ଖେଳ

ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ

ମେଲବୋର୍ନ,୨୭ା୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟରେ ପୁଣି ଥରେ ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ବିପର୍ଯ୍ୟୟ। ପେସ୍‌ ବୋଲର କାମେରନ୍‌ ଗ୍ରୀନ୍‌ଙ୍କ ଘାତକ ବୋଲିଂର ସାମ୍ନା କରି ନ ପାରି ସାଉଥ୍‌ ଆଫ୍ରିକା ୧୮୯ ରନ୍‌ରେ ଅଲଆଉଟ ହୋଇଥିବା ବେଳେ...

ଓ୍ବର୍ନଙ୍କ ନାମରେ ଟେଷ୍ଟ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର

ମେଲବୋର୍ନ, ୨୭ା୧୨: କିମ୍ବଦନ୍ତୀ ସ୍ପିନର ଶେନ୍‌ ଓ୍ବର୍ନଙ୍କୁ ସମ୍ମାନିତ କରିବାକୁ ଯାଇ ଏଣିକି ତାଙ୍କ ନାମରେ ଅଷ୍ଟ୍ରେଲିଆର ପୁରୁଷ ଟେଷ୍ଟ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦିଆଯିବ। ଦେଶର କ୍ରିକେଟ ବୋର୍ଡ ସୋମବାର ଏହା ଘୋଷଣା କରିଛି। ଶେନ୍‌...

ବାବରଙ୍କ ଶତକ: ପାକିସ୍ତାନ ୩୧୭/୫

କରାଚୀ, ୨୭ା୧୨: ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ସୋମବାର ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଓ ଆୟୋଜକ ପାକିସ୍ତାନ କ୍ରିକେଟ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତିବା ପରେ ଶୁଷ୍କ ଓ ଧିମା...

ପଣ୍ଡିଚେରୀକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୨୭ା୧୨(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ କ୍ୟାପିଟାଲ ଫୁଟ୍‌ବଲ ଆରେନାରେ ଜାତୀୟ ସିନିୟର ପୁରୁଷ ଫୁଟ୍‌ବଲ୍‌ ଚାମ୍ପିୟନଶିପ୍‌ ସନ୍ତୋଷ ଟ୍ରଫିର ସୋମବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓଡ଼ିଶା ୫-୦ ଗୋଲ୍‌ରେ ପଣ୍ଡିଚେରୀକୁ ପରାସ୍ତ କରିଛି। ଏହି ଏକତରଫା ମ୍ୟାଚ୍‌ରେ ଦୀନବନ୍ଧୁ ଦାସଙ୍କ...

ସଫଳତା ପାଇଁ ରିଡ୍‌ଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ହକି ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି କୋଚ୍‌ ଗ୍ରାହାମ୍‌ ରିଡ୍‌। ଗୋଲ ବରଣ କରିବା ପରେ ସେହି କ୍ଷଣରେ...

ଜୁନିୟର ଦଳର ବୃହତ ବିଜୟ

ଭୁବନେଶ୍ୱର,୨୭ା୧୨(ସ୍ପୋଟର୍‌ସ ବ୍ୟୁରୋ): ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଜୁନିୟର ହକି ଦଳ କୋରିଆ ବିପକ୍ଷରେ ବୃହତ ବିଜୟ ହାସଲ କରିଛି। ଅଧିନାୟକ ଉତ୍ତମ ସିଂ(୪୦ ଓ ୫୭), ଶାରଦା ନନ୍ଦ ତିଓ୍ବାରୀ (୬ ଓ ୪୬) ଓ...

ବାମଣ୍ଡା କପ୍‌: କେନ୍ଦୁଝରକୁ ହରାଇ ସମ୍ବଲପୁର ଫାଇନାଲରେ

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ସୋମବାର ମ୍ୟାଚରେ କେନ୍ଦୁଝର ଏକାଦଶକୁ ହରାଇ ସମ୍ବଲପୁର ଫାଇନାଲରେ ପ୍ରବେଶ କରିଛି। କେନ୍ଦୁଝର ଏକାଦଶ ବନାମ ସମ୍ବଲପୁର ଆଭାର ଟାଇଗର ଟିମ୍‌ ମଧ୍ୟରେ ଖେଳ...

ଯେବେ ବି ମଇଦାନକୁ ଓହ୍ଲାଏ, ପଶା ଓଲଟାଇବା ଭଳି ଖେଳିବାକୁ ଚାହିଁଥାଏ: ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟରେ ସୂର୍ଯ୍ୟକୁମାର ଯାଦବ ବେଶ ପରିଚିତ ନାମ। ସେ ଟି୨୦ ଅନ୍ତର୍ଜାତୀୟ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନରେ ରହିଛନ୍ତି। ହେଲେ ସେ ବିଶ୍ୱର ନମ୍ବର-୧ ଖେଳାଳି ହେବାକୁ ଏକ ସ୍ବପ୍ନ ପରି ଭାବନ୍ତି। ସେହିଭଳି କେବଳ ସୀମିତ ଓଭର ଖେଳ...

ଟ୍ରୋଲ କରୁଥିଲେ ଶ୍ରୀଲଙ୍କା ପ୍ରଶଂସକ, ଏମିତି ଜବାବ ଦେଇ ମୁହଁ ବନ୍ଦ କଲେ ଅଶ୍ୱିନ

ନୂଆଦିଲ୍ଲୀ,୨୫।୧୨: ବାଲାଂଦେଶକୁ ମୀରପୁର ଟେଷ୍ଟରେ ୩ ଉଇକେଟରେ ପରାଜିତ କରିଛି ଭାରତ। ଏକ ସମୟରେ ମ୍ୟାଚ୍‌ ଖେଳାଳିଙ୍କ ହାତରୁ ଚାଲିଯିବା ପରି ମନେ ହେଉଥିଲା। କାରଣ ୧୪୫ ରନ୍‌ ବିଜୟଲକ୍ଷ୍ୟର ପିଛା କରୁଥିବା ଦଳ ୭୪ ରନ୍‌ରେ ୭ ଉଇକେଟ...

ଚମକାଇଲା ବାବରଙ୍କ ନିଷ୍ପତ୍ତି: ରିଜଓ୍ବାନ ଏକାଦଶରୁ ବାହାର, ସରଫରାଜଙ୍କୁ ସୁଯୋଗ…

ଇସଲାମାବାଦ,୨୬।୧୨: ସୋମବାର ଅର୍ଥାତ ଡିସେମ୍ବର ୨୬ରେ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହୋଇଛି। କରାଚି ଟେଷ୍ଟରେ ଚମକାଇବା ଭଳି ନିଷ୍ପତ୍ତି ନେଇଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ ଅଧିନାୟକ ବାବର ଆଜମ୍‌। ସେ ଏକାଦଶରୁ ମହମ୍ମଦ ରିଜଓ୍ବାନଙ୍କୁ...

ସେନ ଓ୍ବାର୍ନଙ୍କ ସମ୍ମାନର୍ଥେ କ୍ରିକେଟ୍‌ ଅଷ୍ଟ୍ରେଲିଆ ନେଲା ବଡ଼ ନିଷ୍ପତ୍ତି

ମେଲବୋର୍ନ,୨୬।୧୨: ବିଶ୍ୱ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ସ୍ବର୍ଗତ ଅଷ୍ଟ୍ରେଲୀୟ ସ୍ପିନର ସେନ୍‌ ୱାର୍ନଙ୍କୁ ସମ୍ମାନିତ କରିବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଏକ ବଡ଼ ନିଷ୍ପତ୍ତି ନେଇଛି। କ୍ରିକେଟ ଅଷ୍ଟ୍ରେଲିଆ ବର୍ତ୍ତମାନ ଦ୍ୱିତୀୟ ସମ୍ମାନଜନକ ପୁରସ୍କାର ଅଷ୍ଟ୍ରେଲିଆ ପୁରୁଷ ଟେଷ୍ଟ...

ଅଶ୍ୱିନଙ୍କୁ ‘ବୈଜ୍ଞାନିକ’ ଆଖ୍ୟା ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶ ବିପକ୍ଷରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଶ୍ରେୟସ ଆୟର ଭାରତକୁ ପରାଜୟରୁ ମୁହଁରୁ ରକ୍ଷା କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ୧୪୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri