୮ ବର୍ଗରେ ହେବ ଉତ୍କଳ ଓପନ ଟେନିସ୍
ଭୁବନେଶ୍ୱର, ୧୦।୧(ତପନ ସ୍ବାଇଁ): ଏସିଇ ଟେନିସ କ୍ଲବ ଆନୁକୂଲ୍ୟରେ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟ ୧୦ମ ସଂସ୍କରଣ ଚଳିତ ମାସ ୧୨ରୁ ୧୪ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏଥର ପ୍ରତିଯୋଗିତା ୮ଟି ବର୍ଗରେ ଅନୁଷ୍ଠିତ ହେବ। ୧୪...
ବିଜୟ ସହ ଜଗରନଟ୍ସର ଲିଗ୍ ପର୍ଯ୍ୟାୟ ଶେଷ
ଭୁବନେଶ୍ୱର, ୧୦।୧(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ରେ ବିଜୟ ସହ ଓଡ଼ିଶା ଜଗରନଟ୍ସ ଏହାର ଲିଗ୍ ପର୍ଯ୍ୟାୟ ଶେଷ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଘରୋଇ ଦଳ ୩୪-୨୩ ପଏଣ୍ଟରେ...
ଓଡ଼ିଶା ଏଫ୍ସି ଆଜି ହୋପ୍ସକୁ ଭେଟିବ
ଭୁବନେଶ୍ୱର, ୧୦।୧ (ତପନ ସ୍ବାଇଁ): ଓଡ଼ିଶା ଏଫ୍ସି ଇଣ୍ଡିଆନ ଓମେନ୍ସ ଲିଗ୍ (ଆଇଡବ୍ଲ୍ୟୁଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବୁଧବାର ହୋପ୍ସ ଏଫ୍ସି ସହ ମୁକାବିଲା କରିବ। ୟୁନିଟ-୧ସ୍ଥିତ ଭୁବନେଶ୍ୱର ଫୁଟବଲ ଏକାଡେମୀ ପଡ଼ିଆରେ ଏହି ମ୍ୟାଚ ଅପରାହ୍ନ ୨ଟାରେ ଆରମ୍ଭ...
ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ, ୧୦ା୧: ରାଷ୍ଟ୍ରପତି ଭବନରେ ମଙ୍ଗଳବାର ଆୟୋଜିତ ଏକ ଆଡମ୍ବରପୂର୍ଣ୍ଣ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଭାରତର ଆଥ୍ଲେଟମାନଙ୍କୁ ସମ୍ମାନିତ କରିଛନ୍ତି। ଏଥିରେ ଘନଘନ କରତାଳି ମଧ୍ୟରେ କ୍ରିକେଟର ମହମ୍ମଦ ଶାମି ଅର୍ଜୁନ ପୁରସ୍କାର...
ଦିବ୍ୟାଙ୍ଗ କ୍ରିକେଟର ଆମିର ହୁସେନଙ୍କ ହେବ ବାୟୋପିକ୍
ଶ୍ରୀନଗର: ଦୁଇ ହାତ ନ ଥିବା ସତ୍ତ୍ୱେ କଶ୍ମୀରର ପ୍ରସିଦ୍ଧ ଦିବ୍ୟାଙ୍ଗ କ୍ରିକେଟର ଆମିର ହୁସେନ ନିଜର ଯାଦୁ ସମସ୍ତଙ୍କୁ ଦେଖାଇ ପାରିଛନ୍ତି। ତେବେ ଆଗକୁ ତାଙ୍କ ଜୀବନୀ ଉପରେ ବାୟୋପିକ୍ ହେବାକୁ ଯାଉଛି। ମହେଶ ଭଟ୍ଟ ତାଙ୍କର ଏହି...
କେପ୍ଟାଉନ୍ର ନ୍ୟୁଲାଣ୍ଡ୍ସ ପିଚ୍କୁ ନେଇ ଅସନ୍ତୋଷ ବ୍ୟକ୍ତ କଲା ଆଇସିସି
ଦୁବାଇ, ୯ା୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଇଥିବା ନ୍ୟୁଲାଣ୍ଡ୍ସ ପିଚ୍ର ଲକ୍ଷଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ମ୍ୟାଚଟି ୫ଟି ସେସନ ଭିତରେ ସୀମିତ ରହଥିଲା। ଟେଷ୍ଟ କ୍ରିକେଟ...
ସପ୍ତାହେ ମଧ୍ୟରେ ଦ୍ୱିତୀୟ ସନ୍ନ୍ୟାସ: ଏବେ ଦକ୍ଷିଣ ଆଫ୍ରିକାର ଏହି ବ୍ୟାଟ୍ସମ୍ୟାନ୍ କଲେ ଅବସର ଘୋଷଣା
କେପ୍ଟାଉନ୍,୯।୧: ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟ୍ସମ୍ୟାନ୍ ହେନେରିକ୍ କ୍ଲାସେନ୍ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି। ୨୦୧୯ରେ ଭାରତ ବିପକ୍ଷରେ ଏହି ୩୨ ବର୍ଷୀୟ କ୍ରିକେଟର ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ନିଜର ସଂକ୍ଷିପ୍ତ କ୍ୟାରିୟରରେ ସେ...
ପିଚ-ଆଉଟଫିଲ୍ଡ ନୁହେଁ ଭଲ, ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟସାଧ୍ୟ: କେପଟାଉନ ଟେଷ୍ଟର ପିଚ ନେଇ ଅସନ୍ତୋଷ ବ୍ୟକ୍ତ କଲା ଆଇସିସି…
ନୂଆଦିଲ୍ଲୀ,୯।୧ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳଯାଇଥିବା ୨ ଟିକିଆ ଟେଷ୍ଟ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ କେପଟାଉନର ନ୍ୟୁଲାଣ୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିଲା । ଦେଢ଼ ଦିନ ମଧ୍ୟରେ ଭାରତ ଏହି ଟେଷ୍ଟ...
ବିଦେଶରେ ଖେଳାଯିବ କି ଆଇପିଏଲର ୧୭ତମ ସଂସ୍କରଣ
ନୂଆଦିଲ୍ଲୀ,୯।୧: ଆଇପିଏଲର ୧୭ତମ ସଂସ୍କରଣ ଆରମ୍ଭ ପାଇଁ ଅଧିକ ସମୟ ବାକି ନାହିଁ। କ୍ରିକେଟ ଜଗତର ଏହି ସବୁଠୁ ବଡ ଲିଗ ମାର୍ଚ୍ଚରୁ ଆରମ୍ଭ ହେବ। ବର୍ତ୍ତମାନ ସୁଦ୍ଧା ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇ ନାହିଁ। କିନ୍ତୁ ମାର୍ଚ୍ଚ ଶେଷ...
ରାଷ୍ଟ୍ରପତିଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଶାମି
ନୂଆଦିଲ୍ଲୀ,୯।୧: ଅର୍ଜୁନ ପୁରସ୍କାର ପାଇବାରେ ଭାରତୀୟ କ୍ରିକେଟର ମହମ୍ମଦ ଶାମି ୫୮ ତମ କ୍ରିକେଟର ହୋଇଛନ୍ତି। ଆଜି ତାଙ୍କୁ ଏହି ବଡ କ୍ରୀଡା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। କ୍ରିକେଟ...
ବିଜୟ ସହ ଓଡ଼ିଶାର ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୯।୧ (ତପନ ସ୍ବାଇଁ): ହୁବାଲିର ରେଲଓ୍ବେ କ୍ରିକେଟ ଗ୍ରାଉଣ୍ଡରେ ୪ର୍ଥ ଜାତୀୟ ଦୃଷ୍ଟିବାଧିତ ମହିଳା କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଓଡ଼ିଶା ପ୍ରଥମ ମ୍ୟାଚରେ ତେଲେଙ୍ଗାନାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଟସ୍ ଜିତି ବ୍ୟାଟିଂ କରିଥିବା ତେଲେଙ୍ଗାନା...
କଳିଙ୍ଗରେ କ୍ଲବ ଫୁଟ୍ବଲ ମହାମୁକାବିଲା: ଘରୋଇ ମାଟିରେ ଶକ୍ତି ଦେଖାଇବ ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୮।୧ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଆଉ ଏକ ମେଗା ଫୁଟବଲ ପ୍ରତିଯୋଗିତା କଳିଙ୍ଗ ସୁପର କପ୍। ସୁପର କପ୍ର ଏହା ୪ର୍ଥ ସଂସ୍କରଣ। ଏଥର ଓଡ଼ିଶାରେ ପ୍ରତିଯୋଗିତା ହେଉଥିବାରୁ ପ୍ରାୟୋଜକ ଦୃଷ୍ଟିରୁ ଏହାର...
Archives


