ଖେଳ

ଋଷଭ ପନ୍ତ ଗୋଟିଏ ମ୍ୟାଚ୍ ନିଲମ୍ବିତ, ବଡ଼ ମ୍ୟାଚ୍ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା

ନୂଆଦିଲ୍ଲୀ,୧୧।୫: ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ମନ୍ଥର ଓଭର ହାର ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଋଷଭ ପନ୍ତଙ୍କୁ ଗୋଟିଏ ମ୍ୟାଚ୍ ନିଲମ୍ବନ ଏବଂ ୩୦ ଲକ୍ଷ ଟଙ୍କା ଜୋରିମାନା କରାଯାଇଛି। ଏହି ସିଜିନରେ ଦିଲ୍ଲୀର ଏହା ତୃତୀୟ ଅପରାଧ ହୋଇଥିବାରୁ…

ମାଇକେଲ କ୍ଲାର୍କଙ୍କ ବଡ଼ ବୟାନ…ଏହି ଖେଳାଳିଙ୍କ ଦୟାରୁ ପାଣ୍ଡ୍ୟାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ମିିଳିଛି ସୁଯୋଗ

ନୂଆଦିଲ୍ଲୀ,୧୧।୫: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଚୟନ ହୋଇଥିବା ଭାରତୀୟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ରୋହିତ ଶର୍ମା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମ୍ପର୍କକୁ ନେଇ ପ୍ରତିକ୍ରିୟା…

ମୋର କ’ଣ ଅଛି, ଏହା ମୋର ଶେଷ…ରୋହିତ ଶର୍ମାଙ୍କ ଭିଡିଓ ଭାଇରାଲ… 

ନୂଆଦିଲ୍ଲୀ,୧୧।୫: ମୁମ୍ବାଇ ଇଣ୍ଡିଆନ୍ସରେ ସବୁକିଛି ଠିକ୍‌ ଚାଲିନାହିଁ। କାରଣ ସୋସିଆଲ ମିଡିଆରେ ଅଭିଷେକ ନାୟର ଏବଂ ମୁମ୍ବାଇର ପୂର୍ବତନ ଅଧିନାୟକ ହିଟ୍‌ମାନଙ୍କ ଯେଉଁ ଭିଡିଓ ଭାଇରାଲ ହେଉଛି ତାହା ଅନେକ ପ୍ରଶ୍ନ ଉଠାଉଛି। କୁହାଯାଉଛି ଯେ କେକେଆର୍‌ ପକ୍ଷରୁ ଏକ୍ସରେ ଏହି…

ପୁଣି ହୃଦୟ ଜିତିଲେ ଧୋନି, ସିକ୍ୟୁରିଟିଙ୍କୁ ଚକମା ଦେଇ ପଡିଆ ଭିତରକୁ ପଶି ଧୋନିଙ୍କ ପାଦ ଛୁଇଁଲେ ପ୍ରଶଂସକ, ମନ କିଣୁଛି ଭିଡିଓ

ନୂଆଦିଲ୍ଲୀ,୧୧।୫: କୁଲ କ୍ୟାପଟେନ ମହେନ୍ଦ୍ର ସିଂ ଧୋନିଙ୍କ ଫ୍ୟାନ ଫଲୋଇଂ କାହାକୁ ଅଛପା ନାହିଁ। ଯଦି ଏମଏସ ଧୋନି ଭାରତର ଯେକୌଣସି କୋଣରେ ପହଞ୍ଚନ୍ତି, ତେବେ ତାଙ୍କର କ୍ରେଜ ସ୍ପଷ୍ଟ ବାରି ହୋଇପଡେ। ପୁଣିଥରେ ଏମଏସ ଧୋନିଙ୍କ ପ୍ରଶଂସକଙ୍କୁ ଶୁକ୍ରବାର ଅହମ୍ମଦାବାଦର…

ବାସନ୍ଦ ହେଲେ ଆଉ ଦୁଇ ଖେଳାଳି

ଲଣ୍ଡନ, ୧୦ା୫: ବେଲିଜିୟମସ୍ଥିତ ଏକ ମ୍ୟାଚ ଫିକ୍ସିଂ ସିଣ୍ଡିକେଟ୍‌ ସହିତ ସମ୍ପୃକ୍ତିକୁ ନେଇ ଆଉ ଦୁଇ ଜଣ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଖେଳରୁ ସସ୍‌ପେଣ୍ଡ ହୋଇଛନ୍ତି। ଇଣ୍ଟରନ୍ୟାଶନାଲ ଟେନିସ ଇଣ୍ଟିଗ୍ରିଟି ଏଜେନ୍ସି ତରଫରୁ ଏହି ବିଷୟରେ ସୂଚନା ଦିଆଯାଇଛି। ବାରମ୍ବାର ଦୁର୍ନୀତି…

ଟି୨୦ ବିଶ୍ୱକପ୍‌ରେ ସ୍ଥାନ ନ ମିଳିବାରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ବ୍ୟାଟର

ଖ୍ରିଷ୍ଟଚର୍ଚ୍ଚ,୧୧ା୫: ନ୍ୟୁଜିଲାଣ୍ଡର ଅନ୍ୟତମ ଟପ୍‌ ଅର୍ଡର ବ୍ୟାଟର କଲିନ୍‌ ମୁନ୍‌ରୋ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍‌ ପାଇଁ ଜାତୀୟ ଦଳରେ ସ୍ଥାନ ନ ମିଳିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ୩୭…

ଓଡ଼ିଶାରୁ ଭାଗନେବେ ୧୮ ଆଥ୍‌ଲେଟ

ଭୁବନେଶ୍ୱର, ୧୧।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ହେବାକୁଥିବା ୨୭ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାରେ ଓଡ଼ିଶାର ମୋଟ ୧୮ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ୫ ମହିଳା ପ୍ରତିଯୋଗୀ…

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଗୁଜରାଟ ଲାଗି ଗୁରୁତ୍ୱ ବହନ କରୁଥିଲା। କାରଣ ଏହି ବିଜୟ ଯୋଗୁ ଦଳ…

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ ନେଇଛନ୍ତି। ଏଥିପାଇଁ ଅନ୍ୟ କାହାରିକୁ ଦାୟୀ କରାଯାଇ ନ ପାରେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ। ହେଲେ ବହୁତ କମ୍‌ ବୋଲର ଅଛନ୍ତି ଯେଉଁମାନେ ଉଇକେଟ ନେଇ ବି ପ୍ରତିକ୍ରିୟାହୀନ ନଜର…

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ ବାହାରିଥିଲେ। ଏବେ ତାଙ୍କର ସାଥୀ ଖେଳାଳି ମହମ୍ମଦ ଶାମି ଘଟଣାକୁ ନେଇ ମୁହଁ ଖୋଲିଛନ୍ତି।…

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ ନେଇ ଅଧିନାୟକ ଭାବେ ଲୋକେଶ ରାହୁଲଙ୍କ ଭବିଷ୍ୟତକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?