ଖେଳ

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨ ବର୍ଷୀୟ ଭେଟେରାନ ଇତିହାସ ସୃଷ୍ଟି କରିଛନ୍ତି। ଆଇପିଏଲରେ ମହେନ୍ଦ୍ର ସିଂ ଧୋନୀ ପ୍ରଥମ ଉଇକେଟକିପର…

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି। ପ୍ରଥମେ ଖେଳି ସିଏସ୍‌କେ ୧୬୭ ରନ ସଂଗ୍ରହ କରିଥିଲା। ପଞ୍ଜାବ ଧାର୍ଯ୍ୟ ୨୦ ଓଭରରେ…

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି ଗୁଜୁରାଟ ବିପକ୍ଷରେ ୨୭ବଲରେ ୪୨ ରନର ଇନିଂସ ଖେଳିଥିଲେ ଏବଂ ଆଇପିଏଲ ୨୦୨୪ରେ ସର୍ବାଧିକ…

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଟସ ହାରିଛନ୍ତି। ୧୧ଟି ମ୍ୟାଚରେ ଦଶମ ଥର ସେ ଟସ୍‌ ହାରିଛନ୍ତି।…

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ ଦେଇଛନ୍ତି। ଗୁଜରାଟ ଏବଂ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ନୁର ଅହମ୍ମଦ କୋହଲିଙ୍କ ଉଇକେଟ…

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ ଏରେ ସ୍ଥାନିତ କରାଯାଇଛି। ଏଥିରେ ପାକିସ୍ତାନ, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡର ଦଳ ମଧ୍ୟ ଅଛନ୍ତି।…

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ ସୋନିପତରେ ଆୟୋଜିତ ନ୍ୟାଶନାଲ ଟ୍ରାଏଲ୍ସ ସମୟରେ ଡୋପ୍‌ ଲାଗି ନମୂନା ଦେଇ ନ ଥିଲେ।…

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ କରିବା ତଥା ମ୍ୟାଚ୍‌ ଅପ୍‌ କରିବାରେ ଏଆଇ ଟେକ୍ନୋଲୋଜି ସହାୟତା କରିଥିବା କହିଛନ୍ତି ଜନ୍‌।…

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର ଏହା ସ୍ପଷ୍ଟ କରିଛନ୍ତି। ମୟଙ୍କ ତାଙ୍କ ତଳିପେଟ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ମୟଙ୍କ…

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ ଭଲ ପ୍ରଦର୍ଶନ କରି ସେ ଜାତୀୟ ଦଳରେ ସାମିଲ ହୋଇଥିଲେ। ହେଲେ ଆଶା ମୁତାବକ…

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି। ପୁଷ୍ପା ଫିଲ୍ମକୁ ନେଇ ତାଙ୍କୁ ପାଗଳାମୀ ହେଉ ଅଥବା ବଲିଉଡ୍‌ ଗୀତରେ ରିଲ୍ସ କରିବାକୁ…

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍‌ ସ୍ମିଥ୍‌। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?