ଖେଳ

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ,୧୩।୫: ନେଦରଲାଣ୍ଡ୍ସ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କରିଛି। ଦଳ ସ୍କଟ ଏଡୱାର୍ଡସଙ୍କୁ ଅଧିନାୟକ କରିଛି। ଆର୍ଯ୍ୟନ ଦତ୍ତ ଏବଂ ବାସ ଡି ଲିଡେ ମଧ୍ୟ ଦଳର ଏକ ଅଂଶ। ନେଦରଲାଣ୍ଡ୍ସ ଚଳିତ ଥର ଅଭିଜ୍ଞ ଖେଳାଳି…

ଆଇପିଏଲ ୨୦୨୪ ବିଜେତା ଦଳକୁ ମିଳିବ କୋଟି କୋଟି ଟଙ୍କା, ପରାଜିତ ଦଳ ଉପରେ ହେବ ମଧ୍ୟ ଟଙ୍କା ବର୍ଷା

ନୂଆଦିଲ୍ଲୀ,୧୩।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ମ୍ୟାଚ ମେ ୨୧ରୁ ଆରମ୍ଭ ହେବ। ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ୨୬ ମେ’ ଚେନ୍ନାଇରେ ଖେଳାଯିବ। ଯଦି ଆମେ ପୁରସ୍କାର ରାଶି ବିଷୟରେ କହିବା, ତେବେ ଟାଇଟଲ ଜିତୁଥିବା ଦଳ କୋଟି କୋଟି ଟଙ୍କା…

‘ମନ୍ଦିରରେ ବିରାଜିବେ ମାହି…,’ ଧୋନିଙ୍କୁ ଭଗବାନ କରିଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୩।୫: ଆଇପିଏଲ ୨୦୨୪ ର ୬୧ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସର ସମ୍ମୁଖୀନ ହୋଇଥିଲା। ଚେନ୍ନାଇ ଏହି ମ୍ୟାଚରେ ରାଜସ୍ଥାନକୁ ପରାସ୍ତ କରିଛି। ଯାହା ପରେ ଚେନ୍ନାଇ ପାଇଁ ପ୍ଲେ ଅଫ ପାଇଁ ରାସ୍ତା ସହଜ ହୋଇଯାଇଛି ।…

ଆରସିବିର ବିଜୟ ଦେଖି ଭାବପ୍ରବଣ ହେଲେ ଅନୁଷ୍କା

ବେଙ୍ଗାଲୁରୁ,୧୩।୫: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଦେଖିବାକୁ ମିଳିଥିଲା। ସେ ତାଙ୍କ ସ୍ବାମୀ ଏବଂ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିଲେ। ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବା ପରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ…

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ କଭର୍‌ ଡ୍ରାଇଭ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ

ବେଙ୍ଗାଲୁରୁ,୧୩।୫: ଆଇପିଏଲ ୨୦୨୪ର ୬୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ଷଷ୍ଠ ବିଜୟ ହାସଲ କରିଛି। ବିରାଟ କୋହଲି ଏହି ମ୍ୟାଚରେ ୩୦ ରନ ସ୍କୋର ମଧ୍ୟ କରିପାରି ନ…

ଆରସିବି ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କ’ଣ ପ୍ଲେ ଅଫ୍‌ ସମୀକରଣ

ନୂଆଦିଲ୍ଲୀ,୧୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୭ ରନରେ ପରାସ୍ତ କରିଛି। ଏହିପରି ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କ୍ରମାଗତ ପଞ୍ଚମ ବିଜୟ ହାସଲ କରିଛି। ତେବେ ଏହି ବିଜୟ ପରେ ପ୍ଲେ ଅଫ ଖେଳିବାର…

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟରେ ୧୮୭ ରନ୍‌ କରିଥିଲା ଜବାବରେ…

ଛକା-ଚୌକା ମାରି ପ୍ରଥମେ ଚିଡ଼ାଇଲେ କୋହଲି, ଆଉଟ୍‌ ହେବା ପରେ ଇଶାନ୍ତ ନେଲେ ବଦ୍‌ଲା: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଇଶାନ୍ତ ଶର୍ମା ଏବଂ ବିରାଟ କୋହଲିଙ୍କ ମଧ୍ୟରେ ଏକ ମଜାଦାର ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚରେ ଇଶାନ୍ତ ଶର୍ମା ବିରାଟ କୋହଲିଙ୍କୁ…

କ୍ରିକେଟ୍‌ରେ ଓବିଏସ୍‌ ଆଉଟ୍‌ କ’ଣ? ଆଇପିଏଲ୍‌ ଇତିହାସରେ ମାତ୍ର ୩ ଜଣ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି ଏମିତି ଆଉଟ୍‌

ଚେନ୍ନାଇ,୧୨।୫: ଆଇପିଏଲ ୨୦୨୪ର ୬୧ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇ ଜିତିଥିଲା। ଏହି ମ୍ୟାଚ୍‌ରେ ଫିଲ୍ଡରେ ବାଧା ସୃଷ୍ଟି (Obstructing the field dismissals) ହେତୁ…

ଷ୍ଟମ୍ପ୍‌ରେ ବାଜି ନ ଥିଲା ବଲ୍‌, ଆଉଟ୍‌ ହୋଇଗଲେ ଜାଡେଜା: ଦେଖନ୍ତୁ ଭିଡିଓ

ଚେନ୍ନାଇ,୧୨।୫: ଆଇପିଏଲ୍‌ରେ ରବିବାର ଖେଳାଯାଇଥିବା ଚେନ୍ନାଇ ସୁପର କିଙ୍ଗ୍ସ ବନାମ ରାଜସ୍ଥାନ ରୟାଲ୍ସ ମ୍ୟାଚରେ ଏବେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପ୍ରଥମେ ଖେଳି ଆରଆର ୨୦ ଓଭରରେ ୧୪୧ ରନ ସ୍କୋର କରିଥିଲା। ଟାର୍ଗେଟକୁ ପିଛା କରି ଚେନ୍ନାଇ…

ପ୍ଲେ ଅଫ୍‌ ରାସ୍ତାକୁ ଆହୁରି ସହଜ କଲା ଚେନ୍ନାଇ: ରାଜସ୍ଥାନ ପାଇଁ ବଢିଲା ଚିନ୍ତା

ଚେନ୍ନାଇ,୧୨।୫: ଆଇପିଏଲ ୨୦୨୪ର ୬୧ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ରାଜସ୍ଥାନ ରୟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହ ପ୍ଲେ ଅଫରେ ପହଞ୍ଚିବା ପାଇଁ ସେମାନଙ୍କର ଦାବିକୁ ଆହୁରି ମଜଭୁତ କରିଛି। ଟାର୍ଗେଟକୁ ପିଛା କରି ଚେନ୍ନାଇ…

ରାଜସ୍ଥାନକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୧୨।୫: ଚେନ୍ନାଇ ସୁପର କିଙ୍ଗ୍ସ ରାଜସ୍ଥାନ ରୟାଲ୍ସକୁ ୫ ଉଇକେଟରେ ପରାସ୍ତ କରି ପ୍ଲେ ଅଫରେ ପହଞ୍ଚିବା ପାଇଁ ସେମାନଙ୍କର ଦାବିକୁ ମଜଭୁତ କରିଛି। ଟାର୍ଗେଟକୁ ପିଛା କରି ଚେନ୍ନାଇ ୧୮.୨ ଓଭରରେ ୫ ଉଇକେଟ୍‌ ହରାଇ ଜିତିଥିଲା। କ୍ୟାପଟେନ ରୁତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?