ଖେଳ

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଜୁନ ୨ରେ ଆୟର୍ଲାଣ୍ଡ ବିପକ୍ଷରେ ବିଶ୍ୱକପ ଅଭିଯାନ ଆରମ୍ଭ କରିବ। ଏହା…

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ ତାଙ୍କର ପ୍ରଥମ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ୍‌ ସେ ଫ୍ଲପ୍‌ ସାବ୍ୟସ୍ତ ହୋଥିଲେ। ସେ…

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ। ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ…

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ମୁମ୍ବାଇ ଦଳ ମାତ୍ର ୧୯୬ ରନ ସ୍କୋର କରିପାରିବ। ଗୋଟିଏ…

ବକ୍ସର ପରବିନଙ୍କୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ ୩ଥର ତାଙ୍କ ଠିକଣା ଦେବାରେ ବିଫଳ ହୋଇଥିବାରୁ ଓ୍ବାଲର୍‌ଡ ଆଣ୍ଟି ଡୋପିଙ୍ଗ ଏଜେନ୍ସି (ଓ୍ବାଡା)…

ଆଜି ଆର୍‌ସିବି-ସିଏସ୍‌କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା

ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ପଏଣ୍ଟ ଟେବୁଲର ସ୍ଥିତି ଏପରି…

‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’

ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍‌ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି। ଆସନ୍ତା ଜୁନ୍‌ ୬ରେ କୁଏଟ୍‌ ବିପକ୍ଷରେ ଫିଫା ବିଶ୍ୱକପ କ୍ୱାଲିଫାୟର ଖେଳିବା ପରେ ସେ…

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ କ୍ରିକେଟ ବିଶେଷଜ୍ଞମାନେ ଭବିଷ୍ୟବାଣୀ କରୁଥିବା ଦେଖାଯାଉଛି। ଏହି କ୍ରମରେ ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ଅଧିନାୟକ…

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ ଗ୍ରହଣ କରିବେ। ବର୍ତ୍ତମାନ ଆଇପିଏଲ୍‌ରେ କୋଲକାତା ନାଇଟ୍‌ ରାଇଡର୍ସର ମେଣ୍ଟର ଥିବା ଗମ୍ଭୀରଙ୍କୁ ବିସିସିଆଇ…

ଏହି ଦଳ ହେବ ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ହେଡେନ୍‌

ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲୀୟ ପୂର୍ବତନ କିମ୍ବଦନ୍ତୀ ମାଥ୍ୟୁ ହେଡେନ ଆଇପିଏଲ ୨୦୨୪ ବିଜେତା ସମ୍ବନ୍ଧରେ ପୂର୍ବାନୁମାନ କରିଛନ୍ତି। ଏକ ସାକ୍ଷାତକାରରେ ହେଡେନ ରାଜସ୍ଥାନ ଏଥର କପ୍‌ ନେବ ବୋଲି କହିଛନ୍ତି। ହେଡେନ କହିଛନ୍ତି, ମୁଁ ଭାବୁଛି ଏଥର ରାଜସ୍ଥାନ ରୟାଲ୍ସ ଦଳ ଆଇପିଏଲ…

ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍‌ରେ କୋଳାକୋଳି

ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ ଗ୍ରାଉଣ୍ଡ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଚେନ୍ନାଇ ଦଳ ବେଙ୍ଗାଲୁରୁରେ ପହଞ୍ଚି ଅଭ୍ୟାସ…

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କର ବା ମର ମ୍ୟାଚ୍‌ ଖେଳିବ। ଚଳିତ ସିଜନରେ ଆରସିବି କିମ୍ବଦନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?