ଖେଳ

ପାକିସ୍ତାନ ବିପକ୍ଷରେ ଫେଲ୍ ମାରିଲା ଭାରତୀୟ ବ୍ୟାଟିଂ ଲାଇନ୍

ନ୍ୟୁୟର୍କ;୯।୬:ଆଜି ଟି-୨୦ ବିଶ୍ୱକପ୍ ୨୦୨୪ର ୧୯ତମ ମ୍ୟାଚ୍ ରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିଛି। ଏହି ମ୍ୟାଚ୍ ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତ ୧୧୯ ରନ୍ ରେ ଅଲଆଉଟ୍ ହୋଇଛି। ଭାରତୀୟ…

ଟି-୨୦ ବିଶ୍ୱକପ୍‌ର ମହାମୁକାବିଲାରେ ଟସ୍‌ ଜିତିଲା ପାକିସ୍ତାନ

ନ୍ୟୁୟର୍କ,୯।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ୍‌ର ଏକ ବଡ଼ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। କିନ୍ତୁ ବର୍ଷ ଯୋଗୁ ମ୍ୟାଚ୍‌ ଆରମ୍ଭ ହେବାରେ ବିଳମ୍ବ ହେଉଛି।…

କୋହଲିଙ୍କ ଜୋତାର ସମକକ୍ଷ ନୁହେଁ ବାବର ଆଜମ: ମହାମୁକାବିଲା ପୂର୍ବରୁ ବିସ୍ଫୋରକ ମନ୍ତବ୍ୟ ଦେଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୯।୬: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ଅପେକ୍ଷା କ୍ରିକେଟ ଦୁନିଆରେ ଭାରତ ଏବଂ ପାକିସ୍ତାନ ବଡ଼ ପ୍ରତିଦ୍ୱନ୍ଦ୍ୱୀ ଭାବରେ ଦେଖାଯାଏ। ଆଜି ଟି-୨୦ ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ନିକଟରେ ବିରାଟ କୋହଲି ଏବଂ ବାବର ଆଜମଙ୍କ ମଧ୍ୟରେ ତୁଳନା…

ମ୍ୟାଚ୍‌ ପୂର୍ବରୁ ଆଇସିସି ଉପରେ ପାକିସ୍ତାନର ବଡ଼ ଅଭିଯୋଗ, ଭାରତ…

ନୂଆଦିଲ୍ଲୀ, ୯ା୬: ଟି-୨୦ ବିଶ୍ୱକପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଆଜି ହାଇ-ଭୋଲଟେଜ୍‌ ମ୍ୟାଚ୍‌ ହେବାକୁ ଯାଉଛି । ଆମେରିକା ଠାରୁ ହରିବା ପରେ ପାକିସ୍ତାନର ମନୋବଳ ଭାଙ୍ଗି ଯାଇଛି। ହେଲେ ଦଳ ଆଜି ଭାରତ ବିପକ୍ଷ ମ୍ୟାଚ୍‌ ଖେଳିବ ବୋଲି…

ଟି-୨୦ ବିଶ଼୍ବକପ୍‌: ଭାରତ ବିରୋଧରେ ପାକିସ୍ତାନ ଟିମ୍‌ର ବଡ଼ ଚାଲ୍‌, ବଦଳାଇ ପାରେ ରଣନୀତି

ନୂଆଦିଲ୍ଲୀ, ୯ା୬: ଆଇସିସି ଟି-୨୦ ବିଶ଼୍ବକପ୍‌ରେ ଆଜି ହାଇ-ଭୋଲଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଡ଼ ଟକ୍କର ହେବ। ପ୍ରତିଥର ଭଳି ଟିମ୍‌ ଇଣ୍ଡିଆର ପଲା ଭାରି ରିହିବା ନେଇ ଆଶା କରାଯାଉଛି। ପୂର୍ବଥର ଭାରତୀୟ…

ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌

ନ୍ୟୁୟର୍କ,୮ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ବହୁପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌ ନ୍ୟୁୟର୍କରେ ଖେଳାଯିବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଉ ନ ଥିବା ବେଳେ ବିଶ୍ୱକପ୍‌ ପରି ଆଇସିସି ଇଭେଣ୍ଟ ଉପରେ ଫ୍ୟାନମାନଙ୍କ ନଜରରେ ରହିଥାଏ। ନ୍ୟୁୟର୍କର ନାସାଉ…

କୁସ୍ତିଯୋଦ୍ଧା ଅଂଶୁ ମଲିକଙ୍କୁ ରୌପ୍ୟ ପଦକ

ବୁଦାପେଷ୍ଟ, ୮ା୬: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଅଂଶୁ ମଲିକ ଏଠାରେ ଚାଲିଥିବା ବୁଦାପେଷ୍ଟ ର଼୍ୟାଙ୍କିଙ୍ଗ ସିରିଜ ୫୭ କାଟେଗୋରିରେ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ସେ ଚାଇନାର ୨୧ ବର୍ଷୀୟା ପ୍ରତିଦ୍ୱନ୍ଦ୍ୱୀ କେକ୍ସିନ ହଙ୍ଗଙ୍କଠାରୁ ୧-୧୨ ଟେକ୍‌ନିକାଲ ସୁପରିଅରିଟିରେ…

ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ

ଡଲାସ ୮ା୬: ଲେଗ୍‌ ସ୍ପିନର ରିସାଦ ହୋସେନ (୩/୨୨)ଙ୍କ ମ୍ୟାଚ୍‌ ବିଜୟୀ ବୋଲିଂ ବଳରେ ବାଂଲାଦେଶ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ଗ୍ରୁପ୍‌ ‘ଡି’ରେ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ବିପକ୍ଷରେ ୨ଉଇକେଟରେ ରୋମାଞ୍ଚ ବିଜୟ ହାସଲ କରିଛି। ଟସ୍‌ ଜିତି ପ୍ରଥମେ…

ଭାରତ-ପାକିସ୍ତାନ ଟି-୨୦ ବିଶ଼୍ବକପ୍‌ ମ୍ୟାଚ୍‌ ପୂର୍ବରୁ ଭାରତକୁ ଝଟକା

ନୂଆଦିଲ୍ଲୀ, ୮ା୬: ଟି-୨୦ ବିଶ଼୍ବକପ୍‌ ପାଇଁ ଏବେ ଅଭ୍ୟାସ ମ୍ୟାଚ୍‌ ଚାଲିଥିବା ବେଳେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମା ପୁଣିଥରେ ଆହତ ହୋଇଛନ୍ତି। ପୂର୍ବରୁ ଆୟାରଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ରୋହିତ ଆହତ ହୋଇଥିବା ବେଳେ ଏବେ ପାକିସ୍ତାନ ସହିତ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ ସହ…

ରୌଫ୍‌ଙ୍କ ବିରୋଧରେ ବଲ୍‌ ଟ୍ୟାମ୍ପରିଂ ଅଭିଯୋଗ

ଡଲାସ, ୮ା୬(ପି.ଟି.): ପାକିସ୍ତାନ ପେସର ହାରିସ ରୌଫ୍‌ଙ୍କ ବିରୋଧରେ ବଲ୍‌ ଟ୍ୟାମ୍ପରିଂ ଅଭିଯୋଗ ଆଣିଛନ୍ତି ୟୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ) ବୋଲର ରଷ୍ଟି ଥେରନ। ଚଳିତ ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଗୁରୁବାର ପାକିସ୍ତାନ ଓ ୟୁଏସ୍‌ଏ ମଧ୍ୟରେ ମ୍ୟାଚ ପରେ ସେ ଏହି ଅଭିଯୋଗ…

ପାକିସ୍ତାନ ହାରିବା ପଛରେ ଭାରତୀୟ ବଂଶୋଦ୍ଭବ

ମୋନାକ ପଟେଲ ଅହମଦାବାଦ ଜନ୍ମିତ ମୋନାକ ପଟେଲ ଆମେରିକା କ୍ରିକେଟ ଦଳର ଅଧିନାୟକ। ମ୍ୟାଚ ବିଜୟୀ ଅର୍ଦ୍ଧଶତକ ପାଇଁ ପ୍ଲେୟର ଅଫ୍‌ ଦି ମ୍ୟାଚ ହୋଇଥିବା ମୋନାକ ଭାରତରେ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ ଏବଂ ପରେ ଆମେରିକାର ପେସାଦାର ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?