ଖେଳ

ଆଇପିଏଲ୍‌ ଅଧାରୁ ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୫: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ମେ ୨୨ରୁ ଆରମ୍ଭ ହେବ। ଏହି ସମୟରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ନିକଟରେ…

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିବାକୁ ଯାଉଛନ୍ତି ରୋହିତ ଶର୍ମା, ପ୍ରଥମ ଭାରତୀୟ ଭାବେ କରିବେ ଏମିତି କାରନାମା

ନୂଆଦିଲ୍ଲୀ,୧।୫: ଆସନ୍ତା ଟି-୨୦ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟିକତ୍ୱ କରିବେ ରୋହିତ ଶର୍ମା। ୨୦୦୭ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ରୋହିତ ଶର୍ମା ଏପର୍ଯ୍ୟନ୍ତ ଖେଳାଯାଇଥିବା ସମସ୍ତ ୮ ଟି-୨୦ ବିଶ୍ୱକପ୍‌ର ଏକ ଅଂଶ ହୋଇସାରିଛନ୍ତି ଏବଂ ତାଙ୍କୁ ଟୁର୍ନାମେଣ୍ଟର ନବମ…

ହିଟ ଆଣ୍ଡ ରନ୍‌: କ୍ରିକେଟର ସୁରେଶ ରାଇନା ମାନିଲେ ୨ ଯୁବକଙ୍କର ହୋଇଛି ମୃତ୍ୟୁ

ଧର୍ମଶାଳା,୨।୫: ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ପୂର୍ବତନ ଭାରତୀୟ ଦଳର କ୍ରିକେଟ ଖେଳାଳି ସୁରେଶ ରାଇନାଙ୍କ ମାମୁଁଙ୍କ ପୁଅର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସମୁଦାୟ ଦୁଇ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣା ପରେ ଅଭିଯୁକ୍ତ ଡ୍ରାଇଭର…

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ ନିଷ୍ପତି ନେଇଛି। ଯାହା କେବଳ ଲାହୋରରେ ଖେଳାଯିବ, ଯେତେବେଳେକି କରାଚି ଏବଂ ରାୱଲପିଣ୍ଡିରେ ବାକି…

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ ପେଟର ମାଂସପେଶୀ ଟାଣିହେବା ପରେ ଗତ ଚାରି ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ସେ…

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ ସ୍ଥାନ ମିଳିନାହିଁ। ଏହାକୁ ନେଇ ରିଙ୍କୁ ସିଂ’ଙ୍କ ବାପା ବଡ ପ୍ରତିକ୍ରିୟା ଦେଇଛନ୍ତି। ରିଙ୍କୁଙ୍କ…

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ ମାର୍କସ ଷ୍ଟୋଇନିସ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ଜିତିବାରେ ସାହାଯ୍ୟ କରିଥିଲେ। ଷ୍ଟୋଇନିସ…

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି ପରାଜୟ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ…

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ ବହୁତ ପ୍ରଶଂସା କରିଛନ୍ତି ଶାହାରୁଖ। ବିରାଟ କୋହଲିଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ କହି…

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ପ୍ଲେ…

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ ଅଧିନାୟକତ୍ୱ ଅଧୀନରେ ପଡ଼ିଆକୁ ଓହ୍ଲାଇବ। ଏହିପରି ଅନେକ ଖେଳାଳି ଦଳରେ ସ୍ଥାନ ପାଇଛନ୍ତି, ଯେଉଁମାନେ…

ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ

ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା। ସେ ଅଷ୍ଟ୍ରେଲିଆନ ସମୟ ସକାଳ ୯ଟା ୧୫ରେ ଏହି ଆରୋହଣ ସମ୍ପୂର୍ଣ୍ଣ କରିଛନ୍ତି। ପେସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?