ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ
ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ କିପରି ଭୟ ଓ ଆଶଙ୍କା…
୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ
ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ ଦ. ଆଫ୍ରିକା ୧୭.୫ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା।…
ଯୁଦ୍ଧର ପ୍ରଭାବ: ଆବୁଧାବିରେ ପାକିସ୍ତାନ-ଇଂଲଣ୍ଡ ମ୍ୟାଚ ବାତିଲ
କରାଚୀ,୧ା୩: ଇରାନ ଉପରେ ଆମେରିକାର ଆକ୍ରମଣ ପରେ ସୁରକ୍ଷାଗତ କାରଣ ଦୃଷ୍ଟିରୁ ଆବୁଧାବିରେ ଶନିବାର ପାକିସ୍ତାନ ଶାହିନ୍ସ ଏବଂ ଇଂଲଣ୍ଡ ଲାୟନ୍ସ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ଦ୍ୱିତୀୟ ମ୍ୟାଚକୁ ବାତିଲ କରିଦିଆଯାଇଛି। ସତର୍କତାମୂଳକ ଖେଳାଳିମାନଙ୍କୁ ସେମାନଙ୍କ ହୋଟେଲ…
T୨୦ ବିଶ୍ୱକପ୍ ଫାଇନାଲ ଜିତିବା ଟିମ୍ ହେବ ମାଲାମାଲ, ମିଳିବ ଏତିକି କୋଟି
ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ର ବିଜେତା ଦଳ…
IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି
କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…
ODI ରୁ ଅବସର ନେଲେ ଏହି ଖେଳାଳି, ଭାରତ ବିପକ୍ଷରେ ମ୍ୟାଚ୍ରେ…
ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା କ୍ରିକେଟର ଆଲିସା ହିଲି ଓ୍ବାନଡେ କ୍ରିକେଟରୁ ଅବସର ନେଇଛନ୍ତି । ସେ ମାର୍ଚ୍ଚ ୧ ତାରିଖରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ୍ ଖେଳିଥିଲେ । ତାଙ୍କର ଅବସର ମ୍ୟାଚ୍ରେ, ଆଲିସା ହିଲି ୧୫୮…
ଟି୨୦ ବିଶ୍ୱକପ୍ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍ ପଦରୁ ଇସ୍ତଫା ଦେବେ…
କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସହ-ଆୟୋଜକ ଶ୍ରୀଲଙ୍କା ସୁପର-୮ ରାଉଣ୍ଡର ସମସ୍ତ ମ୍ୟାଚ୍ରେ ପରାଜିତ ହୋଇ ବିଶ୍ୱକପରୁ ବାଦ…
ବ୍ୟାଟ ବଲ ଉପରେ ବୋମା ବାରୁଦର ପ୍ରଭାବ, IPL 2026ରେ ବିଦେଶୀ ଖେଳାଳିଙ୍କ ଆସିବାକୁ ନେଇ ବଢୁଛି ସସପେନ୍ସ…
ନୂଆଦିଲ୍ଲୀ,୧।୩: IPL 2026 ପାଇଁ ପ୍ରସ୍ତୁତି ମଧ୍ୟରେ ପୁଣି ଥରେ କ୍ରିକେଟ ଉପରେ ଭୌଗୋଳିକ ରାଜନୀତି ଛାଇ ଗଲାଣି। T20 ବିଶ୍ୱକପ ଶେଷ ହେବା ସହିତ, ଫ୍ରାଞ୍ଚାଇଜଗୁଡ଼ିକ ପ୍ରି-ସିଜନ କ୍ୟାମ୍ପ ପାଇଁ ପ୍ରସ୍ତୁତି ଏବଂ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ,…
ବିଶ୍ୱକପ୍ରେ ଇତିହାସ ରଚିଲେ ଫଖର-ସାହିବଜାଦା
ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍ ସୁପର-୮ର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। ହେଲେ ସାହିବଜାଦା ଫର୍ହାନଙ୍କ ଶତକ ଓ ଫଖର ଜମାନଙ୍କ ସହ…
T20 ବିଶ୍ୱକପ୍ରୁ ପାକିସ୍ତାନର ବିଦାୟ: ମ୍ୟାଚ୍ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…
ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ…
ରଣ୍ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ୮ ଥରର ଚାମ୍ପିୟନ କର୍ନାଟକକୁ ପଛରେ ପକାଇ ପାରସ ଡୋଗ୍ରାଙ୍କ ନେତୃତ୍ୱାଧୀନ…
SL vs PAK: ସବୁଠୁ ବଡ଼ ମ୍ୟାଚ୍ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ, ତାହା ଆଜି(ଶନିବାର) ଖେଳାଯାଉଥିବା ମ୍ୟାଚ୍ରୁ ସ୍ପଷ୍ଟ ହେବ। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ପାକିସ୍ତାନ…
Archives


