ଖେଳ

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର ଜାଡେଜାଙ୍କ ଅର୍ଦ୍ଧଶତକ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ୨୮ ରନ ସହାୟତାରେ ଏହି…

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌-୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ଲେ-ଅଫ୍‌ରେ ଘରୋଇ ଦଳ ୨-୧ ଗୋଲରେ…

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା ପରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ମୁମ୍ବାଇକୁ ବ୍ୟାଟିଂ କରିବାକୁ…

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି। ବିଶେଷ କରି ଏହି ବ୍ୟାଟ୍ସମ୍ୟାନ ତାଙ୍କ ହିଟ ଦକ୍ଷତା ସହିତ ବହୁତ ପ୍ରଭାବିତ କରିଛନ୍ତି।…

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ ଦେଇ ନିଜର ଶିକାର ହୋଇଥିଲେ। ଏଥି ସହିତ ବର୍ତ୍ତମାନ ବୁମ୍‌ରା ପର୍ପଲ କ୍ୟାପ ରେସ୍‌ରେ…

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ ପରାସ୍ତ କରିଛି। ଏଥି ସହିତ ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ…

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବିଶ୍ୱକପ୍‌ରେ ଖେଳିବା ଲାଗି ଏମ୍‌ ଏସ୍‌ ଧୋନୀଙ୍କୁ…

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି।…

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ ସଫଳ ଅଧିନାୟକ। ସେ ତାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସକୁ ପାଞ୍ଚଟି ଟାଇଟଲ ଜିତିଛନ୍ତି। ବର୍ତ୍ତମାନ…

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ ପାଇଁ ସର୍ବାଧିକ ରନ ସ୍କୋର କରିଥିବା ଡିଭନ କନୱେ, ଆଙ୍ଗୁଠିରେ ଆଘାତ ହେତୁ ସମଗ୍ର…

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ ନେଇ ସେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ…

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି ସିଜିନ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଅଛନ୍ତି। ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ଗୁଜରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?