ଖେଳ

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ ସରକାରଙ୍କ ମଧ୍ୟରେ ୧୦ ଦିନର ନାଟକୀୟତା ଶେଷ ହୋଇଛି। PCB ICC ନିକଟରେ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା ବର୍ତ୍ତମାନ ପାକିସ୍ତାନ ଦଳର ରହିବା ସ୍ଥାନକୁ ଦେଖାଉଥିବା ଏକ ଭାଇରାଲ ଭିଡିଓ ଉପରେ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। କିଛି ଦିନର ନାଟକୀୟତା ପରେ, ପାକିସ୍ତାନ କହିଛି ଯେ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ କି ନାହିଁ ସେ ବିଷୟରେ ସପ୍ତାହ ଧରି ଲାଗି ରହିଥିବା ସସପେନ୍ସର ଅନ୍ତ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା ଏହା କରିଛି। ICC କହିଛି ଯେ, BCB ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର ସବୁଠାରୁ ଗରମ ମ୍ୟାଚ ଅନିଶ୍ଚିତତାରେ ଥିଲା। ବାଂଲାଦେଶକୁ ସମର୍ଥନ କରି ପାକିସ୍ତାନ ମ୍ୟାଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ଫାଇନାଲରେ ମାତ୍ର ୮୦ ବଲ୍‌ରେ ତାଙ୍କର…

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ ହେବାକୁ ଥିବା ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କରିବାକୁ ଘୋଷଣା କରିଥିଲା। ପାକିସ୍ତାନ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ କୌଣସି ଆର୍ଥିକ, କ୍ରୀଡ଼ା ସମ୍ବନ୍ଧୀୟ କିମ୍ବା ପ୍ରଶାସନିକ ଦଣ୍ଡ ବିଧାନ କରାଯିବ ନାହିଁ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ବର୍ଜନ ନ କରିବାକୁ ଅନୁରୋଧ କରିଛି। ବାଂଲାଦେଶରେ ମ୍ୟାଚ୍ ଆୟୋଜନ…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+) କ୍ୟାଟେଗରି(ବର୍ଗ)କୁ ବାଦ୍‌ ଦିଆଯାଇଛି। ଏବେ କେବଳ ତିନୋଟି କ୍ୟାଟେଗରି ରହିଛି – ଏ,…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି ୟୁରୋପ କ୍ୱାଲିଫାୟରରେ ଇଟାଲୀଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ସ୍କଟଲାଣ୍ଡର ବିଶାଳ ୨୦୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri