ଖେଳ

ଗିଲଙ୍କ ଆଗରେ ହାର୍ଦ୍ଦିକ ଫେଲ! ହାରୁଥିବା ବାଜି ଜିତିଲା ଗୁଜରାଟ

ଅହମ୍ମଦାବାଦ,୨୫।୩: ଶୁବମନ ଗିଲଙ୍କ କ୍ୟାପଟେନଶିପରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ୨୦୨୪ର ପଞ୍ଚମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ (MI) କୁ୬ରନରେ ପରାସ୍ତ କରିଛି। ଗୁଜୁରାଟ ପାଇଁ ଉମେଶ ଯାଦବ ଗତ ଓଭରରେ…

ଫିଲ୍ଡିଂ କରିବାକୁ ଲଙ୍ଗ ଅନ୍ ପଠାଇଲେ ହାର୍ଦ୍ଦିକ, ସ୍ତବ୍ଧ ହୋଇ ଅନାଇ ରହିଲେ ରୋହିତ

ଅହମ୍ମଦାବାଦ,୨୫।୩: ଆଇକନିକ୍ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜୁରାଟ ଟାଇଟାନ୍ସ (ଜିଟି) ବିପକ୍ଷରେ ୨୦୨୪ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ର ଉଦଘାଟନୀ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୨୦୨୪…

ମୁମ୍ବାଇକୁ ହରାଇଲା ଗୁଜରାଟ

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ଗୁଜୁରାଟ ଟାଇଟନ୍ସ ୬ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଗୁଜରାଟ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ୍‌ କରିଥିଲା।…

ମୁମ୍ବାଇ ଇଣ୍ଡିଆନ୍ସ ଆଗରେ ୧୬୯ ରନ୍‌ର ବିଜୟ ଟାର୍ଗେଟ୍‌

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଗୁଜୁରାଟ ଟାଇଟାନ୍ସ ବ୍ୟାଟିଂ କରି…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତିି ନେଇ ହାର୍ଦ୍ଦିକ ପାଣ୍ଡ୍ୟା: ଗୁଜୁରାଟ ଟାଇଟାନ୍ସର ବ୍ୟାଟିଂ ଜାରି

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜୁରାଟ ଟାଇଟାନ୍ସ ବ୍ୟାଟିଂ…

ଲକ୍ଷ୍ନୌକୁ ହରାଇ ରାଜସ୍ଥାନର ବିଜୟ ଅଭିଯାନ ଆରମ୍ଭ

ଜୟପୁର,୨୩।୩: ସୱାଇ ମାନସିଂହ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)-୨୦୨୪ର ଚତୁର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୨୦ ରନ୍‌ରେ ପରାସ୍ତ କରିଛି। ୧୯୪ ରନ୍‌ର ବିଜୟ…

ଘରୋଇ ମାଟିରେ ଇତିହାସ ରଚିଲା ଓଡ଼ିଶା ଏଫ୍ ସି: ପ୍ରଥମ ଥର ହାତେଇଲା ଇଣ୍ଡିଆନ୍ ୱିମେନ୍ସ ଲିଗ୍ ଟ୍ରଫି

ଭୁବନେଶ୍ୱର,୨୪।୩: ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌(ଆଇଡବ୍ଲ୍ୟୁଏଲ୍‌)ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ କର୍ନାଟକ କିକ୍‌ଷ୍ଟାର୍ଟ ଏଫ୍‌ସିକୁ ହରାଇ ଚାମ୍ପିୟନ ହୋଇଛି ଓଡ଼ିଶା ଏଫ୍ ସି। ଏହି ମ୍ୟାଚ୍‌ ଜିତିବା ସହିତ ଆଇଡବ୍ଲ୍ୟୁଏଲ୍‌ ଇତିହାସରେ ପ୍ରଥମ ଟାଇଟଲ ହାସଲ କରିଛି। ରବିବାର କଳିଙ୍ଗ ଷ୍ଟାଡିୟମରେ ଖେଳା…

ଲାଇଭ୍‌ ମ୍ୟାଚ୍‌ବେଳେ ସିଗାରେଟ୍‌ ଟାଣିଲେ ଶାହରୁଖ: ଭାଇରାଲ ହେଉଛି

କୋଲକତା,୨୪।୩: ଆଇପିଏଲ ୨୦୨୪ର ତୃତୀୟ ମ୍ୟାଚ ରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। କୋଲକାତା ନାଇଟ ରାଇଡର୍ସ ୪ ରନ୍‌ରେ ଜିତିଥିଲେ। କିନ୍ତୁ କୋଲକାତା ନାଇଟ ରାଇଡର୍ସ ମାଲିକ ଶାହାରୁଖ ଖାନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ…

ପଡିଆ ମଝିରେ ଚୁମ୍ବନ ଦେଇ ଫସିଲେ ହର୍ଷିତ

କୋଲକତା,୨୪।୩: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ତୃତୀୟ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ ସମୟରେ କେକେଆର୍‌ ବୋଲର ହର୍ଷିତ ରାଣା ମୟଙ୍କ ଅଗ୍ରୱାଲଙ୍କୁ ବରଖାସ୍ତ କରିବା ପରେ ଫ୍ଲାଇଙ୍ଗ କିସ୍‌ ଦେଇଥିଲେ। ଏହି…

ସୁପରଫ୍ଲପ୍‌ ସାବ୍ୟସ୍ତ ହେଲେ ୨୪.୭୫ କୋଟି ଟଙ୍କାର ଖେଳାଳି

କୋଲକତା,୨୪।୩:କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ରୋମାଞ୍ଚକର ମ୍ୟାଚରେ ଜିତିବାରେ ସଫଳ ହୋଇଛି। ଶ୍ରେୟସ ଆୟରଙ୍କ ଦଳ ୪ ରନ୍‌ରେ ମ୍ୟାଚ୍‌ ଜିତିଥିଲା। କିନ୍ତୁ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ମିଚେଲ ଷ୍ଟାର୍କଙ୍କ ବଲରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ୍‌ନେ…

ରସେଲ୍‌ଙ୍କ ଅଲରାଉଣ୍ଡ ପ୍ରଦର୍ଶନ, କେକେଆରର ସଂଘର୍ଷପୂର୍ଣ୍ଣ ବିଜୟ

କୋଲକାତା,୨୩ା୩: ସନରାଇଜର୍ସ ହାଇଦ୍ରାବାଦକୁ ସଂଘର୍ଷପୂର୍ଣ୍ଣ ୪ ରନ୍‌ରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ପ୍ରଥମେ ବ୍ୟାଟିଂ କରି କେକେଆର ୭ ଉଇକେଟରେ ୨୦୮ ରନ୍‌ କରିଥିଲା। ଜବାବରେ ସନରାଇଜର୍ସ ୭ ଉଇକେଟରେ ୨୦୪ ରନ୍‌ କରିଥିଲା।…

୩ ଓଭର ପୂର୍ବରୁ କୋଚ୍‌ କହିଲେ-ତୁମେ ବ୍ୟାଟିଂ କରିବାକୁ ଯିବ…ପରେ ଏହି ୨୧ ବର୍ଷୀୟ କ୍ରିକେଟର ହର୍ଷଲଙ୍କୁ କନ୍ଦାଇଦେଲେ…

ଚଣ୍ଡିଗଡ଼,୨୩।୩: ଯେଉଁଠାରେ ୱାର୍ନର ବିଫଳ ହେଲେ, ମିଚେଲ ମାର୍ଶ,ଋଷଭ ପନ୍ତଙ୍କ ବ୍ୟାଟ୍‌ ଚାଲିଲା ନାହିଁ , ସେଠାରେ ଜଣେ ୨୧ ବର୍ଷୀୟ ବ୍ୟାଟ୍ସମ୍ୟାନ ଝଡ଼ ଭଳି ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ଏବେ ସମଗ୍ର ବିଶ୍ୱ ତାଙ୍କୁ ଅଭିବାଦନ ଜଣାଉଛି। ଆମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri