ଖେଳ

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଅବସରପ୍ରାପ୍ତ NASCAR ଡ୍ରାଇଭର ଗ୍ରେଗ ବିଫଲେ, ତାଙ୍କ ପତ୍ନୀ ଏବଂ ପିଲାମାନଙ୍କ ସମେତ ୭…

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର ଶେଷ ମ୍ୟାଚ ରହିଛି । ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ…

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ ମୁସ୍ତାକ ଅଲୀ ଟ୍ରଫି (ସ୍ମାଟ) ଟି୨୦ ଟୁର୍ନାମେଣ୍ଟ ଫାଇନାଲରେ ଖେଳି ନ ଥିଲେ। ଏ…

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଝାଡ଼ଖଣ୍ଡ ୬୯ ରନରେ ହରିୟାଣାକୁ ପରାସ୍ତ କରି ପ୍ରଥମ ଥର ପାଇଁ…

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା ପଛରେ ରହିଛି ସଂଘର୍ଷପୂର୍ଣ୍ଣ କାହାଣୀ। ଯେଉଁ ପରିବାର ଦିନେ ଅଭାବ ଅନଟନ ଯୋଗୁଁ ଖାଲି…

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ କ୍ରୋଧିତ ହେଉଥିବା ଦେଖାଯାଇଥିଲା। ଲାଇଭ୍ ମ୍ୟାଚ୍ ସମୟରେ ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚର…

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ଏବଂ ସଂରକ୍ଷଣ ଦଳ ସହିତ ଆଲୋଚନା କରିଥିଲେ। ଏହି ପରିଦର୍ଶନର…

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ କୁହୁଡ଼ି ଏବଂ ପାଗ ଖରାପ ଯୋଗୁ, ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ…

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ସମସ୍ତ ଦଳକୁ ସୂଚନା ଦେଇଛି ଯେ IPL ୨୦୨୬ ମାର୍ଚ୍ଚ ୨୬ରେ ଆରମ୍ଭ ହେବ…

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ପ୍ରବଳ ରାଗିଥିବାର ଦେଖାଯାଉଛି। ବୁମରା ଏତେ ରାଗିଥିଲେ ଯେ, ସେ…

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ (CAB) ବୁଧବାର ବିଭିନ୍ନ ମ୍ୟାଚ ପାଇଁ ଆନୁଷ୍ଠାନିକ ଭାବରେ ଟିକେଟ…

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି ଯୋଗୁଁ ଗୋଟିଏ ବି ବଲ୍ ଫିଙ୍ଗାଯାଇପାରିଲା ନାହିଁ କିମ୍ବା ଟସ୍ ମଧ୍ୟ ହୋଇପାରିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri