ଖେଳ

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗତ ୧୬ ସିଜନ୍‌ରେ ଗୋଟିଏ ବି ଥର ଟାଇଟଲ ଜିତି ନ ଥିଲେ…

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ। ଫଳରେ ଗୁଜରାଟ ଦଳ ଲକ୍ଷ୍ୟ ହାସଲ କରିବାରେ ବିଫଳ ହୋଇଥିଲା। ଶେଷ ଓଭରରେ ୧୯…

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ ଅନୁସନ୍ଧାନ କରିବାକୁ କୁହାଯାଇଛି। ମ୍ୟାଚ୍ ଫିରେ ତୁରନ୍ତ ବୃଦ୍ଧି ସମ୍ଭବ ନୁହେଁ, ତେଣୁ ଏହି…

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପର ପ୍ରଚାର-ପ୍ରସାର ବୋଲ୍ଟ କରିବେ। ତେବେ ଏହାକୁ…

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ ରନ ଦେଇଥିବା ବୋଲର ହୋଇଛନ୍ତି। ଦିଲ୍ଲୀ କ୍ୟାପିଟାଲ ବ୍ୟାଟ୍ସମ୍ୟାନ ମୋହିତ ଶର୍ମାଙ୍କ ୪ ଓଭରରେ…

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ କରିଛି। ଏକ ସମୟରେ ଦିଲ୍ଲୀ ୪୪ ରନ ପାଇଁ ତିନୋଟି ଉଇକେଟ ହରାଇଥିଲା, କିନ୍ତୁ…

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ଅଧିନାୟକ ରିଷଭ ପନ୍ତ ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ବଳରେ ଦିଲ୍ଲୀ ୨୦…

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ ଉପରେ ଆକ୍ରମଣ କରିବାକୁ ଧମକ ଦେଇଥିବା ପୋଷ୍ଟର ଜାରି କରିଛି। ସମ୍ପ୍ରତି, ଗତ ଏକ…

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪) ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ୱିକେଟରେ ପରାସ୍ତ କରିଥିଲା। ସିଏସକେର ପରାଜୟରେ ମାର୍କସ…

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ ମୁକାବିଲା ଟି-୨୦ ବିଶ୍ୱକପ ୨୦୨୪ରେ ହେବ। କିନ୍ତୁ ୨୦୨୫ରେ ଖେଳାଯିବାକୁ ଥିବା ଚାମ୍ପିଅନ୍ସ ଟ୍ରଫି…

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ତାଙ୍କର ସବୁଠାରୁ ପ୍ରସିଦ୍ଧ ରେକର୍ଡ ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଶତକ ହାସଲ କରିଛି। କିନ୍ତୁ…

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଚିନଙ୍କୁ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?