ଖେଳ

ଫାଇନାଲରେ ଅଲକାରାଜ

ପ୍ୟାରିସ, ୮।୬: ତୃତୀୟ ସିଡ୍‌ ସ୍ପେନ୍‌ର କାର୍ଲୋସ ଅଲ୍‌କାରାଜ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ୫ ସେଟ୍‌ ବିଶିଷ୍ଟ ଏକ କଡ଼ା ମୁକାବିଲାରେ ଅଲ୍‌କାରେଜ ଦ୍ୱିତୀୟ ସିଡ୍‌ ଇଟାଲିର ଜାନିକ…

ଜାତୀୟ ଶକ୍ତିଉତ୍ତୋଳନ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୮ା୬ (ବିଜୟ ରଣା): ରାଜସ୍ଥାନର ଶୀଗଙ୍ଗନଗରଠାରେ ପାଓ୍ବାର ଲିଫ୍ଟିଂ ଇଣ୍ଡିଆ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଜାତୀୟ ସବ୍‌-ଜୁନିୟର ଓ ଜୁନିୟର ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ୨୫ ଜଣିଆ ଦଳ ଭାଗ ନେଉଛି। ତନ୍ମଧ୍ୟରେ ୧୪ଜଣ ପୁରୁଷ ଓ ୧୦ ମହିଳା…

ରାଜ୍ୟ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ ଆରମ୍ଭ

କେନ୍ଦୁଝର,୮ା୬,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଠାରେ ଶୁକ୍ରବାର ସାରୁ ୩୭ତମ ରାଜ୍ୟସ୍ତରୀୟ ମହିଳା ଓ ପୁରୁଷ ହ୍ୟାଣ୍ଡବଲ୍‌ ଚାମ୍ପିୟନଶିପ ଆରମ୍ଭ ହୋଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟସଭା ସଦସ୍ୟ ତଥା ପୂର୍ବତନ ଜାତୀୟ ହ୍ୟାଣ୍ଡବଲ ଖେଳାଳି ସୁବାଶିଷ ଖୁଣ୍ଟିଆ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ପ୍ରବଳ…

କିରଣ ଭାରତୀୟ ଦଳର କୋଚ୍‌

ଭୁବନେଶ୍ୱର, ୮।୬,(ତପନ ସ୍ବାଇଁ): ଓଡ଼ିଶାର ପ୍ରଥମ ମହିଳା ଗ୍ରାଣ୍ଡମାଷ୍ଟର (ଡବ୍ଲ୍ୟୁଜିଏମ୍‌) କିରଣ ମନୀଷା ମହାନ୍ତିଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। କାଜାଖସ୍ତାନର ଅଲ୍‌ମାଟିରେ ହେବାକୁଥିବା ଏସିଆନ ୟୁଥ୍‌ ଚେସ୍‌ ଚାମ୍ପିୟନଶିପ୍‌ ପାଇଁ ସେ ଭାରତୀୟ ଦଳର କୋଚ୍‌ ମନୋନୀତ ହୋଇଛନ୍ତି। ପ୍ରତିଯୋଗିତା…

କ୍ୱାର୍ଟରରୁ ଲକ୍ଷ୍ୟ ସେନ୍‌ଙ୍କ ବିଦାୟ

ଜାକର୍ତ୍ତା,୭ା୬: ଭାରତର ଷ୍ଟାର ଶଟଲର ଲକ୍ଷ୍ୟ ସେନ୍‌ ଇଣ୍ଡୋନେସିଆ ଓପନ ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନରେ ମ୍ୟାଚ ହାରିଯାଇଛନ୍ତି। ଫଳରେ ଟୁର୍ନାମେଣ୍ଟରେ ଭାରତର ଚ୍ୟାଲେଞ୍ଜ ଶେଷ ହୋଇଛି। ବିଶ୍ୱର ୧୪ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ସେନ୍‌ ଲଢୁଆ ପ୍ରଦର୍ଶନ କରିଥିଲେ ମଧ୍ୟ କ୍ୱାର୍ଟରଫାଇନାଲରେ ବିଶ୍ୱର ୫…

ୟୁଏସ୍‌ଠାରୁ ପରାଜୟ ପାକିସ୍ତାନ କ୍ରିକେଟ ପାଇଁ ‘କଳା ଦିବସ’

କରାଚୀ,୭ା୬: ପ୍ରଥମ ଥର ଟି୨୦ କ୍ରିକେଟ ବିଶ୍ୱକପ୍‌ ଖେଳୁଥିବା ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌)ଠାରୁ ପରାଜୟ ପାକିସ୍ତାନ କ୍ରିକେଟ ସମାଜକୁ ଖୁବ୍‌ ବ୍ୟଥିତ କରିଛି। ସେମାନେ ଏହି ଦିନକୁ ଏକ ‘କଳା ଦିବସ’ ବୋଲି ଆଖ୍ୟା ଦେଇଛନ୍ତି। ଡଲାସର ଗ୍ରାଣ୍ଡ ପ୍ରେରୀ ଷ୍ଟାଡିୟମରେ…

ଆମେରିକାଠାରୁ ଲଜ୍ଜାଜନକ ପରାଜୟ ପରେ ପାକିସ୍ତାନ ଉପରେ ଲାଗିଲା ବଲ୍ ଟାମ୍ପରିଂ ଅଭିଯୋଗ

ଟେକ୍ସାସ,୭।୬: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଭଳି ନବାଗତ ଦଳଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହାପରେ ପ୍ରଶଂସକମାନେ ଏବଂ ପୂର୍ବତନ ବରିଷ୍ଠ ଖେଳାଳିମାନେ ବାବର ଆଜମଙ୍କ ଦଳକୁ କଡ଼ା ସମାଲୋଚନ କରୁଛନ୍ତି। ତେବେ ଏତିକିରେ ପାକିସ୍ତାନ ପାଇଁ ସମସ୍ୟା…

ଆମେରିକାଠାରୁ ପରାସ୍ତ ହେବାପରେ ମନର ଯନ୍ତ୍ରଣା ବଖାଣିଲେ ପାକିସ୍ତାନ ଅଧିନାୟକ

ନ୍ୟୁୟର୍କ,୭।୬: ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ପାକିସ୍ତାନକୁ ହରାଇ ଆମେରିକା ଏକ ବଡ ଓଲଟପାଲଟ କରିଛି। ଗ୍ରୁପ ଏର ଦୁଇ ଦଳ ମଧ୍ୟରେ କଡ଼ା ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ଏହି ମ୍ୟାଚରେ ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୨୦…

କିଏ ସେହି ପାକିସ୍ତାନକୁ ଧୂଳି ଚଟେଇଥିବା ସୌରଭ ନେଟ୍ରୱାଲକର:ଭାରତ ପାଇଁ ଖେଳିସାରିଛନ୍ତି ବିଶ୍ୱକପ୍‌

ଟେକ୍ସାସ,୭।୬: ଟି-୨୦ ବିଶ୍ୱକପ ୨୦୨୪ର ଗ୍ରୁପ ଏ ମ୍ୟାଚରେ ୨୦୦୯ଟି ଚାମ୍ପିଅନ ପାକିସ୍ତାନକୁ ସୁପର ଓଭରରେ ପରାସ୍ତ କରି ଇତିହାସ ସୃଷ୍ଟି କରିଛି ଆମେରିକା। ଟେକ୍ସାସର ଗ୍ରାଣ୍ଡ ପ୍ରିରି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇଥିଲା। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା…

ପାକିସ୍ତାନକୁ ପରାସ୍ତ କରି ଇତିହାସ ରଚିଲା ଆମେରିକା

ନ୍ୟୁୟର୍କ,୭।୬: ଟି-୨୦ ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ ଘଟିଛି। ପାକିସ୍ତାନ ଏବଂ ଆମେରିକା ମଧ୍ୟରେ ମ୍ୟାଚ ଉଭୟ ଇନିଂସ ଶେଷ ହେବା ପର୍ଯ୍ୟନ୍ତ ଟାଇରେ ଶେଷ ହୋଇଥିଲା। କିନ୍ତୁ ସୁପର ଓଭରରେ ପାକିସ୍ତାନକୁ ପରାସ୍ତ କରି ଆମେରିକା ଇତିହାସ ସୃଷ୍ଟି କରିଛି। ସୁପର…

କ୍ୟାରିୟରର ଶେଷ ମ୍ୟାଚ, ଭାବପ୍ରବଣ ହେଲେ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୬।୬: ଫିଫା ବିଶ୍ୱକପ୍‌ ୨୦୨୬ କ୍ୱାଲିଫାୟର୍ସ ମ୍ୟାଚରେ ଭାରତ ଏବଂ କୁଏତ ମ୍ୟାଚ ୦-୦ ଡ୍ର’ରେ ଶେଷ ହୋଇଛି। ଏହି ମ୍ୟାଚ କୋଲକାତାର ସାଲ୍ଟ ଲେକ ଷ୍ଟାଡିୟମରେ ଖେଳାଯାଇଛି ଏବଂ ଏହା ଭାରତୀୟ ଅଧିନାୟକ ସୁନୀଲ ଛେତ୍ରୀଙ୍କ କ୍ୟାରିୟରର ଶେଷ ମ୍ୟାଚ…

ଛାଡପତ୍ର ଚର୍ଚ୍ଚା ଭିତରେ ଏମିତି ଫଟୋ ଶେୟାର କଲେ ନତାଶା: ଲୋକେ କହିଲେ, ସବୁକିଛି ଠିକ୍‌ ଅଛି

ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଚର୍ଚ୍ଚାରେ ଥିଲେ। ନିକଟରେ ସେମାନଙ୍କ ଛାଡପତ୍ର ବିଷୟରେ ଗୁଜବ ପ୍ରଚାରିତ ହୋଇଥିଲା। ତେବେ ଏହି ଗୁଜବ ଉପରେ ଉଭୟ ନୀରବତା ବଜାୟ ରଖିଥିଲେ। ଏସବୁ ମଧ୍ୟରେ, ନିକଟରେ ନତାଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?