ଖେଳ

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ ଇଶାନ କିଶନ ସ୍ବୀକାର କରିଛନ୍ତି। ୫ ଦିନିଆ ଦୁଲୀପ ଟ୍ରଫି ଫାଇନାଲ ରବିବାରଠାରୁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର ବିକ୍ରୟ ଖବର ପ୍ରକାଶ ପାଇଥିଲା; ଆଦିତ୍ୟ ବିର୍ଲା ଗ୍ରୁପ, ଟାଇମ୍ସ ଅଫ ଇଣ୍ଡିଆ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା ରମେଶ ତେନ୍ଦୁଲକରଙ୍କୁ ତାଙ୍କର ପ୍ରଥମ ପରାମର୍ଶଦାତା ଏବଂ ମାର୍ଗଦର୍ଶକ ଭାବରେ ବର୍ଣ୍ଣନା କରି…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି ଟାଇଟଲ ଲଢ଼େଇ ହେବ। ଫାଇନାଲ ପୂର୍ବରୁ ଇଷ୍ଟ ଜୋନର ଅଧିନାୟକ ଇଶାନ କିଶନ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି ପ୍ରଶ୍ନର ଉତ୍ତର ଏହି ମାସରେ ମିଳିପାରେ। ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ ପାଇଁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ଅନ୍ତିମ ଲିଗ୍‌ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ ଭାରତୀୟ କ୍ରିକେଟର କ୍ରିସ ଶ୍ରୀକାନ୍ତ ମଧ୍ୟ ବଡ଼ ପ୍ରଶଂସା କରିଛନ୍ତି। ଶ୍ରୀକାନ୍ତଙ୍କ ମତରେ,…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି ସିରିଜ୍‌ରେ ଟିମ୍ ଇଣ୍ଡିଆର ମୁକାବିଲା ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ବେଳେ ମ୍ୟାଚ୍‌ଗୁଡ଼ିକ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ। ଭାରତ-ଜାପାନ କୂଟନୈତିକ ସମ୍ପର୍କର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଜାପାନରର ସାନୋଠାରେ ଏହି…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’ ଆଧ୍ୟାତ୍ମିକତା ପ୍ରତି ବର୍ଦ୍ଧିତ ଆଗ୍ରହ ଦେଖାଇଛନ୍ତି; ତାଙ୍କୁ ପ୍ରାୟତଃ ବୃନ୍ଦାବନରେ ପ୍ରେମାନନ୍ଦ ଜୀ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ ପ୍ରମୁଖ ସଦସ୍ୟ ହୋଇଛନ୍ତି। ଏହି ଅବସରରେ ପୂର୍ବତନ କ୍ରିକେଟର ଯୁବରାଜ ସିଂହ ତାଙ୍କୁ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ଏକ ଐତିହାସିକ T20 ମ୍ୟାଚ ଖେଳିବ। ଏସିଆନ ଗେମ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?