ଖେଳ

ଆଜିଠୁୁ ଟି୨୦ ବିଶ୍ୱକପ୍‌

ଜର୍ଜଟାଉନ୍‌,୨ା୬(ପି.ଟି)ଆମେରିକା ଓ ଓ୍ବେଷ୍ଟଇଣ୍ଡିଜର ମିଳିତ ଆୟୋଜନରେ ଟି୨୦ କ୍ରିକେଟ ବିଶ୍ୱକପ୍‌ ଟୁର୍ନାମେଣ୍ଟ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ୨୦ ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୫୫ ମ୍ୟାଚ୍‌ ଖେଳାଯିବ। ସହ ଆୟୋଜକ ରହିଥିବା ଓ୍ବେଷ୍ଟଇଣ୍ଡିଜ୍‌…

କ୍ରିକେଟରୁ ଅବସର ନେଲେ ଦୀନେଶ କାର୍ତ୍ତିକ

ଚେନ୍ନାଇ,୧।୬: ଟିମ୍ ଇଣ୍ଡିଆର ଭେଟେରାନ୍ ୱିକେଟ୍ କିପର ବ୍ୟାଟର ଦୀନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟ୍ ରୁ ଅବସର ଘୋଷଣା କରିଛନ୍ତି। ଶନିବାର କାର୍ତ୍ତିକ ସୋସିଆଲ ମିଡିଆ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସେ ଏକ ଭାବପ୍ରବଣ ପୋଷ୍ଟ ମାଧ୍ୟମରେ ପ୍ରଶଂସକ ଏବଂ…

ଟିମ୍‌ ଇଣ୍ଡିଆକୁ କିଭଳି କୋଚ୍‌ ଆବଶ୍ୟକ? ବିସିସିଆଇକୁ ଗାଙ୍ଗୁଲିଙ୍କ ପରାମର୍ଶ, ଗମ୍ଭୀରଙ୍କୁ ନେଇ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୧।୬: ଗୋଟିଏ ପଟେ ଟିମ୍‌ ଇଣ୍ଡିଆ ଆମେରିକାରେ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ଦେଶରେ ଏହା ବ୍ୟତିତ ଆଗାମୀ କୋଚ କିଏ ହେବ ତାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିଶ୍ୱକପ୍‌ ପରେ ବର୍ତ୍ତମାନର କୋଚ୍‌ ରାହୁଲ ଦ୍ରାବିଡଙ୍କ…

ଶୁବମନ ଗିଲ୍‌ଙ୍କୁ ବିବାହ କରିବେ ରିଦ୍ଧିମା, ମୁହଁ ଖୋଲିଲେ ଅଭିନେତ୍ରୀ…

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ଙ୍କ ନା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବଂ ସୈଫ୍‌ ଅଲ୍ଲୀଙ୍କ ଝିଅ ସାରା ଅଲି ଖାନ୍‌ଙ୍କ ସହ ଜଡ଼ିତ ହେବା ଏବେ ଟେଲି ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କୁ ନେଇ ଚର୍ଚ୍ଚା ହେଉଛି। ଶୁବମନଙ୍କଠାରୁ ରିଦ୍ଧିମା…

ବିରାଟଙ୍କ ପାଖରେ ଏମିତି ଡିମାଣ୍ଡ ରଖିଲେ ଗାଭାସ୍କର

ନୂଆଦିଲ୍ଲୀ,୧।୬: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଆଗରେ ଏକ ବଡ଼ ଡିମାଣ୍ଡ ରଖିଛନ୍ତି। ଗାଭାସ୍କର ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଶତକ ହାସଲ କରି ତାଙ୍କର ଏବଂ ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଲାଷ୍ଟାୟର କୁକଙ୍କ କ୍ଲବରେ…

ଆଜି ଭାରତ-ବାଂଲାଦେଶ ଓ୍ବାର୍ମଅପ୍‌

ନ୍ୟୁୟର୍କ, ୧।୬: ଟି୨୦ କ୍ରିକେଟ ବିଶ୍ୱକପ୍‌ ଆସନ୍ତା ୨ ତାରିଖରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ଟୁର୍ନାମେଣ୍ଟ ପୂର୍ବରୁ ଭାରତ ଏହାର ଓ୍ବାର୍ମଅପ୍‌ ମ୍ୟାଚ ଶନିବାର ବାଂଲାଦେଶ ବିପକ୍ଷରେ ଖେଳିବ। ନ୍ୟୁୟର୍କ ଷ୍ଟାଡିୟମର ପିଚ୍‌ ଏବଂ…

୧୬ ଘଣ୍ଟାର ଯାତ୍ରା କରି ଭାରତୀୟ ଦଳରେ ଯୋଗଦେଲେ କୋହଲି

ନ୍ୟୁୟର୍କ,୧ା୬: ଟି୨୦ ବିଶ୍ୱକପ୍‌ ଖେଳିବା ଲାଗି ଭାରତର ଷ୍ଟାର ବ୍ୟାଟର ବିରାଟ କୋହଲି ନ୍ୟୁୟର୍କରେ ପହଞ୍ଚିଛନ୍ତି। ଅନ୍ୟ ସାଥୀ ଖେଳାଳିମାନେ ଏଠାରେ ପହଞ୍ଚିବାର ୫ ଦିନ ପରେ ସେ ଆସିଛନ୍ତି। କୋହଲି ଶନିବାର ବାଂଲାଦେଶ ବିପକ୍ଷରେ ଭାରତର ଓ୍ବାର୍ମଅପ୍‌ ମ୍ୟାଚରେ ଖେଳିବେ…

ବାଜିଲା ମୋହର! ଏହି ଖେଳାଳି ନେବେ ରାହୁଲ ଦ୍ରାବିଡଙ୍କ ସ୍ଥାନ, ହେବେ ନୂଆ ମୁଖ୍ୟ କୋଚ୍‌

ମୁମ୍ବାଇ,୧।୬: ୨୦୦୭ ଏବଂ ୨୦୧୧ରେ ବିଶ୍ୱକପ୍‌ ଜିତିଥିବା ଭାରତୀୟ ଟିମ୍‌ର ସଦସ୍ୟ ଥିବା ଓପନିଂ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ ହେବା ଏକପ୍ରକାର ନିଶ୍ଚିତ ହୋଇସାରିଛି। ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ ଦ୍ରାବିଡ଼ଙ୍କ ଉତ୍ତରାଧିକାରୀ ଭାବେ…

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡର ଏହି ବୋଲରଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, ବେଟିଂ ମାମଲାରେ…

ନୂଆଦିଲ୍ଲୀ,୧।୬: ବେଟିଂ ପାଇଁ ବ୍ୟାନ୍‌ ହେଲେ ଇଂଲଣ୍ଡର ଦ୍ରୁତ ବୋଲର ବ୍ରାଇଡନ୍‌ କାର୍ସ। ଇଂଲଣ୍ଡ କ୍ରିକେଟ ବୋର୍ଡ ତାଙ୍କୁ ୨୦୧୭ରୁ ୨୦୧୯ ଯାଏ ୩୦୩ଥର ବେଟିଂ କରିବାରେ ଦୋଷୀ ସାବ୍ୟସ୍ତ କରିଛି। ଏହା ପରେ ବୋର୍ଡର ଦୁର୍ନୀତି ନିବାରଣ ସଂସ୍ଥା ତାଙ୍କୁ…

ଆଜି ଭାରତ-ବାଂଲାଦେଶ ବିଶ୍ୱକପ୍‌ ଓ୍ବାର୍ମଅପ୍‌

ନ୍ୟୁୟର୍କ, ୧।୬ (ପି.ଟି.): ଟି୨୦ କ୍ରିକେଟ ବିଶ୍ୱକପ୍‌ ଆସନ୍ତା ୨ ତାରିଖରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ଟୁର୍ନାମେଣ୍ଟ ପୂର୍ବରୁ ଭାରତ ଏହାର ଓ୍ବାର୍ମଅପ୍‌ ମ୍ୟାଚ ଶନିବାର ବାଂଲାଦେଶ ବିପକ୍ଷରେ ଖେଳିବାକୁ ଯାଉଛି। ନ୍ୟୁୟର୍କ ଷ୍ଟାଡିୟମର…

ଅପରାଜିତା ଫେୟାର ପ୍ଲେ ଏକ୍ସପର୍ଟ

ଭୁବନେଶ୍ୱର, ୧।୬, (ତପନ ସ୍ବାଇଁ): ଗୁଜରାଟର ଗାନ୍ଧୀନଗରଠାରେ ବିଶ୍ୱ ଜୁନିୟର ଚେସ୍‌ ପ୍ରତିଯୋଗିତା ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ବିଶ୍ୱ ଚେସ୍‌ ଫେଡେରେଶନ୍‌(ଫିଡେ) ଓଡ଼ିଶାର ଅନ୍ତର୍ଜାତୀୟ ଚେସ୍‌ ଖେଳାଳି…

୪ର୍ଥ ରାଉଣ୍ଡରେ କ୍ୱାଲିଫାୟର ଓଲ୍‌ଗା, ଇଲିସାବେଟା

ପ୍ୟାରିସ, ୧।୬: ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରେ ଅନେକ ଅଣସିଡେଡ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରହିଛି। ସେମାନଙ୍କ ମଧ୍ୟରୁ ଇଲିସାବେଟା କୋକିଆରେଟୋ ଓ କ୍ୱାଲିଫାୟର ଓଲ୍‌ଗା ଡାନିଲୋଭିଚ୍‌ ପ୍ରଥମଥରପାଇଁ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଇଟାଲୀର ଇଲିସାବେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?