳି ଚର୍ଚ୍ଚାରେ…

କଲମ୍ବୋ,୯।୭: ଦେଖିବାକୁ ଛୋଟ ହେଲେ କ’ଣ ହେଲା, କାରନାମା କିନ୍ତୁ ବହୁତ ବଡ଼। ଏହି ପଂକ୍ତି ଶ୍ରୀଲଙ୍କା ଓପନର୍‌ ପଥୁମ ନିସଙ୍କାଙ୍କ ଉପରେ ପୁରା ଫିଟ୍‌ ବୋଲି କୁହାଯାଉଛି। କାରଣଟି ହେଲା ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ଜଣଙ୍କ ମଙ୍ଗଳବାର ଲଙ୍କା ପ୍ରିମିୟର ଲିଗ୍‌ରେ…

ଟିମ୍‌ ଇଣ୍ଡିଆ କୋଚ୍‌ ହେବା ପରେ ଦେଶବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଗମ୍ଭୀର, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଟିମ୍‌ ଇଣ୍ଡିଆର ନୂଆ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ମଙ୍ଗଳବାର ବିସିସିଆଇ ସଚିବ ଅମିତ ଶାହ ଏନେଇ ଘୋଷଣା କରିଛନ୍ତି। ୪୨ ବର୍ଷୀୟ ଏହି କ୍ରିକେଟରଙ୍କ ନିଯୁକ୍ତି ନେଇ ଘୋଷଣା ହେବା…

ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆ ପାଇଁ ବଡ଼ ଖବର, ହେଡ୍‌ କୋଚ୍‌ ଭାବେ ଦାୟିତ୍ୱ ନେଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୯।୭: ଭାରତୀୟ ଟିମ୍‌ର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ ଭାରତୀୟ ଟିମ୍‌ର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ କୋଚ୍‌ ରାହୁଲ ଦ୍ରାବିଡଙ୍କ ସ୍ଥାନ ନେଇଛନ୍ତି। ଏନେଇ ମଙ୍ଗଳବାର ରାତିରେ ବିସିସିଆଇ ସଚିବ…

ପାଣ୍ଡ୍ୟାଙ୍କୁ ନେଇ ବଡ଼ ଖବର, ହୋଇପାରନ୍ତି ଅଧିନାୟକ

ନୂଆଦିଲ୍ଲୀ, ୦୮।୦୭: ଟି-୨୦ ବିଶ଼୍ବକପ୍‌ ବିଜୟ ପରେ ଭାରତୀୟ କ୍ରିକେଟ୍‌ ଟିମ୍‌ରେ ପରିବର୍ତ୍ତନ କରାଯିବା ନେଇ ସମ୍ଭାବନା ରହିଛି । ରୋହିତ ଶର୍ମା, ବିରାଟ କୋହଲି ଏବଂ ରବିନ୍ଦ୍ର ଜାଡ଼େଜା ଟି-୨୦ ଫର୍ମାଟ୍‌କୁ ଅଲ୍‌ବିଦା କହିଛନ୍ତି । ଏଥିରୁ ସ୍ପଷ୍ଟଯେ ଆଗକୁ…

ଟି-୨୦ ଜିତିବାର ଅସଲ କାହାଣୀ ମସ୍କୋରେ କହିଲେ ମୋଦି

ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ରୁଷିଆ ଗସ୍ତରେ ଅଛନ୍ତି। ଯେଉଁଠାରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ରୁଷିଆର ମସ୍କୋରେ ଉତ୍ସାହୀ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ଏହି ଇଭେଣ୍ଟରେ ସେ ଭାରତୀୟ କ୍ରିକେଟ ଦଳ ଟି -୨୦ ବିଶ୍ୱକପ ୨୦୨୪(ଆଇସିସି ପୁରୁଷ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?