ଖେଳ

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ବର୍ତ୍ତମାନ ଆଇପିଏଲ (IPL)ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଦଳର…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି, ଯେତେବେଳେ କି ପ୍ୟାଟ କମିନ୍ସ ଦଳରେ ସାମିଲ ନାହାନ୍ତି। ଅଷ୍ଟ୍ରେଲୀୟ ଦଳ ନିକଟରେ…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର ସବୁବେଳେ ଚୌକା-ଛକା ଓ ବଡ଼ ରେକର୍ଡ ଉପରେ ରହିଥାଏ। ତେବେ ODI କ୍ରିକେଟ…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିବା ବେଳେ ଅଭିଷେକ ପ୍ରଥମ ବଲ୍‌ରେ ହିଁ ଶୂନ୍ୟରେ ଆଉଟ ହୋଇଥିଲେ। ଚାର୍ଲି…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି ଗୁରୁତର ବଳାତ୍କାର ଅଭିଯୋଗ ଆସିଛି। ଅଭିଯୋଗ ସାମ୍ନାକୁ ଆସିବା ପରେ ଏସେକ୍ସ କାଉଣ୍ଟି…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ ଦଳକୁ ଭେଟିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହା ମଧ୍ୟରେ ଭାରତ ବିପକ୍ଷ…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍ କୋଚ୍ ଥିବା ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜହିର…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର କୋଚିଂ କ୍ୟାରିୟରର ସବୁଠୁ କଠିନ ନିଷ୍ପତ୍ତି ଥିଲା ବୋଲି ଗମ୍ଭୀର କହିଛନ୍ତି। ଆଗାମୀ…

ଉଚ୍ଚତା ମାତ୍ର ୪ ଫୁଟ ୭ ଇଞ୍ଚ, ୨୧୫ କିଲୋ ଭାର ଉଠାଇ ଚମତ୍କାର କଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଏସିଆନ ଗେମ୍ସର ୪୯ କିଲୋଗ୍ରାମ ମହିଳା ଭାରୋତ୍ତୋଳନ ବର୍ଗରେ ଭାରତକୁ ରୌପ୍ୟ ପଦକ ମିଳିଛି। ଭାରତୀୟ ଷ୍ଟାର୍‌ ଭାରୋତ୍ତୋଳକ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଥିବା ବେଳେ ଉତ୍ତର କୋରିଆର ରି ସଙ୍ଗ-ଗମ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ…

ରୋହିତଙ୍କ ସହ ସମ୍ପର୍କକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଗମ୍ଭୀର, କହୁ କହୁ କହିଦେଲେ… ଚାରିଆଡ଼େ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଓ ଖେଳାଳିଙ୍କ ମଧ୍ୟରେ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ରହିଥାଏ। ବିଶେଷକରି ଅଧିନାୟକ ଓ କୋଚ୍‌ଙ୍କ ସମ୍ପର୍କ କଥା ଆସିଲେ, ଉଭୟଙ୍କ ମଧ୍ୟରେ କିଭଳି ସମନୱୟ ରହିଛି, ତା’ ଉପରେ ସମସ୍ତଙ୍କ…

ପେଟରେ ଥିଲା ଭୋକ, ଆଖିରେ ଥିଲା ସ୍ବପ୍ନ: ଏବେ ଏସିଆନ ଗେମ୍ସରେ ଭାରତ ପାଇଁ ପଦକ ଜିତିଲେ କ୍ୟାବ୍‌ ଡ୍ରାଇଭର

ନୂଆଦିଲ୍ଲୀ,୨୪।୯: ଜାପାନର ନାଗୋୟାରେ ପୁରୁଷ ଡବଲ ସ୍କଲ୍ସ ରୋଇଂ ଫାଇନାଲ ଶେଷ ହେବା ପରେ ଯେତେବେଳେ ଆକାଶରେ ଭାରତର ତ୍ରିରଙ୍ଗା ଉଡିଥିଲା,ସେତେବେଳେ ୨୦୦୦ ମିଟର ଓ୍ବାଟର କୋର୍ସରେ ଠିଆ ହୋଇଥିବା ସଲମାନ ଖାନଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ଏହା କେବଳ ପଦକ…

‘ବିରାଟ-ରୋହିତଙ୍କୁ ପାଇ ଶୁଭମନ ଗିଲ ଭାଗ୍ୟଶାଳୀ’, ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ କଥା

ନୂଆଦିଲ୍ଲୀ,୨୪।୯: ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତରେ, ଶୁଭମନ ଗିଲ ଦିନିକିଆ କ୍ରିକେଟରେ ଜଣେ ଅଧିନାୟକ ଭାବେ ଭଲ ପ୍ରଦର୍ଶନ କରିବେ। ଯଦିଓ ଏହି ଫର୍ମାଟରେ ତାଙ୍କ ଅଧିନାୟକତ୍ୱର ଆରମ୍ଭ ସେତେଟା ସହଜ ରହିନାହିଁ। ଅଧିନାୟକ ଭାବେ ଗିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?