ଖେଳ

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ମାଇକେଲ କ୍ଲାର୍କ। ରୋହିତଙ୍କ ଫର୍ମକୁ ନେଇ କୌଣସି ଦ୍ୱିବିଧା ନାହିଁ, ମାତ୍ର ବିଶ୍ୱକପ୍‌…

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ। ଫିଫା ଓମେନ୍ସ ଇଣ୍ଟରନ୍ୟାଶନାଲ ମ୍ୟାଚ୍‌ ଓ୍ବିଣ୍ଡୋର ଏହା ଏକ ଅଂଶବିଶେଷ। ଆଗାମୀ ୨ ମ୍ୟାଚ…

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି ବିଶ୍ୱକପ୍‌ ଜିତିବା ଲାଗି ଟିମ୍‌ ଇଣ୍ଡିଆ ବଡ଼ ଦାବିଦାର ବୋଲି କୁହାଯାଉଛି, ଦଳ ମଧ୍ୟ…

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ ଅଥବା କୋଲକାତାର ଶାହାରୁଖ ଖାନ୍‌, ଉଭୟ କଳାକାର ଦଳକୁ ସମର୍ଥନ ଜଣାଇବାକୁ ପ୍ରାୟତଃ ଉପସ୍ଥିତ…

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ ପରାମର୍ଶ ଦେଇ ସେ ଏଭଳି ମନ୍ତବ୍ୟ ଦେବା ଉଚିତ ନୁହେଁ ବୋଲି ସେ କହିଛନ୍ତି।…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ ଖୁସି ଖବର ଆସିଛି। ଦଳର ଅନେକ ଖେଳାଳି ପୁନର୍ବାର ନିଜର ଫର୍ମ ଫେରି ପାଇଛନ୍ତି।…

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ମୁମ୍ବାଇ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର…

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ ଦ୍ୱାରା ନିର୍ମିତ। ବର୍ତ୍ତମାନ ‘ଆଡିଡାସ ଇଣ୍ଡିଆ’…

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଉପସଭାପତି ରାଜୀବ ଶୁକ୍ଲା ଏ ବାବଦରେ ଏକ…

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ ଓଡ଼ିଶାର ୪ ଜଣ ଖେଳାଳି ଅଞ୍ଜଳୀ ବାରଓ୍ବା, ପୂଜା ସାହୁ, ମମିତା ଓରାମ ଓ…

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ କରାଯାଇଛି। ଆଇପିଏଲ ଚେୟାରମ୍ୟାନ୍‌ ଅରୁଣ କୁମାର ଧୂମାଲ, ପୂର୍ବତନ ଇଂଲଣ୍ଡ କ୍ରିକେଟର ତଥା ଏସ୍‌ଆଇଏସ୍‌…

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚରେ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ସହିଦ ସ୍ପୋର୍ଟିଂ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?