ଖେଳ

ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଢିଲା ସମସ୍ୟା

ନୂଆଦିଲ୍ଲୀ,୨୪।୨: ଡେଭିଡ ୱାର୍ନର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି -୨୦ସିରିଜର ତୃତୀୟ ତଥା ଶେଷ ମ୍ୟାଚରୁ ବାଦ୍‌ ପଡିଛନ୍ତି। ୱାର୍ନରଙ୍କ ଆଘାତ ଆଇପିଏଲ ୨୦୨୪ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସମସ୍ୟା ବଢାଇ ଦେଇଛି। ଆଇପିଏଲ ୨୦୨୪ ଆରମ୍ଭ…

ମହିଳା ହକି ଦଳର ମୁଖ୍ୟ କୋଚ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୪ା୨: ଭାରତୀୟ ମହିଳା ହକି ଦଳର ମୁଖ୍ୟ କୋଚ୍‌ ଜାନେକ୍‌ ସ୍କୋପ୍‌ମାନ ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଜାତୀୟ ମହାସଂଘ ତାଙ୍କ କଥାକୁ ଗୁରୁତ୍ୱ ଦେଉ ନାହିଁ କିମ୍ବା ତାଙ୍କୁ ଯଥେଷ୍ଟ ସମ୍ମାନ ଦେଉ ନାହିଁ ବୋଲି କିଛିଦିନ ପୂର୍ବେ…

ବାପୁଜୀ, ରାମେଶ୍ୱର ସ୍ପୋର୍ଟିଂ ବିଜୟୀ

ଭୁବନେଶ୍ୱର, ୨୪।୨(ତପନ ସ୍ବାଇଁ): ମୁନ୍‌ ଲାଇଟ୍‌ ୟୁଥ୍‌ କ୍ରିକେଟ କ୍ଲବ ଆନୁକୂଲ୍ୟରେ ବିଜେବି କଲେଜ ପଡ଼ିଆରେ ଚାଲିଥିବା ୭ମ ନବ ଦାସ ଓ ୩ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ୩ୟ ଓ ୪ର୍ଥ ଲିଗ୍‌ ମ୍ୟାଚ ଶୁକ୍ରବାର…

ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୪।୨ ଦୁବାଇରେ  ଚାଲିଥିବା ଫ୍ରେଣ୍ଡଶିପ୍‌ ଦୃଷ୍ଟିବାଧିତ ଟି୨୦ କ୍ରିକେଟ ସିରିଜର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭାରତ ୪୬ ରନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମ ବ୍ୟାଟିଂ କରିଥିବା ଭାରତ ସୁନୀଲ ରମେଶଙ୍କ ୬୧ ବଲ୍‌ରୁ ଦ୍ରୁତ ୮୭ ରନ…

ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ, ୨୪।୨: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ…

ମ୍ୟାଚ୍‌ ଖେଳୁଥିବା ସମୟରେ ହଠାତ୍‌ ଆସଲା ହାର୍ଟ ଆଟାକ୍‌, ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ

ବେଙ୍ଗାଲୁରୁ,୨୩।୨: ମ୍ୟାଚ ସମୟରେ ଘଟିଛି ହୃଦୟ ବିଦାରକ ଘଟଣା। ଖେଳିବାବେଳେ ହାର୍ଟଆଟାକ୍‌ରେ ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ । କର୍ନାଟକ କ୍ରିକେଟର ହୋୟଶାଳା ଓ୍ବାଇସିଙ୍କ ହାର୍ଟ ଆଟାକରେ ମୃତ୍ୟୁ ଘଟିଛି। ଏହି ୩୫ ବର୍ଷୀୟ ଯୁବ କ୍ରିକେଟର ଖେଳ ପଡ଼ିଆରେ ଖେଳିବା…

IND-ENG ଚତୁର୍ଥ ଟେଷ୍ଟ: ରୁଟ୍‌ଙ୍କ ଶତକ, ଇଂଲଣ୍ଡ ସ୍କୋର୍‌ ୩୦୨/୭

ରାଞ୍ଚତ୍, ୨୩।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ଚତୁର୍ଥ କ୍ରିକେଟ ଟେଷ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଇଂଲଣ୍ଡ ପ୍ରଥମ ଦିବସ ଖେଳ ଶେଷ ବେଳକୁ ୭ ଉଇକେଟ ହରାଇ ୩୦୨ ରନ…

ସ୍ବଦେଶ ଫେରିଗଲେ ଇଂଲଣ୍ଡ ଏହି ସ୍ପିନର

ରାଞ୍ଚି,୨୩।୨: ଇଂଲଣ୍ଡ ଯୁବ ସ୍ପିନର ରେହାନ ଅହମଦ ବ୍ୟକ୍ତିଗତ କାରଣରୁ ଘରବାହୁଡ଼ା କରିଛନ୍ତି। ସେ ଭାରତ ବିପକ୍ଷ ଚଳିତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟାଂଶ ଖେଳିବେ ନାହିଁ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଶୁକ୍ରବାର…

ଟି୨୦ ସିରିଜ କବ୍‌ଜା କଲା ଅଷ୍ଟ୍ରେଲିଆ

ଅକ୍‌ଲାଣ୍ଡ(ନ୍ୟୁଜିଲାଣ୍ଡ),୨୩ା୨: ଆଡାମ ଜାମ୍ପାଙ୍କ ଚମତ୍କାର ବୋଲିଂ ଯୋଗୁ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆ ୭୨ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥି ସହିତ ଦଳ ୨-୦ରେ ଅଗ୍ରଣୀ ଲାଭ କରିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜ ଆଗୁଆ…

ଯେଉଁ ବ୍ୟାଟରେ ଦ୍ରୁତତମ ଶତକ କରି ରେକର୍ଡ କରିଥିଲେ ତେନ୍ଦୁଲକର ତାହା ଆଜି ଅବହେଳିତ ଭାବେ ପଡିଛି ପାକିସ୍ତାନରେ

ନୂଆଦିଲ୍ଲୀ,୨୩।୨: ବିଶ୍ୱାସ କରନ୍ତୁ! ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଚମତ୍କାର ବ୍ୟାଟ ଯାହା ୧୯୯୬ରେ ନୈରାବି ପଡିଆରେ ଝଡ଼ ସୃଷ୍ଟି କରିଥିଲା। ଯେଉଁ ବ୍ୟାଟ ଚୌକା ଏବଂ ଛକା ବର୍ଷାର ଏପରି ବର୍ଷା ସୃଷ୍ଟି କରିଥିଲା ଯାହା ପୂର୍ବରୁ କୌଣସି ଆନ୍ତର୍ଜାତୀୟ…

ବିରାଟ-ଅନୁଷ୍କାଙ୍କ ପୁଅ ଅକାୟଙ୍କ ଏଆଇ ଫଟୋ ଭାଇରାଲ, ପ୍ରଶଂସକ କହୁଛନ୍ତି ଜୁନିଅର କୋହଲି

ନୂଆଦିଲ୍ଲୀ,୨୩।୨: ଭାରତୀୟ ଖେଳାଳି ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ସେମାନଙ୍କର ଦ୍ୱିତୀୟ ସନ୍ତାନ ଅକାୟଙ୍କୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ସେମାନଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ନୋଟ ଶେୟାର କରି ଅକାୟଙ୍କ ଜନ୍ମ ବିଷୟରେ ସୂଚନା ଦେଇଥିଲେ। ଏହି…

ସିରିଜ୍‌ ମଝିରେ ଅଚାନକ ଘରକୁ ପଳାଇଲେ ଏହି କ୍ରିକେଟର୍‌

ରାଞ୍ଚି,୨୩।୨: ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତିନୋଟି ମ୍ୟାଚ ପରେ ୨-୧ରେ ପଛରେ ପଡିଥିବା ଇଂରାଜୀ ଦଳକୁ ଏକ ବଡ଼ ଝଟକା ଦେଇଛି। ଦଳର ଯୁବ ସ୍ପିନ ଅଲରାଉଣ୍ଡର ରେହାନ ଅହମ୍ମଦଙ୍କୁ ହଠାତ୍‌ ଘରକୁ ଫେରିବାକୁ ପଡିଛି। ଏବେ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri