ଖେଳ

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ ଚାଲିଥିବା ଆର୍ଚେରୀ ଓ୍ବାଲର୍‌ଡ କପ୍‌ ଷ୍ଟେଜ୍‌-୧ରେ ସେ ତାଙ୍କ କୋରିଆ ପ୍ରତିଦ୍ୱନ୍ଦ୍ୱୀ ଜିଅନ୍‌ ହୁନ୍‌ୟଙ୍ଗଙ୍କୁ…

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌ ଟାଇଟଲ ବଜାୟ ରଖିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ମହିଳା ଦଳ ଅଦ୍ୱିତୀୟ ପି. ଭି.…

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ ଅବସର ନେବାଲାଗି ଯୋଜନା କରିଛନ୍ତି। ସିଏନ୍‌ଏନ୍‌ ବ୍ରାଜିଲକୁ ଏକ ସାକ୍ଷାତ୍‌କାରରେ କହିଛନ୍ତି, ପ୍ୟାରିସରେ ହେବାକୁଥିବା…

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ ୧୮.୪ ଓଭରରେ ମାତ୍ର ୨ ଉଇକେଟ ହରାଇ ରନ ଚେଜ୍‌ କଲା। ସୃଷ୍ଟି ହେଲା…

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍‌…

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା…

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ ଆଇସିସି ଟୁର୍ନାମେଣ୍ଟ ଖେଳୁଛନ୍ତି। ଏଣୁ ଯେବେ ବି ଉଭୟ ଟିମ୍‌ ମୁହାଁମୁହିଁ ହୁଅନ୍ତି ସମସ୍ତଙ୍କ…

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ ପତ୍ନୀ ପଙ୍ଖୁଡ଼ି ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିଜର ଇନଷ୍ଟାଗ୍ରାମରେ କ୍ରିକେଟର ପତ୍ନୀଙ୍କ ସହ…

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ ଦେବାର ସୁଯୋଗ ପାଇବା ପୂର୍ବରୁ ରାହୁଲ ଦ୍ରାବିଡ ଜଣେ ସାଧାରଣ ଲୋକ ପରି ଧାଡିରେ…

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ କରିଛି। ନାଇବ୍‌ ତାଙ୍କ ବେସ୍‌ ପ୍ରାଇସ୍‌ ୫୦ ଲକ୍ଷ ଟଙ୍କାରେ କ୍ୟାପିଟାଲ୍ସରେ ଯୋଗଦାନ କରିଛନ୍ତି।…

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ ସୁପର…

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଆରସିବି ବିପକ୍ଷରେ ଏହି ପରାଜୟ ପରେ ହାଇଦ୍ରାବାଦ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?