ଖେଳ

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି ଏଫ୍‌ସି। କୋଲକାତାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳା ଯାଇଥିବା ଫାଇନାଲରେ ମୋହନ ବାଗାନ ପ୍ରଥମେ…

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ ଟିମ୍‌ ଇଣ୍ଡିଆରେ ଚୟନ ହୋଇଥିବା ଖେଳାଳି ଆଇପିଏଲ୍‌ରେ ବ୍ୟସ୍ତ ଥିବାରୁ ସମସ୍ତେ ଫିଟ୍‌ ରୁହନ୍ତୁ…

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ ଏହି ପୋଷ୍ଟ ଭାଇରାଲ ହେବା ପରେ ଗ୍ୟାରି କାସପାରୋଭ ସ୍ପଷ୍ଟୀକରଣ ଦେଇଛନ୍ତି ଏବଂ କହିଛନ୍ତି…

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ କରିଛନ୍ତି…

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ ମେନନ ଓ ଜୟରମଣ ମଦନଗୋପାଳ ଭାରତୀୟ ପ୍ରତିନିଧି ରହିବେ। ଜୁନ୍‌ ୧ରୁ ଆରମ୍ଭ…

ଆଜି ଇଣ୍ଡିଆନ ସୁପର ଲିଗ୍‌ ଫାଇନାଲ: ଏହି ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମଧ୍ୟରେ ହେବ ମୁକାବିଲା

କୋଲକାତା, ୪।୫ ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ମେଗା ଫାଇନାଲ ଶନିବାର ସଲ୍ଟ ଲେକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ଦୁଇ ଶକ୍ତିଶାଳୀ ଫୁଟବଲ କ୍ଲବ ମୋହନ ବାଗାନ ସୁପର ଜାଏଣ୍ଟ ଓ ମୁମ୍ବାଇ ସିଟି ଏଫ୍‌ସି। ଘରୋଇ ପରିବେଶରେ…

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍‌ରେ ୨ଟି ଯାକ ଦଳ ଅଲ୍‌ଆଉଟ ହୋଇଥିବାବେଳେ ବାଜି ମାରିଥିଲା…

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ ଭାରତ ଦିନିକିଆ ଏବଂ ଟି୨୦ ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖିଛି। ଏହି କ୍ରମରେ,…

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ ଆଦୌ ଖୁସି ନୁହଁନ୍ତି । ବିଶେଷ କରି ବ୍ୟାଟିଂ ଲାଇନ ଅପ ୨୦୨୧ ବିଶ୍ୱକପ…

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିଲା। ହାଇଦ୍ରାବାଦ ଏକ ରୋମାଞ୍ଚକର ଢଙ୍ଗରେ ରାଜସ୍ଥାନକୁ ୧…

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ସେ ୩ ଉଇକେଟ ନେଇଥିଲେ। ୱର୍କେଷ୍ଟେଶାୟାର୍‌ ଦଳ ସୋସିଆଲ ମିଡିଆରେ…

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି ରାଜସ୍ଥାନ ଦଳ ୨୦ ଓଭରରେ ୭ଟି ଉିକେଟ ହରାଇ ୨୦୦ ରନ ସ୍କୋର କରିପାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?