କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍ସି ବିଜୟୀ
ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍ସି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ…
ପାର୍ବତୀଙ୍କୁ ସ୍ବର୍ଣ୍ଣ, ରୌପ୍ୟ
ଭୁବନେଶ୍ୱର, ୧୮।୧୨ (ତପନ ସ୍ବାଇଁ): ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆଥଲେଟ୍ ପାର୍ବତୀ ସେଠୀ ବର୍ଷ ଶେଷରେ ପୁଣି ନିଜ ଚମକ ଦେଖାଇଛନ୍ତି। ନୂଆଦିଲ୍ଲୀର ଅକ୍ଷରଧାମ କମନ୍ଓ୍ବେଲ୍ଥ ଗେମ୍ସ ଭିଲେଜ ସ୍ପୋଟର୍ସ କମ୍ପ୍ଲେକ୍ସରେ ଚାଲିଥିବା ୩ୟ ଜାତୀୟ ଖେଲୋ ମାଷ୍ଟର ଗେମ୍ସରେ…
ଅନିକେତ୍ ମୁମ୍ବାଇ ଅଧିନାୟକ
ଭୁବନେଶ୍ୱର, ୧୮।୧୨(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚଳିତ ମାସ ୨୪ରୁ ଜାନୁୟାରୀ ୧୪ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଅଲ୍ଟିମେଟ୍ ଖୋଖୋ ସିଜନ-୨ ପାଇଁ ଅନିକେତ ପୋଟେଙ୍କୁ ମୁମ୍ବାଇ ଖିଲାଡିଜ୍ ଅଧିନାୟକ ମନୋନୀତ କରାଯାଇଛି। ଏହି ୨୬ ବର୍ଷୀୟ…
ୟୁଏଇକୁ ହରାଇ ବାଂଲାଦେଶ ଚାମ୍ପିୟନ
ଦୁବାଇ, ୧୭ା୧୨: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ୧୯୫ ରନ୍ରେ ପରାସ୍ତ କରି ବାଂଲାଦେଶ ୧୯ ବର୍ଷରୁ କମ୍ ଏସିଆ କପ୍ କ୍ରିକେଟ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ରବିବାର ଖେଳାଯାଇଥିବା ମ୍ୟାଚରେ ବାଂଲାଦେଶର ଉଇକେଟକିପର-ବ୍ୟାଟର ଆଶିକୁର ରହମନ ଶିବ୍ଲି ଫର୍ମ ଜାରି…
ରୟ କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍ସି ବିଜୟୀ
ଭୁବନେଶ୍ୱର, ୧୭।୧୨: ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍ସି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ ଓଡ଼ିଶା…
ଫିଫା ୨୦୩୪ ବିଶ୍ୱକପ୍ର କିଛି ମ୍ୟାଚ୍ ଆୟୋଜନ କରିବାକୁ ଚିନ୍ତା କରୁଛି ଭାରତ
ନୂଆଦିଲ୍ଲୀ,୧୭/୧୨: ୨୦୩୪ ଫିଫା ବିଶ୍ୱକପ୍ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାର କିଛି ମ୍ୟାଚ୍ ଆୟୋଜନ କରିବାକୁ ଅଲ୍ ଇଣ୍ଡିଆ ଫୁଟବଲ୍ ଫେଡେରେସନ୍ (ଏଆଇଏଫଏଫ) ଯୋଜନା କରୁଛି। ଅକ୍ଟୋବର ୩୧ ତାରିଖ ପରେ ଫିଫା ନିଶ୍ଚିତ କରିଥିଲା ଯେ…
୪ ଦିନରେ ଟେଷ୍ଟ ମ୍ୟାଚ୍ ଶେଷ
ପର୍ଥ,୧୭ା୧୨: ନ୍ୟୁ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଅଷ୍ଟ୍ରେଲିଆ-ପାକିସ୍ତାନ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍ ୪ ଦିନରେ ଶେଷ ହୋଇଛି। ଏଥିରେ ଅଷ୍ଟ୍ରେଲିଆ ୩୬୦ରନ୍ରେ ବିଜୟ ହାସଲ କରିଛି। ନାଥାନ ଲିଅନ୍ ତାଙ୍କର ୫୦୦ ଉଇକେଟ୍ ପୁରଣ କରି ରେକର୍ଡ ସୃଷ୍ଟି କରିଛନ୍ତି। ।…
ସ୍ବତନ୍ତ୍ର ରେକର୍ଡ ହାସଲ କଲେ ଅର୍ଶଦୀପ
ଜୋହାନ୍ସବର୍ଗ,୧୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଭାରତ ସହଜରେ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ଦଳ ୧୧୬ ରନ ସ୍କୋରରେ ଅଲଆଉଟ୍ ହୋଇଯାଇଥିଲା। ଭାରତ ମାତ୍ର ୧୬.୪…
ସହଜ ବିଜୟ ହାସଲ କଲା ଭାରତ
ଜୋହାନ୍ସବର୍ଗ,୧୭।୧୨: ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୧୧୬ ରନ ସ୍କୋର କରିଥିଲା। ଏହାର ଜବାବରେ ଭାରତ ମାତ୍ର ୨ ଉଇକେଟ ହରାଇ ମ୍ୟାଚ ଜିତିଥିଲା।…
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଓହରିଲେ ଇଶାନ କିଷନ
ନୂଆଦିଲ୍ଲୀ,୧୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଭାରତର ଉଇକେଟକିପର ବ୍ୟାଟର ଇଶାନ କିଷନ ଓହରି ଯାଇଛନ୍ତି। ଏକ ବିବୃତିରେ ବିସିସିଆଇ କହିଛି, ଇଶାନ ବ୍ୟକ୍ତିଗତ କାରଣ ଦର୍ଶାଇ ଟେଷ୍ଟ ସିରିଜରୁ ନିଜକୁ ଦୂରେଇ ରଖିବାକୁ ବିସିସିଆଇକୁ ଅନୁରୋଧ କରିଥିଲେ। ଅନୁରୋଧ…
ଏକାଥରକେ ୫ କିମ୍ବଦନ୍ତୀଙ୍କ ରେକର୍ଡ ଭାଙ୍ଗି ବିଶ୍ୱ କ୍ରିକେଟ୍ରେ ନୂଆ କାରନାମା କଲେ ବାବର ଆଜମ
ପର୍ଥ,୧୭।୧୨: ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜାମ ଟେଷ୍ଟ ମ୍ୟାଚରେ ବ୍ୟାଟ୍ସମ୍ୟାନଙ୍କ ସହ ବିଶେଷ କିଛି କରିପାରି ନ ଥିଲେ ମଧ୍ୟ ସେ ଅନ୍ତର୍ଜାତୀୟ କ୍ରିକେଟରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ବାବର ଆଜାମ ତାଙ୍କର ୧୩…
ରୋହିତଙ୍କ ସ୍ଥାନରେ କାହିଁକି ପାଣ୍ଡ୍ୟାଙ୍କୁ ଦିଆଗଲା ଅଧିନାୟକ ପଦ: ଏହା ପଛର କାରଣ କହିଲେ ଏବି ଡି ଭିଲିୟର୍ସ
ନୂଆଦିଲ୍ଲୀ,୧୭।୧୨: ୨୦୨୪ ଇଣ୍ଡିଆନ ପ୍ରିମିୟର ଲିଗରେ ମୁମ୍ବାଇ ଇଣ୍ଡିଆନ୍ସ ଜର୍ସିରେ ରୋହିତ ଶର୍ମାଙ୍କ ଶେଷ ସିଜନ ହୋଇପାରେ। କାରଣ ଫ୍ରାଞ୍ଚାଇଜ ରୋହିତଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ଅଧିନାୟକ ଭାବରେ ନିଯୁକ୍ତ କରିଛି। ଏହି ଖବର ଆସିବା ପରଠାରୁ ସୋସିଆଲ ମିଡିଆରେ…
Archives


