ଖେଳ

ଟି-୨୦ରେ ବିଶ୍ୱରେକର୍ଡ କଲେ ଏହି ବୋଲର୍‌

ତ୍ରିନିଦାଦ,୧୮ା୬: ଲୋକି ଫର୍ଗୁସନଙ୍କ ବିଶ୍ୱ ରେକର୍ଡ ସହିତ ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ପପୁଆ ନ୍ୟୁ ଗିନି(ପିଏନ୍‌ଜି)କୁ ୭ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପିଏନ୍‌ଜି ୧୯.୪ ଓଭରରେ ୭୮ ରନ୍‌ କରି ଅଲଆଉଟ ହୋଇଥିଲା।…

ସୁପର-୮ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ସେଣ୍ଟ ଭିନ୍‌ସେଣ୍ଟ, ୧୮ା୬ (ପି.ଟି.): ଟି୨୦ ବିଶ୍ୱକପରେ ସୋମବାର ବାଂଲାଦେଶ ୨୧ ରନ୍‌ରେ ନେପାଳକୁ ପରାସ୍ତ କରିଛି। ଶେଷ ଦଳ ଭାବେ ସୁପର-୮ରେ ପ୍ରବେଶ କରିଥିବା ବେଳେ ଲାଇନ୍‌ ଅପ୍‌ ମଧ୍ୟ ଚୂଡାନ୍ତ ହୋଇଛି। ସେଣ୍ଟ ଭିନ୍‌ସେଣ୍ଟରେ ଖେଳାଯାଇଥିବା ଲୋ ସ୍କୋରିଂ…

ଶ୍ରୀଲଙ୍କାର ସହଜ ବିଜୟ

ଗ୍ରସ୍‌ ଆଇଲେଟ୍‌, ୧୮ା୬ (ପି.ଟି.): ଟି୨୦ ବିଶ୍ୱକପରେ ସୋମବାର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ନେଦରଲାଣ୍ଡ୍ସକୁ ୮୩ ରନ୍‌ରେ ପରାସ୍ତ କରିଛି ଶ୍ରୀଲଙ୍କା। ଉଭୟ ଦଳ ସୁପର-୮ ଦୌଡରୁ ବାଦ୍‌ ପଡି ସାରିଥିବା ବେଳେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରିଥିଲା। ୬ ଉଇକେଟ…

ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍‌ ନୁହେଁ, ଏହି ଗେମ୍‌ ଖେଳିଲେ ଟିମ୍‌ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ ସ୍ଥାନ ପାଇଛି। ଭାରତୀୟ ଦଳ ସୁପର-୮ ପାଇଁ ଗ୍ରୁପ-୧ରେ ଅଛି। ଏଠାରେ ଭାରତୀୟ ଦଳ…

ଫାଦର୍ସ ଡେ’ରେ କୋହଲିଙ୍କୁ ମିଳିଲା ବଡ଼ ଉପହାର: ଫଟୋ ଶେୟାର କଲେ ଅନୁଷ୍କା

ଆଜିକାଲି ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ପିଲାମାନଙ୍କ ସହ ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କୁ ଟି-୨୦ ବିଶ୍ୱକପରେ ସମର୍ଥନ କରିବାକୁ ସେମାନେ ସେଠାରେ ପହଞ୍ଚିଛନ୍ତି। ତେବେ ଫାଦର୍ସ ଡେ’ ଅବସରରେ କୋହଲିଙ୍କ ଏକ ବଡ଼ ଉପହାର…

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଭାରତ, ଜାଣନ୍ତୁ କେବେ କାହାକୁ ଭେଟିବ

ନୂଆଦିଲ୍ଲୀ, ୧୭।୬: ଜାରି ରହିଥିବା ଟି-୨୦ ବିଶ଼୍ବକପ୍‌ରେ ଭାରତ ସୁପର-୮ରେ ସ୍ଥାନ ପକ୍କା କରିସାରିଛି । ଏ ପର୍ଯ୍ୟନ୍ତ ୩୮ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ଆଜି ନ୍ୟୁଜିଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟକ୍କର ହେବ । ୧୮ ଜୁନ୍‌ରେ…

ବିଜୟ ସହ ଟି-୨୦ ବିଶ୍ୱକପ୍‌ରୁ ବିଦାୟ ନେଲା ପାକିସ୍ତାନ

ଫ୍ଳୋରିଡା,୧୭ା୬: ପାକିସ୍ତାନ ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩ ଉଇକେଟରେ ପରାସ୍ତ କରି ଟି୨୦ ବିଶ୍ୱକପ ଅଭିଯାନ ଶେଷ କରିଛି। ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୦୬ ରନ୍‌ କରିଥିଲା। ଜବାବରେ ପାକିସ୍ତାନ ୧୮.୫…

କମାଲ୍‌ କଲେ ମନ୍ଧାନା: ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟେଇଲା ଭାରତ

ବେଙ୍ଗାଲୁରୁ, ୧୬ା୬: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୪୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ସ୍କଟ୍‌ଲାଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ: ସୁପର-୮ରେ ପହଞ୍ଚିଲା ଇଂଲଣ୍ଡ

ଗ୍ରସ୍‌ ଆଇଲେଟ୍‌,୧୫ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ସ୍କଟ୍‌ଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଏହି ପରାଜୟ ସହିତ ସ୍କଟ୍‌ଲାଣ୍ଡ ଟୁର୍ନାମେଣ୍ଟରୁ ବିଦାୟ ନେଇଥିବା ବେଳେ ଇଂଲଣ୍ଡ ସୁପର୍‌-୮ରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରି ସ୍କଟ୍‌ଲାଣ୍ଡ ୫ ଉଇକେଟରେ ୧୮୦…

ଟି-୨୦ ବିଶ୍ୱକପ ଚାଲିଥିବାବେଳେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୧୬।୬: ଟି-୨୦ ବିଶ୍ୱକପ ୨୦୨୪ ଚାଲିଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଦୁଇଟି ଦଳ ପାଇଁ ଖେଳିଥିବା ଷ୍ଟାର ଅଲରାଉଣ୍ଡର ଡେଭିଡ ଓ୍ବିଜେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଡେଭିଡ ପ୍ରଥମେ ଆଫ୍ରିକୀୟ ଦଳ ପକ୍ଷରୁ କ୍ରିକେଟ ପଡ଼ିଆରେ ପ୍ରବେଶ…

ଟି-୨୦ ବିଶ୍ୱକପର ସୁପର୍‌-୮ରେ କାହାକୁ ଭେଟିବ ଟିମ୍‌ ଇଣ୍ଡିଆ: ଜାଣନ୍ତୁ କାର୍ଯ୍ୟସୂଚୀ

ନ୍ୟୁୟର୍କ,୧୬।୬: ଇଂଲଣ୍ଡ ଦଳ ଶେଷରେ ଟି-୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଛି। ଏପର୍ଯ୍ୟନ୍ତ ୭ଟି ଦଳ ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏବେ ଦେଖିବାକୁ ବାକି ରହିଲା ବାଂଲାଦେଶ ଦଳ ଏବଂ…

ଇତିହାସ ରଚିବାକୁ ଯାଉଛନ୍ତି ହିଟ୍‌ମ୍ୟାନ୍‌: ଟି-୨୦ରେ ଏମିତି ହାସଲ କରିବାରେ ହେବେ ପ୍ରଥମ ବ୍ୟାଟ୍ସମ୍ୟାନ୍‌

ନ୍ୟୁୟର୍କ,୧୬।୬: ଭାରତୀୟ ଦଳ ଆଫଗାନିସ୍ତାନ ସହିତ ଜୁନ ୨୦ରେ ଟି-୨୦ ବିଶ୍ୱକପ ୨୦୨୪ର ସୁପର ୮ ରାଉଣ୍ଡରେ ଖେଳିବ। ସୁପର ୮ ରାଉଣ୍ଡରେ ଭାରତକୁ ତିନୋଟି ମ୍ୟାଚ ଖେଳିବାକୁ ପଡିବ। ସୁପର ୮ ରାଉଣ୍ଡରେ ନିଜ ଗ୍ରୁପ୍‌ରେ ଟପ ୨ରେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?