ଖେଳ

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ ଥର ପାଇଁ ଟାଇଟଲ୍ ହାସଲ କରିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB ପୁଣିଥରେ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ଯାହାଫଳରେ ତାଙ୍କ ଚେହେରାର ଗଠନ ସମ୍ପୂର୍ଣ୍ଣ ବଦଳି ଯାଇଥିବା ଦେଖିବାକୁ ମିଳିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍‌ଙ୍କ ଏକ ମନ୍ତବ୍ୟ କ୍ରିକେଟ ଜଗତରେ ନୂଆ ବିବାଦ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା ସୁରୁଚି ସିଂ ୧୦ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ରୌପ୍ୟ ପଦକ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦ ମିଟର ଓ ୧୦,୦୦୦ ମିଟର ଇଭେଣ୍ଟରେ ଅଂଶଗ୍ରହଣ କରିଥାନ୍ତି। ୨୦୨୪ ଇଣ୍ଡିଆନ ଗ୍ରାଁ…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ। ଲୋକମାନେ ଏହି ପ୍ରସଙ୍ଗରେ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି। ଏବେ, ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ ଶ୍ରୀଲଙ୍କାର କଲମ୍ବୋର ସିଂହଳୀ ସ୍ପୋର୍ଟସ କ୍ଲବରେ ଅନୁଷ୍ଠିତ ହେବ।…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20 ବିଶ୍ୱକପରୁ ବହିଷ୍କାର କରିଛି, କିନ୍ତୁ ଫେବୃଆରୀ ୫ରେ କଲମ୍ବୋରେ ଅନୁଷ୍ଠିତ ଅଧିନାୟକଙ୍କ ସାମ୍ବାଦିକ…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL ନିଲାମରେ KKR ରହମାନଙ୍କୁ ୯.୨ କୋଟିରେ କିଣିଥିଲା। ତଥାପି, ରହମାନ ଏବେ ପାକିସ୍ତାନରେ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ ସମୟରେ ଗୋଟିଏ ବଲ୍‌ରେ ନଅ ରନ କରିଥିଲା। ଆଫଗାନିସ୍ତାନ ଅଧିନାୟକ ମେହବୁବ ଖାନ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ ମଧ୍ୟ ଶତକ ହାସଲ କରିଥିଲେ। ଏହି ଇନିଂସଗୁଡ଼ିକ ଆଫଗାନିସ୍ତାନ ଦ୍ୱାରା ଧାର୍ଯ୍ୟ ୩୧୧…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାର ମୁକାବିଲା କରିଥିଲା। ଟିମ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri