ଖେଳ

ବଡ଼ ବିଜୟ ହାସଲ କଲା ସନ୍‌ରାଇଜର୍ସ: ପ୍ରଥମ ଦଳ ଭାବେ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଅଫ ଦୌଡରୁ ବିଦା

ହାଇଦ୍ରାବାଦ, ୮।୫: ମୁମ୍ବାଇ ଇଣ୍ଡିଆନ୍ସ ବର୍ତ୍ତମାନ ପ୍ରଥମ ଦଳ ହୋଇଛି ଯିଏ ଆଇପିଏଲ୍ ୨୦୨୪ ରୁ ବାଦ୍ ପଡିଛି। ପରବର୍ତ୍ତୀ ମ୍ୟାଚ୍ ଖେଳିବା ପୂର୍ବରୁ ଏହା ଘଟିଛି। ସନରାଇଜର୍ସ ହାଇଦ୍ରାବାଦ ବୁଧବାର ଲକ୍ଷ୍ନୌ ସୁପର ଜାଏଣ୍ଟସକୁ ପରାସ୍ତ କରିଛି। ଏଥିସହିତ ବୁଧବାର…

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ ପରାକ୍ରମରେ ଲକ୍ଷ୍ନୌ ବୋଲରଙ୍କ ଉପରେ ଝାମ୍ପି ପଡ଼ିଲେ ସନ୍‌ରାଇଜର୍ସ ହାଇଦ୍ରାବାଦର ଦୁଇ ଓପନର ଟ୍ରାଭିସ…

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା ପରେ ଆଇସିସି ଟ୍ରଫି ଜିତିବା ସ୍ବପ୍ନ ପୁଣି ଅଧାରେ ରହିଥିଲା। ପୁଣି ଥରେ ଏହି…

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାର ୨୭ତମ…

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏସବୁ ପଛରେ କି କାରଣ ରହିଛି ସେନେଇ ପୂର୍ବତନ କ୍ରିକେଟର ତଥା…

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି ଟିମ୍‌ ଆଧିକାରୀକ ଭାବେ ବାଦ ପଡ଼ି ନ ଥିବା ବେଳେ କେହି କ୍ୱାଲିଫାଏ ବି…

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ। ତେବେ ଗତ ବର୍ଷ ଏହା ଦିନିକିଆ ବିଶ୍ୱକପ୍‌ ଏବଂ ଏସିଆ କପ୍‌ର ମାଗଣା ଷ୍ଟ୍ରିମିଂ…

ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ ୨୦୨୧ରେ ଟାଉନ୍ସଭିଲେରେ ଜଣେ ୨୦ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା।…

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ଅଷ୍ଟ୍ରେଲିଆ ଅଧିନାୟକ: ନା କରିବା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୫: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ୟାଟ କମିନ୍ସଙ୍କ ଅଧିନାୟକ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ତେବେ ଏହି ପରାଜୟ ସତ୍ତ୍ୱେ ସନ୍ରାଇଜର୍ସ ହାଇଦ୍ରାବାଦ ପ୍ଲେ ଅଫ ପାଇଁ ଏକ ଶକ୍ତିଶାଳୀ…

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ ଇନିଂସ ସହ ବିଜୟ ଦେଇ ପାରି ନ ଥିଲେ। ଆଇପିଏଲ ୨୦୨୪ର ୫୬ତମ ମ୍ୟାଚରେ…

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ ସହରରେ ଏହି ମଶାଲ ପ୍ରବେଶ କରିବ। ଏପ୍ରିଲ ୧୬ ତାରିଖରେ ଦକ୍ଷିଣ ଗ୍ରୀସ୍‌ର ଏଥେନ୍ସରେ…

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି ଅନୁଭବ କରୁଛନ୍ତି କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା। ଆସନ୍ତା ମେଗା ପ୍ରତିଯୋଗିତାରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?