ଖେଳ

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍ ଉପରେ…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ଜେମିମା ରୋଡ୍ରିଗ୍ସଙ୍କ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। ଆର୍‌ସିବି…

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ ଏକାଡେମୀରେ ଖେଳାଯାଇଥିବା ଶେଷ ୱାର୍ମ-ଅପ୍ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ୱାର୍ମ-ଅପ୍ ମ୍ୟାଚ୍‌ରେ ଓପନିଂ ଯୋଡ଼ି ଏବଂ ୱିକେଟକିପର ଚୟନକୁ ନେଇ ଯେଉଁ ଚିତ୍ର…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ ବି ଲିଗ୍‌ ମ୍ୟାଚ ଅନୁଷ୍ଠିତ ହେବ ବୋଲି ବୁଧବାର ଜିଲା କ୍ରିକେଟ ଆସୋସିଏଶନ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ କରି ଦଶମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଆରୋନ ଜର୍ଜଙ୍କ ଚମତ୍କାର…

W,W,W,W,W… ଗୋଟିଏ ଓଭରରେ ୫ ଉଇକେଟ୍‌ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୪।୨:  ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମହାନ କିମ୍ବଦନ୍ତୀମାନେ ଇଣ୍ଡୋନେସିଆର ଗେଡେ ପ୍ରିୟନ୍ଦନାଙ୍କ ପରି ସଫଳତା ହାସଲ କରିବାରେ ବିଫଳ ହୋଇଛନ୍ତି। ପ୍ରିୟନ୍ଦନାଙ୍କ ନାମ ମାତ୍ର ଗୋଟିଏ ଓଭର ପାଇଁ ରେକର୍ଡ ପୁସ୍ତକରେ ଲିପିବଦ୍ଧ। ଏହି ୨୮ ବର୍ଷୀୟ ପାର୍ଟ-ଟାଇମ ଦ୍ରୁତ ବୋଲର…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲିଙ୍କ ପୂର୍ବରୁ ଥିବା ରେକର୍ଡ ଭାଙ୍ଗିଛନ୍ତି। ବାବର ଏବେ ପୁରୁଷ ଟି-୨୦…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥିଲା, କିନ୍ତୁ ସେ ଉଭୟ ପ୍ରସଙ୍ଗରେ ମନ୍ତବ୍ୟ ଦେବାକୁ ମନା କରିଦେଇଥିଲେ।…

ଭାରତ-ପାକିସ୍ତାନ ମ୍ୟାଚ୍‌ ନ ହେଲେ ଏତିକି କୋଟି ଟଙ୍କା କ୍ଷତି ହେବ, ଜାଣନ୍ତୁ

ନୂଆଦିଲ୍ଲୀ,୩ା୨- ଆଇସିସି ଇଭେଣ୍ଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରୁ ଆନୁମାନିକ ୨୫୦ ମିଲିଅନ ଆମେରିକୀୟ ଡଲାର ବା ୨୨୦୦ କୋଟି ଟଙ୍କାର ରାଜସ୍ୱ ସୃଷ୍ଟି ହୋଇଥାଏ। ଯଦି ଟି୨୦ ବିଶ୍ୱକପ୍‌ରୁ ଭାରତ-ପାକ୍‌ ମ୍ୟାଚ୍‌କୁ ବାଦ୍‌ ଦିଆଯାଏ, ତେବେ ଆଇସିସି…

ହକି ବିଶ୍ୱକପ୍‌ ଖେଳିବା ପରେ ଏବେ ଟି-୨୦ ବିଶ୍ୱକପ୍‌ରେ ଦଳର ନେତୃତ୍ୱ ନେବେ ଏହି ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୨: ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥର ୨୦ଟି ଦଳ ଅଂଶଗ୍ରହଣ କରିବେ। ଟି୨୦ ବିଶ୍ୱକପ ଇତିହାସରେ ପ୍ରଥମ ଥର ପାଇଁ ଏତେ ଦଳ ଗୋଟିଏ ସଂସ୍କରଣରେ ଖେଳୁଛନ୍ତି। ଏହି ୨୦ଟି ଦଳ ମଧ୍ୟରୁ ଜଣେ ଅଧିନାୟକ…

କ୍ରିକେଟ ଜଗତରେ ଶୋକ, ପୂର୍ବତନ କ୍ରିକେଟରଙ୍କ ୬୭ବର୍ଷରେ ଦେହାନ୍ତ

ନୂଆଦିଲ୍ଲୀ,୩।୨: ଇଂଲଣ୍ଡରୁ ଏକ ବଡ଼ ଖବର ଆସିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଟୋନି ପିଗଟଙ୍କର ୬୭ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ଦେହାନ୍ତ ପରେ ଇଂଲିଶ କାଉଣ୍ଟି କ୍ରିକେଟରେ ଶୋକର ଛାୟା ଖେଳିଯାଇଛି। ଟୋନି ପିଗଟ୍ ୧୯୭୮ ମସିହାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri