IPL ପରେ MI ଛାଡି ଏହି ଟିମ୍କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ
ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ ଲାଗିଛି। କିଛି ଦିନ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ (MI) ସହ ହାର୍ଦ୍ଦିକଙ୍କ ସମ୍ପର୍କ…
କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍
ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍ର ବିଜେତା ସିଧାସଳଖ ଫାଇନାଲରେ ପ୍ରବେଶ କରିବ। ଏପରିକି…
ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା
ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ ଅର୍ଶଦୀପ ସିଂ ତାଙ୍କ ପ୍ରେମିକାଙ୍କ କାରଣରୁ IPLରେ ଚର୍ଚ୍ଚାରେ ରହିଥିଲେ । ବର୍ତ୍ତମାନ…
ଆଜି କ୍ୱାଲିଫାୟର-୧, ଆର୍ସିବି-ଗୁଜରାଟ ମହାମୁକାବିଲା
ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍ର ବିଜେତା ସିଧାସଳଖ ଫାଇନାଲରେ ପ୍ରବେଶ କରିବ ଏବଂ ପରାଜିତ ହୋଇଥିବା ଦଳ ଶୁକ୍ରବାର କ୍ୱାଲିଫାୟର-୨…
ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ
ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ ନଥିଲେ। ରୋହିତଙ୍କ ଅନୁପସ୍ଥିତି ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଚଳିତ ବର୍ଷ ଆରମ୍ଭରେ ଭାରତର…
ଇରାନର ବଡ଼ ଅନୁରୋଧ ରଖିଲା ଫିଫା
ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି କରାଯାଇଥିବା ଅନୁରୋଧକୁ ଫିଫା ଆନୁଷ୍ଠାନିକ ଭାବେ ମଞ୍ଜୁରୀ ପ୍ରଦାନ କରିଛି। ଏଥିଯୋଗୁ ଇରାନ…
ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ
ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର ପରବର୍ତ୍ତୀ ସିଜନରେ ଏହି ୪ଦଳର ଅଧିନାୟକ ପରିବର୍ତ୍ତନ ହୋଇପାରେ ବୋଲି କହିଛନ୍ତି। IPL…
ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ
ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ, କିଙ୍ଗ କୋହଲି ଖେଳ ପରେ ଟ୍ରାଭିସ ହେଡ୍ ସହିତ ହାତ ମିଳାଇବାକୁ ମଧ୍ୟ…
ଦିଲ୍ଲୀର ଆଇପିଏଲ୍ ଅଭିଯାନ ଶେଷ
କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍ ରେସରୁ ବିଦାୟ ନେଇଥିବା ଦିଲ୍ଲୀ ୧୪ ପଏଣ୍ଟ ସହ ଷଷ୍ଠ ସ୍ଥାନରେ ରହି…
ମୁମ୍ବାଇକୁ ହରାଇ ପ୍ଲେଅଫ୍ରେ ରାଜସ୍ଥାନ: ବାଦ୍ ପଡ଼ିଲେ କୋଲକାତା, ପଞ୍ଜାବ
ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ରାଜସ୍ଥାନ ୧୬ ପଏଣ୍ଟ ସହ ପ୍ଲେଅଫ୍ରେ ଅନ୍ତିମ ତଥା ଚତୁର୍ଥ…
ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video
ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ ଖେଳାଯାଉଛି। ଏହି ସିଜିନର ୬୮ତମ ମ୍ୟାଚ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଲକ୍ଷ୍ନୌ ସୁପର…
ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ
ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ ରେସଲିଂ ଫେଡେରେଶନ ଅଫ୍ ଇଣ୍ଡିଆ (ଡବ୍ଲ୍ୟୁଏଫ୍ଆଇ) ଚୟନ ନୀତୀରେ ମାତୃତ୍ୱ ଲାଭ ପରେ…

