ଖେଳ

ବେଲଜିୟମକୁ ହରାଇଲା ଭାରତ

ଆଣ୍ଟ୍ବେର୍ପ, ୨୨।୫: ଭାରତୀୟ ଜୁନିୟର ପୁରୁଷ ହକି ଦଳ ବିଜୟ ସହ ଏହାର ୟୁରୋପ ଟୁର୍‌ ଆରମ୍ଭ କରିଛି। ଉପ-ଅଧିନାୟକ ଶାରଦାନନ୍ଦ ତିଓ୍ବାରୀଙ୍କ ଡବଲ ଗୋଲ ବଳରେ ଭାରତ ଶୁଟ୍‌ ଆଉଟ ୪-୨ ଗୋଲରେ ବେଲଜିୟମକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ…

ଟାଇଟଲ ବଜାୟ ରଖିଲେ ସୁମିତ

କୋବ୍‌ (ଜାପାନ), ୨୨ା୫ : ଭାରତର ସୁମିତ ଅଣ୍ଟିଲ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ତାଙ୍କ ଏଫ୍‌୬୪ ଜାଭେଲିନ୍‌ ଥ୍ରୋ ବିଶ୍ୱ ଟାଇଟଲ ବଜାୟ ରଖିବାରେ ସମର୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଥାଙ୍ଗାଭେଲୁ ମାରିୟାପ୍ପାନ ଓ ଏକତା ଭ୍ୟାନ ଯଥାକ୍ରମେ…

ନମ୍ବର ଓ୍ବାନକୁ ଫେରିଲେ ସାତ୍ତ୍ୱିକ-ଚିରାଗ

ନୂଆଦିଲ୍ଲୀ, ୨୨ା୫ (ପି.ଟି.): ଥାଇଲାଣ୍ଡ ଓପନରେ ସଫଳତା ପରେ ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପୁଣି ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଯୋଡ଼ି ହୋଇପାରିଛନ୍ତି। ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ପରାଜୟ ପରେ…

କେକେଆର୍‌କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ଏହା ଦଳ ପାଇଁ ଆଇପିଏଲ୍‌ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ…

ଆଇପିଏଲ୍‌ ୨୦୨୪ ଫାଇନାଲ ଖେଳିବ ଏହି ଦୁଇ ଟିମ୍‌!

ନୂଆଦିଲ୍ଲୀ,୨୧।୫: ଆଇପିଏଲ୍‌ ୨୦୨୪ ଏହାର ଅନ୍ତିମ ଚରଣରେ ପହଞ୍ଚିଛି। ୧୦ ଟିମ୍‌ ମଧ୍ୟରେ ଆରମ୍ଭ ହୋଇଥିବା ଟୁର୍ନାମେଣ୍ଟରେ ଏବେ କେବଳ ୪ ଟିମ୍‌ ପ୍ଲେ ଅଫ୍‌ ଖେଳୁଛନ୍ତି। ମେ’ ୨୬ରେ ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବ, ଯେଉଁଥିରେ ପ୍ଲେ ଅଫ୍‌ ଜିତି ଆଗକୁ…

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍‌ କମିନ୍ସ ଟସ୍‌ ଜିତି…

କୋଲକାତା ବିପକ୍ଷରେ ଟସ୍‌ ଜିତିଲା ହାଇଦ୍ରାବାଦ, ନେଲା ଏହି ନିଷ୍ପତ୍ତି

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ କ୍ୱାଲିଫାୟର- ୧ ମୁକାବିଲା ମଙ୍ଗଳବାର କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପ୍ରକାଶ…

ଗମ୍ଭୀର ନା ଫ୍ଲେମିଂ, କିଏ ହେବେ ଭାରତର କୋଚ୍‌? ମହେନ୍ଦ୍ର ସିଂ ଧୋନୀ ନେବେ ନିଷ୍ପତ୍ତି !

ନୂଆଦିଲ୍ଲୀ,୨୧।୫: ଟି୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ପଦ ଖାଲି ହୋଇଯିବ। ଏଥିଲାଗି ବିସିସିଆଇ ନୂଆ କୋଚ୍‌ ଖୋଜିବା ଆରମ୍ଭ କରିଛି। ନ୍ୟାଶନାଲ କ୍ରିକେଟ ଏକାଡେମୀ ମୁଖ୍ୟ ଭିଭି ଏସ୍‌ ଲକ୍ଷ୍ମଣ, ଗୌତମ ଗମ୍ଭୀର, ଜଷ୍ଟିନ୍‌ ଲାଙ୍ଗର, ରିକି…

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ ପହଞ୍ଚିବା ପାଇଁ ବେଙ୍ଗାଲୁରୁ ଚତୁର୍ଥ ଏବଂ ଶେଷ ଦଳ ହୋଇଛି। ମ୍ୟାଚ ପରେ ବେଙ୍ଗାଲୁରୁ…

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି ଅଶ୍ୱିନଙ୍କ ୟୁଟ୍ୟୁବ ଚ୍ୟାନେଲରେ ଗୌତମ ଗମ୍ଭୀର ନିଜର ମତ ରଖିଥିଲେ। ଏହି ସମୟରେ ସେ…

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ ଲାଇନ…

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା ୧୧ମିନିଟ ୪୩ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରିଥିଲେ। ଏଥିସହିତ ସେ ଓଭରଅଲ୍‌ ଜେନେରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?