ଖେଳ

ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍‌

ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ପେସ୍‌ ବୋଲର ଜସପ୍ରୀତ୍‌ ବୁମ୍‌ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍‌ଡେ ସିରିଜ୍‌ରୁ…

ବିଶ୍ୱ ବିଜେତା ଭାରତୀୟ ଦଳକୁ ମିଳିଲା ମାଳଦ୍ୱୀପର ନିମନ୍ତ୍ରଣ

ମାଲେ,୮ା୭: ଟି୨୦ କ୍ରିକେଟ ବିଶ୍ୱକପ ବିଜେତା ଭାରତୀୟ ଦଳକୁ ମାଳଦ୍ୱୀପ ଆମନ୍ତ୍ରଣ କରାଯାଇଛି। ଭାରତର ବିଶ୍ୱକପ ବିଜୟକୁ ସେଲିବ୍ରେଟ କରିବା ପାଇଁ ମାଳଦ୍ୱୀପର ପର୍ଯ୍ୟଟନ ବିଭାଗ ଓ ମାର୍କେଟିଂ ଆଣ୍ଡ ପବ୍ଲିକ ରିଲେଶନ କର୍ପୋରେଶନ ପକ୍ଷରୁ ନିମନ୍ତ୍ରଣ ମିଳିଛି। ଜୁନ୍‌ ୨୯…

ଅଭିଷେକଙ୍କ ଶତକକୁ ନେଇ ଗୁରୁ ଯୁବରାଜ ସିଂ କହିଲେ ଆଗକୁ ଆହୁରି ଅଛି…

ନୂଆଦିଲ୍ଲୀ, ୦୮।୦୭: ଅଭିଷେକ ଶର୍ମା ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ୍‌ର ଡେବ୍ୟୁ ମ୍ୟାଚ୍‌ରେ ଫ୍ଲପ୍‌ ହୋଇଥିଲେ । ସେ ଜିମ଼୍ବାୱେ ବିପକ୍ଷରେ ପ୍ରଥମ-୨୦ ମ୍ୟାଚ୍‌ରେ ଓପନର୍‌ ଭାବେ ମଇଦାନକୁ ଓହ୍ଲାଇଥିବା ବେଳେ ଶୂନ ରନ୍‌ରେ ଆଉଟ୍‌ ହୋଇ ପାଭିଲିୟନ୍‌ ଫେରିଥିଲେ । କିନ୍ତୁ…

ଟିମ୍‌କୁ ଚାମ୍ପିୟନ କରିଥିବାରୁ ରାହୁଲ ଦ୍ରାଭିଡଙ୍କ ଉପରେ ହେଲା ଧନ ବର୍ଷା, ମିଳିଲା ଏତିକି କୋଟି ଟଙ୍କା

ନୂଆଦିଲ୍ଲୀ,୮।୭: ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ ୨୦୨୪ରେ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଛି। ଏହି ଟୁର୍ନାମେଣ୍ଟରେ ଟ୍ରଫି ଜିତିବା ପାଇଁ ବିସିସିଆଇ ଭାରତୀୟ ଦଳକୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି। ଏଥିରେ ଖେଳାଳିମାନେ ୫-୫…

ଶତକ ହାସଲ ପରେ ‘ଗୁରୁ’ଙ୍କୁ ଭିଡିଓ କଲ୍‌ କଲେ ଅଭିଷେକ: ଜାଣନ୍ତୁ ତାଙ୍କ ଗୁରୁ କିଏ

ହରାରେ,୮।୭: ଦ୍ୱିତୀୟ ଟି-୨୦ରେ ଭାରତୀୟ ଦଳ ସହଜରେ ଜିମ୍ବାୱେକୁ ପରାସ୍ତ କରିଛି। ଶୁଭମାନ ଗିଲଙ୍କ ନେତୃତ୍ୱରେ ଭାରତୀୟ ଦଳ ୧୦୦ ରନରେ ଜିତିଥିଲା। ଏହିପରି ୫ ଟି -୨୦ ମ୍ୟାଚ ର ସିରିଜ ୧-୧ରେ ପହଞ୍ଚିଛି। ଜିମ୍ବାୱେ ପ୍ରଥମ ଟି-୨୦ରେ ଭାରତକୁ…

ନିଜ ବ୍ୟାଟ୍‌ ସହ ଖେଳୁ ନ ଥିଲେ ଅଭିଷେକ…ଶତକ ହାସଲ ପରେ ବଡ଼ ଖୁଲାସା କଲେ ଅଭିଷେକ

ନୂଆଦିଲ୍ଲୀ,୮।୭:ଅଭିଷେକ ଶର୍ମା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ମ୍ୟାଚରେ ଖାତା ନ ଖୋଲି ଆଉଟ ହୋଇଥିଲେ। ପରେ ତାଙ୍କୁ ନେଇ ବିଭିନ୍ନ ପ୍ରଶ୍ନ ଉଠିଥିଲା। କିନ୍ତୁ ତାଙ୍କ କ୍ୟାରିୟରର ଦ୍ୱିତୀୟ ମ୍ୟାଚରେ ଅଭିଷେକ ଏକ ଚମତ୍କାର ଶତକ ସ୍କୋର କରି ସମସ୍ତଙ୍କ…

ରେକର୍ଡ ବୁକ ହଲାଇ ଦେଲେ ଅଭିଷେକ

ହରାରେ,୭।୭: ଭାରତୀୟ ଦଳର ଯୁବ ଓପନର୍‌ ଅଭିଷେକ ଶର୍ମା ତାଙ୍କ ଟି -୨୦ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ ସ୍କୋର କରି ରେକର୍ଡ ବୁକକୁ ହଲାଇ ଦେଇଛନ୍ତି। ରବିବାର ଜିମ୍ବାୱେ ବିପକ୍ଷ ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ଶର୍ମା ମାତ୍ର…

ପରାଜୟର ପ୍ରତିଶୋଧ ନେଲା ଭାରତ

ହରାରେ,୭।୭: ହରାରେ ସ୍ପୋର୍ଟସ କ୍ଲବଠାର ରବିବାର ଖେଳାଯାଉଥିବା ଭାରତ-ଜିମ୍ବାଓ୍ବେ ଦ୍ୱିତୀୟ ଟି-୨୦ରେ ଜିମ୍ବାଓ୍ବେକୁ ୧୦୦ ରନ୍‌ରେ ପରାସ୍ତ କରି ପ୍ରଥମ ପରାଜୟର ପ୍ରତିଶୋଧ ନେଇଛି ଟିମ୍‌ ଇଣ୍ଡିଆ। ଜିମ୍ବାଓ୍ବେ ଆଗରେ ୨୩୫ ରନ୍‌ର ବିଜୟ ଲକ୍ଷ୍ୟ ଥିବା ବେଳେ ଦଳ ୧୮.୪…

ଘୋଷଣା ହେଲା ରୋହିତ ଶର୍ମାଙ୍କ ଭବିଷ୍ୟତ!

ନୂଆଦିଲ୍ଲୀ,୭।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଏବଂ ଟି -୨୦ ବିଶ୍ୱକପର ବିଜୟ ଉତ୍ସବ ପାଳନ କରିବାକୁ ନେଇ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ଜୟ ଶାହା କହିଛନ୍ତି ଯେ ବର୍ତ୍ତମାନର ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)…

ଇଣ୍ଡିଆ-ଜିମ଼୍ବାୱେ ମ୍ୟାଚ୍‌: ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲେ ଶୁଭମନ୍‌ ଗିଲ୍‌

ହରାରେ, ୭।୭: ଭାରତୀୟ ଟିମ୍‌ ଏବଂ ଜିମ଼୍ବାୱେ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଆଜି ଦ଼୍ବିତୀୟ ଦିନ । ଏହି ମ୍ୟାଚ୍‌ ହରାରେ ସ୍ପୋଟର୍‌ସ କ୍ଲବ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଛି । ଭାରତୀୟ ଟିମ୍‌ ଟସ୍‌ ଜିତି ପ୍ରଥମେ…

ଏହି ଖେଳାଳିଙ୍କ ପାଇଁ ଭାରତ ରତ୍ନ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୭।୭: ପୂର୍ବତନ ଖେଳାଳି ତଥା ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବାକୁ ଭେଟେରାନ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଦାବି କରିଛନ୍ତି। ପ୍ରଶିକ୍ଷକ ଭାବରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଟି -୨୦…

ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବ ନାହିଁ ଟିମ୍‌ ଇଣ୍ଡିଆ, ଚିନ୍ତାରେ ପିସିବି; କ’ଣ ବଦଳିବ… 

ନୂଆଦିଲ୍ଲୀ,୭।୭: ଟି୨୦ ବିଶ୍ୱକପ୍‌ ଶେଷ ହେବା ପରେ ଆଇସିସି ଏବେ ଆଗାମୀ ଟୁର୍ନାମେଣ୍ଟ ‘ଚାମ୍ପିୟନ୍ସ ଟ୍ରଫି ପ୍ରସ୍ତୁତିରେ ଲାଗି ପଡ଼ିଛି। ଏହା ପାକିସ୍ତାନରେ ଖେଳାଯିବ। ଏଥିଲାଗି ପାକିସ୍ତାନ କ୍ରିକେଟ ବୋର୍ଡ ମଇଦାନ ମରାମତି କରିବା ଆରମ୍ଭ କରିଛି। ଏହାଛଡ଼ା ଆଇସିସିକୁ ପଠାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?