ଖେଳ

ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ

ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ ସମସ୍ୟା ଯୋଗୁ ଖେଳରୁ ୯ ମାସ ହେଲା ଦୂରେଇଯାଇଥିବା ପେସର ଏନରିଚ୍‌ ନର୍ଜେ ଦଳକୁ…

ୟୁକେ’ରେ ନିର୍ବାଚନ ଲଢ଼ିବେ ପାନେସର

ଲଣ୍ଡନ, ୧ା୫: ଇଂଲଣ୍ଡର ପୂର୍ବତନ ସ୍ପିନର ମଣ୍ଟି ପାନେସର ରାଜନୀତିରେ ପ୍ରବେଶ କରିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ (ୟୁକେ) ନିର୍ବାଚନରେ ସେ ଜର୍ଜ ଗ୍ୟାଲୋଓ୍ବେଙ୍କ ଓ୍ବାର୍କର୍ସ ପାର୍ଟି ଅଫ୍‌ ବ୍ରିଟେନରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ୪୨ବର୍ଷୀୟ ବାମହାତୀ ସ୍ପିନର ପାନେସର…

ଲକ୍ଷ୍ନୌ ବୋଲର ପ୍ରଭାବୀ

ଲକ୍ଷ୍ନୌ, ୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ ଇନିଂସ ୨୦ ଓଭରରେ ୧୪୪/୭ରେ ସୀମିତ ରହିଛି। ରିପୋର୍ଟ ପ୍ରସ୍ତୁତ ହେବା ବେଳକୁ ଲକ୍ଷ୍ନୌ ଦଳ…

‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’

ମୁମ୍ବାଇ,୩୦ା୪: ଆଇପିଏଲ୍‌ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ ଟିମ୍‌ ଗେମ୍‌ ହୋଇଥିବା ବେଳେ ଏହା ମୁମ୍ବାଇର ପ୍ରଦର୍ଶନକୁ ପ୍ରଭାବିତ କରିଥିବା କହିଛନ୍ତି କ୍ଲାର୍କ।…

ଟି୨୦ ବିଶ୍ୱକପ୍‌ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ବିସିସିଆଇ ଟିମ୍‌ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ବିରାଟ କୋହଲି ଦଳରେ ସ୍ଥାନ ପାଇଛନ୍ତି। ତେବେ ଏହା…

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍‌ ଇଣ୍ଡିଆ…

ଟିମ୍‌ ଇଣ୍ଡିଆରୁ କେ ଏଲ୍‌ ରାହୁଲ କାହିଁକି ପଡ଼ିଲେ ବାଦ୍‌? ଜାଣନ୍ତୁ ୫ କାରଣ…

ନୂଆଦିଲ୍ଲୀ,୩୦।୪: ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଘୋଷଣା ହୋଇଛି। ବିସିସିଆଇ ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୫ଜଣିଆ ସଦସ୍ୟ ବିିଶିଷ୍ଟ ଭାରତୀୟ ସ୍କ୍ବାର୍ଡ ଘୋଷଣା କରିଛି। ଚୟନ କମିଟି ଋଷଭ ପନ୍ତ ଏବଂ ସଞ୍ଜୁ ସାମସନଙ୍କୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଭାବେ ଚୟନ…

ଟିମ୍‌ ଇଣ୍ଡିଆ ବିଶ୍ୱକପ୍‌ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଲେ ଏସବୁ ଖେଳାଳି, ରିଜର୍ଭରେ ରହିଲେ…

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆର ୧୫ ଜଣିଆ ସ୍କ୍ବାର୍ଡ ଘୋଷଣା ହୋଇଛି। ମଙ୍ଗଳବାର ଅପରାହ୍ନରେ ବିସିସିଆଇ ସଚିବ ଜୟ ଶାହା ଏବଂ ମୁଖ୍ୟ ଚୟନକର୍ତ୍ତାଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ପରେ…

ଟି -୨୦ ବିଶ୍ୱକପ୍‌ ଦଳ: ଏହି ୨ ଖେଳାଳିଙ୍କ ଉପରେ ବିଶ୍ୱାସ କଲା ବୋର୍ଡ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ରୋହିତ ଶର୍ମାଙ୍କ ସହ ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ ଏବଂ ସଞ୍ଜୁ…

ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ ଫର କ୍ରିକେଟ ବୋର୍ଡର ଚୟନ କମିଟି ନିଜେ ଏକ ବୈଠକ କରିଛି। ରୋହିତ ଶର୍ମାଙ୍କ…

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ଲଣ୍ଡନ,୩୦।୪: ଇଂଲଣ୍ଡ କ୍ରିକେଟ ବୋର୍ଡ ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ପ୍ରାରମ୍ଭିକ ଦଳ ଘୋଷଣା କରିଛି। ଏହା ସହିତ ବୋର୍ଡ ପାକିସ୍ତାନ ବିପକ୍ଷ ଟି -୨୦ ସିରିଜ ପାଇଁ ଏହି ଖେଳାଳିମାନଙ୍କୁ ମଧ୍ୟ ଚୟନ କରିଛି। ଜୁନ ୧ରୁ ଟି…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଦକ୍ଷିଣ ଆଫ୍ରିକା

କେପଟାଉନ୍‌,୩୦।୪: ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କରିଛି। ଆଫ୍ରିକା ଆଡେନ୍‌ ମାର୍କ୍ରାମଙ୍କୁ ଅଧିନାୟକ କରିଛି। ଆଜିକାଲି ମାର୍କାମ ଆଇପିଏଲ ୨୦୨୪ ରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଖେଳୁଛନ୍ତି। ୧୫ ସଦସ୍ୟ ବିଶିଷ୍ଟ ଦଳ ବ୍ୟତୀତ ଆଫ୍ରିକା ରିଜର୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?