ଖେଳ

ଶେଷ ଓଭରରେ ୩୬ ରନ୍: ଆଫଗାନିସ୍ଥାନ ବୋଲରଙ୍କୁ ଧୋଇଲେ ରୋହିତ-ରିଙ୍କୁ ସିଂ

ବେଙ୍ଗାଲୁର,୧୭।୧: ଆଫଗାନିସ୍ତାନ ଶେଷ ଟି୨୦ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ପ୍ରାରମ୍ଭିକ ବିପର୍ଯ୍ୟୟର ସାମ୍ନା କରିଥିଲା ଭାରତ। ମାତ୍ର ୨୨ ରନରେ ଚାରିଟି ୱିକେଟ୍ ହରାଇ ବିପଦରେ ପଡିଥିବା ଟିମ୍ ଇଣ୍ଡିଆ ପାଇଁ ତ୍ରାଣକର୍ତ୍ତା ସାଜିଛନ୍ତି ଅଧିନାୟକ ରୋହିତ ଶର୍ମା ଏବଂ…

ପ୍ରାରମ୍ଭିକ ବିପର୍ଯ୍ୟୟ ପରେ ଗର୍ଜିଲେ ରୋହିତ-ରିଙ୍କୁ ସିଂ, ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩

ବେଙ୍ଗାଲୁର,୧୭।୧: ଆଫଗାନିସ୍ତାନ ଶେଷ ଟି୨୦ ମ୍ୟାଚରେ ଖରାପ ଆରମ୍ଭ ପରେ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି ଟିମ୍ ଇଣ୍ଡିଆ। ରୋହିତ ଶର୍ମା ଏବଂ ରିଙ୍କୁ ସିଂ ଚମତ୍କାର ବ୍ୟାଟିଂ କରି ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ…

ନିର୍ଣ୍ଣାୟକ ଟି-୨୦ରେ ଟସ୍‌ ଜିତିଲା ଭାରତ

ବେଙ୍ଗାଲୁରୁ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ…

ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ: ଜୟସ୍ବାଲ-ଅକ୍ଷରଙ୍କୁ ଜବରଦସ୍ତ ଫାଇଦା

ନୂଆଦିଲ୍ଲୀ,୧୭।୧: ଆଇସିସି ବୁଧବାର ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ କରିଛି। ଭାରତର ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଏବଂ ଅଲରାଉଣ୍ଡର ଅକ୍ଷସ୍‌ର ପଟେଲଙ୍କୁ ବଡ଼ ଫାଇଦା ମିଳିଛି। ୟଶାସ୍ବୀ ଟପ-୧୦ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ରେ ପ୍ରବେଶ କରିଛନ୍ତି। ଯଶାସ୍ବୀ ୭ଟି ସ୍ଥାନ ଉପରକୁ ଉଠିଛନ୍ତି।…

୮୫ ବର୍ଷ ପରେ ଟେଷ୍ଟ କ୍ରିକେଟରେ ଘଟିଲା ଏମିତି କାରନାମା

ଆଡିଲେଡ,୧୭।୧: ୱେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଶାମର ଜୋସେଫ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଶାମର ଜୋସେଫ ଷ୍ଟିଭ ସ୍ମିଥଙ୍କୁ ତାଙ୍କର ପ୍ରଥମ ବଲରେ ଆଉଟ୍‌ କରିଥିଲେ। ଏହିପରି ଭାବରେ ଶାମର ଜୋସେଫ ଏକ ଚମତ୍କାର ଢଙ୍ଗରେ ତାଙ୍କର ଟେଷ୍ଟ କ୍ୟାରିୟର…

ଚୌକା-ଛକା ବର୍ଷା କରି ଅନେକ ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୭।୧: ଟି-୨୦ ସିରିଜର ତୃତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ ରେ ଫିନ ଆଲେନ ବିସ୍ଫୋରକ ଶତକ ହାସଲ କରିଥିଲେ। ସେ ୧୬ ଛକା ଓ ୬ ଚୌକା ସହାୟତାରେ ୧୩୭ ରନ ସ୍କୋର କରିଥିଲେ। ଆଲେନ…

ଭାରତୀୟ ସେନାଙ୍କ ସହ ମିଶି ଗଦଗଦ ହେଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୧୭।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମି ଆହତ କାରଣରୁ ଏବେ ଖେଳରୁ ବିରତି ନେଇଛନ୍ତି, କିନ୍ତୁ ସବୁଠି ତାଙ୍କର ଚର୍ଚ୍ଚା ହେଉଛି। ନିକଟରେ ତାଙ୍କୁ ରାଷ୍ଟ୍ରପତି ଅର୍ଜୁନ ପୁରସ୍କାର ପ୍ରଦାନ କରିଥିଲେ ଏବଂ ବର୍ତ୍ତମାନ କ୍ରିକେଟର ଭାରତୀୟ ସୈନିକମାନଙ୍କ…

ଇତିହାସ ରଚିବାକୁ ଯାଇଛି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିବାର ଦ୍ୱାରସ୍ଥ ହୋଇଛି। ବୁଧବାର ଯେତେବେଳେ ଟିମ ଇଣ୍ଡିଆ ବେଙ୍ଗାଲୁରୁରେ ଆଫଗାନିସ୍ତାନକୁ ଭେଟିବ, ସେତେବେଳେ ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ପାଇବ। ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଟି -୨୦ ସିରିଜର…

କୋହଲିଙ୍କ ପାଖରେ ବିଶ୍ୱ ରେକର୍ଡ ଭାଙ୍ଗିବାର ସୁଯୋଗ, ଦରକାର ମାତ୍ର ୬ ରନ୍‌

ନୂଆଦିଲ୍ଲୀ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବୁଧବାର ବେଙ୍ଗାଲୁରୁରେ ଖେଳାଯିବ। ଏହି ମ୍ୟାଚରେ ବିରାଟ କୋହଲି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିପାରିନ୍ତି। କୋହଲିଙ୍କୁ ଟି -୨୦ ରେ…

ଆଜି ତୃତୀୟ ଟି -୨୦: ବେଙ୍ଗାଲୁରୁରେ ହେବ ଭାରତ- ଆଫଗାନିସ୍ତାନ ମୁକାବିଲା

ବେଙ୍ଗାଲୁରୁ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବେଙ୍ଗାଲୁରୁରେ ଖେଳାଯିବ। ବେଙ୍ଗାଲୁରୁରେ ହେବାକୁ ଥିବା ମ୍ୟାଚ ପାଇଁ ଟିମ ଇଣ୍ଡିଆ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଯଦି ଆମେ ବେଙ୍ଗାଲୁରୁର ପାଣିପାଗ ବିଷୟରେ ଆଲୋଚନା କରିବା,…

ବାଂଲାଦେଶ କ୍ରିକେଟରଙ୍କୁ ଆଇସିସିର ବାସନ୍ଦ

ଡର୍ବାନ, ୧୭ା୧ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦୁର୍ନୀତି ଅଭିଯୋଗରେ ବାଂଲାଦେଶ ଅଲରାଉଣ୍ଡର ନାସିର ହୋସେନଙ୍କୁ ୨ ବର୍ଷ ବାସନ୍ଦ କରିଛି। ଏମିରେଟ୍ସ କ୍ରିକେଟ ବୋର୍ଡ (ଇସିବି) ଦୁର୍ନୀତି ନିବାରଣ ସଂହିତାର ସେ ୩ଟି ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ…

ଗୋକୁଳମ୍‌କୁ ହରାଇଲା ଚେନ୍ନାଇନ୍‌

ଭୁବନେଶ୍ୱର, ୧୭।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ବିଜୟ ହାସଲ କରିଛି ଚେନ୍ନାଇନ୍‌ ଏଫ୍‌ସି। ପିଚ୍‌-୧ରେ ଆୟୋଜିତ ଗ୍ରୁପ୍‌ ‘ସି’ ମୁକାବିଲାରେ ଚେନ୍ନାଇନ୍‌ ୨-୦ ଗୋଲରେ ଗୋକୁଳମ୍‌ କେରଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri