ଖେଳ

ବିଦା ହେବ ସନରାଇଜର୍ସ ହାଇଦ୍ରାବାଦ, ପ୍ଲେ ଅଫ୍‌ରେ ପହଞ୍ଚିବେ ଆର୍‌ସିବି-ସିଏସ୍‌କେ !

ନୂଆଦିଲ୍ଲୀ,୧୪।୫: ଆଇପିଏଲ୍‌ ପ୍ଲେ ଅଫ୍‌ ମୁକାବିଲା ଯେତିକି ପାଖେଇ ଆସୁଛି, ରୋମାଞ୍ଚ ସେତିକି ବଢ଼ୁଛି। ଏମିତିରେ କେଉଁ ୪ ଟିମ୍‌ ଯୋଗ୍ୟତା ହାସଲ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। କୋଲକାତା ନାଇଟ୍‌ ରାଇଡର୍ସ ପ୍ରଥମ ଟିମ୍‌ ଭାବେ ପ୍ଲେ…

ଆହତ ସତ୍ତ୍ୱେ ଟସ୍କିନ ଅହମଦଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଢାକା,୧୪ା୫: ପାର୍ଶ୍ୱ ଯନ୍ତ୍ରଣା ପାଇଁ ଚିକିତ୍ସାଧୀନ ଥିବା ସତ୍ତ୍ୱେ ପେସ୍‌ ବୋଲର ଟସ୍କିନ ଅହମଦ ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବାଂଲାଦେଶ ଦଳରେ ସ୍ଥାନ ପାଇଛନ୍ତି। ତାଙ୍କୁ ଦଳର ଉପଅଧିନାୟକ କରାଯାଇଛି। ଗତ ସପ୍ତାହରେ ଜିମ୍ବାଓ୍ବେ ବିପକ୍ଷ ୫ମ ଅନ୍ତର୍ଜାତୀୟ…

ଗାଳି ପରେ ଏବେ କେ ଏଲ୍‌ ରାହୁଲଙ୍କୁ ଡିନର୍‌ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ

ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍‌ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍‌ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଉକ୍ତ ଫଟୋରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିଥିବା…

ସ୍ପେଶାଲ ଗିଫ୍ଟ ଦେବେ ଅନୁଷ୍କା-ବିରାଟ

ମୁମ୍ବାଇ: ବଲିଉଡର ପପୁଲାର କପଲମାନଙ୍କ ମଧ୍ୟରୁ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଅନ୍ୟତମ। ଯେତେବେଳେ ବି ଏହି ଦମ୍ପତି କକୌଣସି ସ୍ଥାନରେ ନଜର ଆସିବେ, ପ୍ରଶଂସକମାନେ ବହୁତ ଖୁସି ଅନୁଭବ କରନ୍ତି । ପ୍ରଶଂସକମାନେ ବିରାଟ ଏବଂ ଅନୁଷ୍କାଙ୍କ ଟିକିଏ…

ବଲ୍‌ ଚୋରି କରୁଥିଲେ ପ୍ରଶଂସକ, ଧରିଲା ପୋଲିସ: ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ,୧୪।୫: ଆଇପିଏଲ୍‌ ୨୦୨୪ ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୭୦ଟି ଲିଗ ମ୍ୟାଚ ମଧ୍ୟରୁ ୬୩ଟି ଖେଳାଯାଇଛି। ପ୍ରଶଂସକମାନେ ଏପର୍ଯ୍ୟନ୍ତ ଆଇପିଏଲକୁ ବହୁତ ଉପଭୋଗ କରିଛନ୍ତି। ଅନେକ ଲୋକ ଟିଭିରେ ଟୁର୍ନାମେଣ୍ଟ ମ୍ୟାଚ ଦେଖିଥିବାବେଳେ କିଛି ଲୋକ ମ୍ୟାଚ ଦେଖିବା ପାଇଁ…

ଆଇପିଏଲ୍‌ରୁ ଗୁଜରାଟ ବିଦା: ଆରସିବିକୁ ଫାଇଦା

ନୂଆଦିଲ୍ଲୀ,୧୪।୫: ଗୁଜରାଟ ଟାଇଟାନ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଆଇପିଏଲ ୨୦୨୪ର ୬୩ତମ ମ୍ୟାଚ ଖେଳାଯିବାର ଥିଲା। କିନ୍ତୁ ଏହି ମ୍ୟାଚ୍‌କୁ ବର୍ଷା ଧୋଇଦେଇଥିଲା। ଏହି ବାତିଲ ହୋଇଥିବା ମ୍ୟାଚ ସହିତ ଗୁଜରାଟକୁ ପ୍ଲେ ଅଫ ରେସ୍‌ରୁ ହଟାଇ ଦିଆଯାଇଥିଲା।…

ପ୍ରତୀକ୍ଷାର ଅନ୍ତ: ଜାଣନ୍ତୁ କେବେ, କେଉଁଠୁ କିଣିବେ ଆଇପିଏଲ୍‌ ପ୍ଲେ ଅଫ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୪।୫:ଆଇପିଏଲ୍‌ ୨୦୨୪ ଧୀରେ ଧୀରେ ପ୍ଲେ ଅଫ ଆଡକୁ ଗତି କରୁଛି। ଟୁର୍ନାମେଣ୍ଟରେ ୭୦ଟି ଲିଗ ମ୍ୟାଚ ଖେଳାଯିବ, ସେଥିମଧ୍ୟରୁ ୬୩ଟି ଖେଳାଯାଇଛି। ପ୍ଲେ ଅଫ ପାଖେଇ ଆସୁଥିବା ଦେଖି ଆଇପିଏଲ ଫାଇନାଲ ସମେତ ନକଆଉଟ ମ୍ୟାଚ ପାଇଁ ଟିକେଟ ଜାରି…

ହୃଦୟକୁ ଛୁଇଁଲା ଲିଭିଙ୍ଗଷ୍ଟୋନଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୪।୫: ଆସନ୍ତା ମାସର ଟି -୨୦ ବିଶ୍ୱକପ ପୂର୍ବରୁ ଆଣ୍ଠୁରେ ଆଘାତ ଯୋଗୁ ପଞ୍ଜାବ କିଙ୍ଗସର ଅଲରାଉଣ୍ଡର ଲିଆମ ଲିଭିଙ୍ଗଷ୍ଟୋନ ସୋମବାର ଇଂଲଣ୍ଡ ଫେରିଛନ୍ତି। ଲିଭିଙ୍ଗଷ୍ଟୋନଙ୍କ ବ୍ୟତୀତ ଜୋସ ବଟଲର୍‌ (ରାଜସ୍ଥାନ ରୟାଲ୍ସ), ୱିଲ ଜ୍ୟାକ ଏବଂ ରିସ ଟୋପଲି (ରୟାଲ…

ଆଇପିଏଲ୍‌ ମଝିରେ ଆର୍‌ସିବି ଛାଡି ଇଂଲଣ୍ଡ ଫେରିଲେ ୨ ଖେଳାଳି

ନୂଆଦିଲ୍ଲୀ,୧୪।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ପୂର୍ବରୁ ଇଂଲଣ୍ଡର ଅନ୍ୟ ୨ ଖେଳାଳି ଆଇପିଏଲ ୨୦୨୪କୁ ବିଦାୟ ଦେଇଛନ୍ତି। ରାଜସ୍ଥାନ ରୟାଲ୍ସର ଓପନିଂ ବ୍ୟାଟ୍ସମ୍ୟାନ ଜୋସ ବଟଲର ଆରଆର କ୍ୟାମ୍ପକୁ ବିଦାୟ ଦେଇଛନ୍ତି। ବର୍ତ୍ତମାନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)…

ଟିମ୍‌ ଇଣ୍ଡିଆର ନୂଆ କୋଚ ପାଇଁ ଆବେଦନ ଆରମ୍ଭ, ଏମିତି ସର୍ତ୍ତ ରଖିଲା ବିସିସିଆଇ

ନୂଆଦିଲ୍ଲୀ,୧୪।୫: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମୁଖ୍ୟ କୋଚ ପଦ ପାଇଁ ଆବେଦନ ଆରମ୍ଭ କରିଛି। ଭାରତୀୟ ପୁରୁଷ ସିନିୟର ଦଳର ବର୍ତ୍ତମାନର ମୁଖ୍ୟ ହେଉଛନ୍ତି ରାହୁଲ ଦ୍ରାବିଡ। ତାଙ୍କ କାର୍ଯ୍ୟକାଳ ଜୁନ ମାସରେ ଆମେରିକା…

ଡାକ୍ତର ହେବାକୁ ଚାହୁଁଥିଲେ ଜ୍ୟୋତିକା

ଭୁବନେଶ୍ୱର,୧୪ା୫: ଭାରତରେ ପାଠ ପଢ଼ିବା ପାଇଁ ସାଧାରଣତଃ ସମସ୍ତ ମାତା ପିତା ନିଜ ପିଲାଙ୍କୁ ପରାମର୍ଶ ଦେଇଥାନ୍ତି। ତେବେ ଅଲିମ୍ପିକ୍‌ ଯୋଗ୍ୟତା ଅର୍ଜନ କରିଥିବା ଆଥ୍‌ଲେଟ ଜ୍ୟୋତିକା ଶ୍ରୀ ଦାଣ୍ଡିଙ୍କ କାହାଣୀ କିନ୍ତୁ ସମ୍ପୂର୍ଣ୍ଣ ଓଲଟା। ପାଠପଢ଼ାରେ ବେଶ୍‌ ଆଗୁଆ ରହିଥିଲେ…

ଏସିଆନ ବଡିବିଲ୍ଡିଂରେ ଭାଗନେବେ ଶୁଭକାନ୍ତ

ଭୁବନେଶ୍ୱର, ୧୪।୫ (ତପନ ସ୍ବାଇଁ): ଇଣ୍ଡୋନେସିଆର ବାଟମଠାରେ ୫୬ତମ ଏସିଆନ ବଡିବିଲ୍ଡିଂ ଆଣ୍ଡ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ ଅଗଷ୍ଟ ୬ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଭାରତୀୟ ପ୍ରତିଯୋଗୀଙ୍କ ଚୟନ ଟ୍ରାଏଲ୍ସ କେରଳର କୋଚିଠାରେ ଗତ ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?