ଖେଳ

ଆଇପିଏଲ୍‌ରୁ ମାନସିକ ବିରତି ନେଲେ ମ୍ୟାକ୍ସଓ୍ବେଲ

ବେଙ୍ଗାଲୁରୁ,୧୭ା୪(ପି.ଟି.): ଆଇପିଏଲରୁ ମାନସିକ ଓ ଶାରୀରିକ ବିରତି ନେଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ। ଖରାପ ବ୍ୟାଟିଂ ଫର୍ମ କାରଣରୁ ମ୍ୟାକ୍ସଓ୍ବେଲ ବିରତି ନେଇଥିବା ସ୍ପଷ୍ଟ କରିଛନ୍ତି। ସୋମବାର ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ମ୍ୟାକ୍ସଓ୍ବେଲ ଖେଳି ନ ଥିଲେ।…

ଗ୍ରୀସ୍‌ରେ ଅଲିମ୍ପିକ୍ସ ମଶାଲ ପ୍ରଜ୍ୱଳିତ

ଆନସିଏଣ୍ଟ ଅଲିମ୍ପିଆ, ୧୭ା୪ (ପି.ଟି.): ଆସନ୍ତା ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଉପଲକ୍ଷେ ପ୍ରଜ୍ୱଳିତ ହୋଇଛି ଅଲିମ୍ପିକ୍ସ ମଶାଲ। ମଙ୍ଗଳବାର ଦକ୍ଷିଣ ଗ୍ରୀସ୍‌ର ଏଥେନ୍ସରେ ଥିବା ପୁରାତନ ଗେମ୍ସ ଭେନ୍ୟୁରେ ପ୍ରତିକୂଳ ପାଗ ସତ୍ତ୍ୱେ ଅଲିମ୍ପିକ୍ସ ମଶାଲରେ ଅଗ୍ନି ସଂଯୋଗ କରାଯାଇଛି। ପ୍ରାଚୀନ…

ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ଆଗରେ ମୁକ ହୋଇଯାଉଛନ୍ତି ଖେଳାଳି? ଆର୍‌ସିବି ପରାଜୟକୁ ନେଇ ଚମକାଇବା ଭଳି ବୟାନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୧୬।୪: ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସୋମବାର ଦଳ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲାରେ ପରାଜିତ ହୋଇଛି(ଲିଡ୍‌ ରାଉଣ୍ଡରେ ୬ଷ୍ଠ)। ଏଯାବତ ଦଳ ଗୋଟିଏ ମ୍ୟାଚ୍‌ରେ ବିଜେତା ହୋଇଛି। ଖରାପ ପ୍ରଦର୍ଶନ ଯୋଗୁ ଦଳ ପ୍ଲେ ଅଫ୍‌ରେ…

ପୁଣି ପାକିସ୍ତାନ କ୍ରିକେଟ୍‌ ବୋର୍ଡର ଖୋଲିଲା ପୋଲ୍‌

ଇସଲାମାବାଦ୍‌,୧୬।୪: ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି। ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ଦଳର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମହମ୍ମଦ ହାଫିଜଙ୍କୁ ଟଙ୍କା ଦେଇନାହାଁନ୍ତି। ହାଫିଜ ୧୫ ନଭେମ୍ବର ୨୦୨୩ରେ ପାକିସ୍ତାନ କ୍ରିକେଟ ଦଳର ନିର୍ଦ୍ଦେଶକ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ…

ଆଇପିଏଲ ୨୦୨୪ରେ ସବୁଠାରୁ ଲମ୍ବା ଛକା ମାରିଲେ ଦୀନେଶ କାର୍ତ୍ତିକ, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୬।୪: ସୋମବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଦୀନେଶ କାର୍ତ୍ତିକ ଆଇପିଏଲ ୨୦୨୪ର ଦୀର୍ଘତମ ଛକା ମାରିଛନ୍ତି। କାର୍ତ୍ତିକ ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଟି ନଟରାଜନଙ୍କ ବଲରେ ସ୍କୋୟାର ଲେଗ ଆଡକୁ ୧୦୮ ମିଟର ଦୂରତାର ଛକା ମାରିଥିଲେ। ଏହି ସିକ୍ସର ଭିଡିଓ…

ଆଇପିଏଲ୍‌ରେ ଅଲୋଡା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ ହାଇଦ୍ରାବାଦ ୨୫ ରନରେ ପରାସ୍ତ କରିଛି। ଆରସିବିର ଦ୍ରୁତ ବୋଲର ରିସି ଟୋପଲେ ଚାରି…

ଏହି ୪ ଖେଳାଳିଙ୍କ ପାଇଁ ହାରିଲା ଆରସିବି

ନୂଆଦିଲ୍ଲୀ,୧୬।୪: ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ ହରାଇ ୨୮୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

ଆଇପିଏଲ୍‌ରେ ଇତିହାସ ରଚିଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୧୬।୪; ଆଇପିଏଲ ୨୦୨୪ର ୩୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇତିହାସ ରଚିଛି। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଆଇପିଏଲର ସର୍ବାଧିକ ସ୍କୋର ତିନି ଉଇକେଟ ପାଇଁ ୨୮୭ ରନ ସ୍କୋର କରି ପୁଣିଥରେ ଇତିହାସ ସୃଷ୍ଟି କରିଛି।…

୬ ପରାଜୟ ପରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ କି ଆରସିବି: ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ ହାଇଦ୍ରାବାଦ ୨୫ ରନରେ ପରାସ୍ତ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୭ଟି ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌ (ଗ୍ରୁପ୍‌-ଏ)ରେ ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା ଓ ସୋନପୁର ଦଳ ବିଜୟୀ ହୋଇଛି। ରେଭେନ୍‌ଶା ଗ୍ରାଉଣ୍ଡ-୨ରେ…

ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ଅଣ୍ଡରଉଡ୍‌ଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୧୬ା୪ (ପି.ଟି.): ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ବିବେଚନା କରାଯାଉଥିବା ଡେରିକ୍‌ ଅଣ୍ଡରଉଡ୍‌ଙ୍କର କେଣ୍ଟଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ତାଙ୍କ ସମୟରେ ସେ କିମ୍ବଦନ୍ତୀ ସୁନୀଲ ଗାଭାସ୍କରଙ୍କ ଭଳି ବ୍ୟାଟରଙ୍କୁ କଡ଼ା ଚ୍ୟାଲେଞ୍ଜ…

ସନରାଇଜର୍ସର ରେକର୍ଡ ସ୍କୋର

ବେଙ୍ଗାଲୁରୁ,୧୬ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବିପକ୍ଷରେ ଦ୍ରୁତ ଶତକ ହାସଲ କରିଛନ୍ତି ସନରାଇଜର୍ସ ହାଇଦ୍ରାବାଦର ଟ୍ରାଭିସ୍‌ ହେଡ୍‌। ନିର୍ଦ୍ଧାରିତ ଓଭରରେ ୩ ଉଇକେଟରେ ୨୮୭ ରନ୍‌ କରିବା ସହ ଆଇପିଏଲ ଇତିହାସର ସର୍ବାଧିକ ସ୍କୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?