ଖେଳ

ଗୋଟିଏ ଓଭରରେ ୬ ଛକା, ୨୪ ବଲରେ ଶତକ, ୪୩ ବଲରେ କଲେ ୧୯୩ ରନ୍, ଜାଣନ୍ତୁ କିଏ ଏହି ଦୁର୍ଦଶ ବ୍ୟାଟର

ନୂଆଦିଲ୍ଲୀ , ୬ା୧୨: ଟି୧୦ ଲିଗରେ କାଟାଲୋନିଆ ଜାଗୁଆରର ଓପନିଂ ବ୍ୟାଟ୍ସମ୍ୟାନ୍ ହାମଜା ସଲିମ ଡାର ଇତିହାସ ସୃଷ୍ଟି କରିଛନ୍ତି। ସେ ମାତ୍ର ୪୩ ବଲରେ ୧୯୩ ରନର ଇନିଂସ ଖେଳିଛନ୍ତି। ଇନିଂସ ଆରମ୍ଭରୁ ଓପନିଂ କରିବାକୁ ଆସି ଶେଷ...

ଭାରତର ରବି ବିଷ୍ଣୋଇ ଏକ ନମ୍ବର ଟି୨୦ ବୋଲର, ସୂର୍ଯ୍ୟଙ୍କ ଚମକ କାଏମ

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସିରିଜ ହାତେଇଛି। ସୂର୍ଯ୍ୟକୁମାରଙ୍କ ନେତୃତ୍ୱରେ ଭାରତ ୪-୧ରେ ଏହି ସିରିଜ ଜିତିଛି। ତେବେ ଏହି ସିରିଜରେ ଚମତ୍କାର ପ୍ରଦର୍ଶନ କରି ସ୍ପିନର ରବି ବିଷ୍ଣୋଇ ଅନ୍ତର୍ଜାତୀୟ ଟି୨୦...

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମଥର ପାଇଁ ଏମିତି ଢଙ୍ଗରେ ଆଉଟ୍‌ ହେଲେ ବାଂଲାଦେଶ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଢାକା,୬।୧୧:ବାଂଲାଦେଶର ରାଜଧାନୀ ଢାକାସ୍ଥିତ ଶେର-ଇ-ବଙ୍ଗଳା ଜାତୀୟ ଷ୍ଟାଡିୟମରେ ଆୟୋଜକ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଚାଲିଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ବାଂଲାଦେଶ ଉଇକେଟ କିପର ବ୍ୟାଟ୍ସମ୍ୟାନ ମୁଶଫିକୁର ରହିମ ତାଙ୍କ ନାମରେ ଏକ...

ସଚିନ-କୋହଲିଙ୍କୁ ମିଳିଲା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ,୬।୧୨: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ କ୍ରିକେଟର୍‌ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କୁ ନିମନ୍ତ୍ରଣ  ପଠାଯାଇଛି।  ପ୍ରଥମ ଥର ପାଇଁ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ହାସଲ କରିଥିବା ଏହି ଦୁଇ ଭାରତୀୟ ଖେଳାଳି ଏକତ୍ର...

ପାଣ୍ଡ୍ୟାଙ୍କ ମଜା ଉଡାଇଲେ ଅଜୟ ଜାଡେଜା: କହିଲେ- ସେ ଜଣେ ଭଲ ଖେଳାଳି ହେଲେ…

ନୂଆଦିଲ୍ଲୀ,୬।୧୨: ନିକଟରେ ଗୁଜରାଟ ଟାଇଟନ୍ସରୁ ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଲଗାତାର ଭାବେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଦୁଇ ବର୍ଷ ଧରି ଗୁଜରାଟ ଜବରଦସ୍ତ ପ୍ରଦର୍ଶନ କରିଥିଲା। ବିଶେଷକରି ଡେବ୍ୟୁ ସିଜନରେ ଦଳ ଟୁର୍ନାମେଣ୍ଟରେ ବିଜେତା...

ଡିସେମ୍ବର ୬ରେ ଏସବୁ ୫ ମହାନ ଭାରତୀୟ କ୍ରିକେଟରଙ୍କ ଜନ୍ମଦିନ, ୩ ଖେଳିଛନ୍ତି ୨୦୨୩ ବିଶ୍ବକପ…

କୋଲକାତା,୬।୧୨: ଡିସେମ୍ବର୬ରେ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ଜଣେ କିମ୍ବା ଦୁଇଜଣ ନୁହେଁ ଏହି ଦିନ ୫ ଜଣ କ୍ରିକେଟର ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନିଜଣ ଭାରତରେ ନିକଟରେ ଶେଷ ହୋଇଥିବା ଆଇସିସି କ୍ରିକେଟ ବିଶ୍ୱକପରେ...

ମୁଁ କୋହଲିଙ୍କୁ ଅଧିନାୟିକତ୍ୱ ପଦରୁ ହଟାଇନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୬।୧୨:ଟି-୨୦ ବିଶ୍ୱକପ ୨୦୨୧ର ସମୟ ଭାରତୀୟ କ୍ରିକେଟ ପାଇଁ ବହୁତ ଖରାପ ଥିଲା। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ତତ୍କାଳୀନ ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ବିବାଦ ଲାଗି...

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତର ଚିନ୍ତା ବଢିଲା

ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଂଶ ଅଛନ୍ତି। ଏହା ପରେ ଦୀପକଙ୍କୁ ଦିନିକିଆ ସିରିଜର...

କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା

ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର  ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦ ଟେଷ୍ଟ ଉଇକେଟ, ବ୍ରାଏନ ଲାରାଙ୍କ ଟେଷ୍ଟରେ ସର୍ବାଧିକ ୪୦୦ ସ୍କୋର ଏବଂ ରୋହିତ...

ବିସିସିଆଇକୁ ନିଜ ମନ କଥା କହିଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୬।୧୨: ନିକଟରେ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପ୍ରଦର୍ଶନକୁ ସମୀକ୍ଷା କରିବା ପାଇଁ ବିସିସିଆଇ ଅଧିକାରୀମାନେ ଏକ ବୈଠକ ଡାକିଥିଲେ। ଏଥିରେ ଭବିଷ୍ୟତ କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ରାହୁଲ...

ଦକ୍ଷିଣ ଆଫ୍ରିକା ଗସ୍ତରେ ବାହାରିଲେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛି। ଡିସେମ୍ବର ୧୦ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ସହିତ ଏହି ମ୍ୟାଚ ଆରମ୍ଭ ହେବ। ଏହା ପରେ ଦିନିକିଆ ଏବଂ ଟେଷ୍ଟ ସିରିଜ ଖେଳାଯିବ।...

ଆଜିଠୁ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ପ୍ରତିଯୋଗିତା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡ ଏବଂ ୟୁନିଟ-୧ ଭୁବନେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri