ଖେଳ

ବାଂଲାଦେଶ ସିରିଜ ବିଜୟୀ

ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ…

ଟାଇଟଲ ବଜାୟ ରଖିଲେ ଅଲ୍‌କାରାଜ

ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍‌କାରାଜ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ସେ କ୍ରମାଗତ ଦ୍ୱିତୀୟ ଥର ଫାଇନାଲରେ ମେଡଭେଡେଭଙ୍କୁ…

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍‌ ଡୁ…

ଖୁସିରେ ଝୁମିଲେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା

ନୂଆଦିଲ୍ଲୀ,୧୮।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ (ଡବ୍ଲ୍ୟୁପିଏଲ) ୨୦୨୪ ଟାଇଟଲ ଜିତି ଫ୍ରାଞ୍ଚାଇଜ ଟ୍ରଫି ମରୁଡ଼ିକୁ ସମାପ୍ତ କରିଛି। ପୁରୁଷ ଦଳ ଏପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଟାଇଟଲ ଜିତିବାକୁ ଥିବାବେଳେ ଆରସିବି ମହିଳା ଦଳ କେବଳ…

ମୁମ୍ବାଇର ଅଧିନାୟକ ଉପରେ ମୁହଁ ଖୋଲିଲେ ପାଣ୍ଡ୍ୟା, କହିଲେ ରୋହିତ ହେଉଛନ୍ତି…

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ହାର୍ଦ୍ଦିକ ମୁମ୍ବାଇର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେଇଥିଲେ। ବର୍ତ୍ତମାନ ହାର୍ଦ୍ଦିକ ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଖବରଦାତା ସମ୍ମିଳନୀରେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ବିଷୟରେ କହିଛନ୍ତି।…

ସିଏସ୍‌କେ-ଆରସିବି ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ: ଜାଣନ୍ତୁ କେଉଁଠି ଆଉ କେତେ ଟଙ୍କାରେ କରିପାରିବେ ବୁକିଂ

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ମାର୍ଚ୍ଚ ୨୨ରେ ଇଣ୍ଡିଆନ ପ୍ରିମିୟର ଲିଗର ଏହି…

ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟ ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ଦେଇଛି ଚାନ୍ଦା, ଜାଣନ୍ତୁ କେଉଁ ଦଳକୁ ଦେଇଛି କେତେ ଟଙ୍କା

ନୂଆଦିଲ୍ଲୀ,୧୮।୩: ଇଲେକ୍ଟୋରାଲ ବଣ୍ଡ୍‌ର ସବିଶେଷ ତଥ୍ୟ ସାର୍ବଜନୀନ ହେବା ପରେ ପ୍ରତିଦିନ ଏହା ବିଷୟରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବଣ୍ଡ୍‌ଗୁଡିକର ସବିଶେଷ ତଥ୍ୟରୁ ଏହା ମଧ୍ୟ ଜଣାପଡୁଛି ଯେ କେଉଁ କମ୍ପାନୀଗୁଡିକ କେଉଁ ରାଜନୈତିକ ଦଳମାନଙ୍କୁ ଇଲେକ୍ଟୋରାଲ ବଣ୍ଡ୍‌…

ମାଲାମାଲ୍‌ ହେଲେ ଅଶ୍ୱିନ୍‌: ମିଳିଲା ୫୦୦ ସୁନା ମୁଦ୍ରା, ୧ କୋଟି ଟଙ୍କା

ଚେନ୍ନାଇ,୧୮।୩: କିଛି ସପ୍ତାହ ପୂର୍ବରୁ ଅନୁଷ୍ଠିତ ଭାରତ ବନାମ ଇଂଲଣ୍ଡ ସିରିଜରେ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଏକ ଐତିହାସିକ ରେକର୍ଡ ସ୍ଥାପନ କରିଥିଲେ। ଟେଷ୍ଟ କ୍ରିକେଟ ଇତିହାସରେ ଅଶ୍ୱିନ ନବମ ଖେଳାଳି ଭାବେ ୫୦୦ ଉଇକେଟ ପୂରଣ କରିଥିଲେ। ସେ…

ଆରସିବିର ବିଜୟ ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ବିରାଟ କୋହଲି: ଭିଡିଓ କଲ୍‌ରେ କଥା ହେଲେ

ନୂଆଦିଲ୍ଲୀ,୧୮।୩:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ ୨୦୨୪ ଟାଇଟଲ ଜିତିଛି। ଫାଇନାଲରେ ଦଳ ନିଜ ପଡ଼ିଆରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଥିଲା। ଏହା ସହିତ ବାଙ୍ଗାଲୋରର ଟାଇଟଲ ମରୁଡ଼ି ସମାପ୍ତ ହୋଇଛି। ବାଙ୍ଗାଲୋର ପୁରୁଷ ଦଳ ୧୬…

ଆରସିବି ଉପରେ ଟଙ୍କା ବର୍ଷା: ହାରିବା ସତ୍ତ୍ୱେ କୋଟିପତି ହେଲା ଦ୍ୱିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୭ା୩: ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)। ରବିବାର ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୮ ଉଇକେଟରେ ପରାସ୍ତ କରି ଦଳ ଏହାର ପ୍ରଥମ ଟାଇଟଲ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି…

ଭାରତରେ ପହଞ୍ଚିଲେ ଆଇପିଏଲର ସବୁଠାରୁ ମହଙ୍ଗା ଖେଳାଳି

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭାରତରେ ପହଞ୍ଚିଛନ୍ତି। ଷ୍ଟାର୍କଙ୍କୁ ନଲାମୀରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ୨୪.୭୫ ଟଙ୍କା ମୂଲ୍ୟରେ କ୍ରୟ କରାଯାଇଥିଲା। ଯାହା ସହିତ ସେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି…

ଲଗାତର ଦ୍ୱିତୀୟ ଫାଇନାଲୂ ହାରିବା ପରେ ଭୋ ଭୋ କାନ୍ଦିଲେ ଅଧିନାୟକ

ନୂଆଦିଲ୍ଲୀ,୧୮।୩: ମହିଳା ପ୍ରିମିୟର ଲିଗ ୨୦୨୪ (ଡବ୍ଲ୍ୟୁପିଏଲ୍‌) ର ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ହାରିଥିଲା। ଏହା ଦିଲ୍ଲୀର ପ୍ରଥମ ନୁହେଁ କିନ୍ତୁ ଫାଇନାଲରେ କ୍ରମାଗତ ଦ୍ୱିତୀୟ ପରାଜୟ। ପ୍ରଥମ ସିଜିନରେ ମଧ୍ୟ ଦିଲ୍ଲୀ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri