ଖେଳ

ବାବରଙ୍କୁ ଅଧିନାୟକ କରିବାକୁ ଚାହୁଁଛି ପିସିବି

ଲାହୋର,୩୧।୩: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ମହସିନ ନକ୍‌ଭି ବାବର ଆଜାମଙ୍କୁ ହ୍ବାଇଟ୍‌ ବଲ୍‌ ଫର୍ମାଟ ଅଧିନାୟକ ପଦବୀ ଯାଚିଛନ୍ତି। କିନ୍ତୁ ଷ୍ଟାର ଖେଳାଳି ଜଣକ ଏ ସଂକ୍ରାନ୍ତରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। କିନ୍ତୁ ଖବର ଅନୁସାରେ ପାକିସ୍ତାନ କ୍ରିକେଟ…

ଡେଭିଡ୍‌ ଓ୍ବିଲିଙ୍କ ସ୍ଥାନରେ ମ୍ୟାଟ୍ଟ ହେନରୀ

ନୂଆଦିଲ୍ଲୀ,୩୦ା୩: ବ୍ୟକ୍ତିଗତ କାରଣ ଦର୍ଶାଇ ଇଂଲଣ୍ଡ ସିମର୍‌ ଡେଭିଡ୍‌ ଓ୍ବିଲି ଓହରି ଯାଇଥିବାବେଳେ ତାଙ୍କ ସ୍ଥାନରେ ନ୍ୟୁଜିଲାଣ୍ଡର ମ୍ୟାଟ୍ଟ ହେନରୀଙ୍କୁ ଦଳରେ ସାମିଲ କରିଛି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ। ନିଲାମିରେ ହେନ୍‌ରୀଙ୍କୁ କୌଣସି ଦଳ କିଣି ନ ଥିବା ବେଳେ ବେସ୍‌…

କାହା ପାଇଁ ଆୟରଙ୍କ ଫ୍ଲାଇଙ୍ଗ କିସ୍‌? ଛକା ମାରିବା ପରେ ଦେଲେ ଇସାରା

ନୂଆଦିଲ୍ଲୀ,୩୦।୩: କୋଲକାତା ନାଇଟ ରାଇଡର୍ସ ଏକ ଧମାକାଦାର ଅନ୍ଦାଜ ସହିତ ଆଇପିଏଲ ୨୦୨୪ ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ଦ୍ୱାରା ଅଧିନାୟକ ଦଳ ଏହାର ପ୍ରଥମ ଦୁଇଟି ମ୍ୟାଚ ଜିତି ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏମ ଚିନ୍ନାସ୍ବାମୀ…

ପୁରୁଷ ବନ୍ଧୁଙ୍କ କାନ୍ଧରେ ମୁଣ୍ଡ ରଖି ମ୍ୟାଚ ଦେଖୁଥିଲେ ପ୍ରେମିକା, କ୍ୟାମେରା ଫୋକସ କରିବାରୁ…, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୦।୩: ଅନେକ ଥର କ୍ରିକେଟ ମ୍ୟାଚ ସମୟରେ କ୍ୟାମେରାମ୍ୟାନ ମଧ୍ୟ ଦର୍ଶକଙ୍କ ଉପରେ ଫୋକସ କରି ଦିଅନ୍ତ। ଦର୍ଶକେ ପରଦାରେ ନିଜକୁ ଦେଖି ବହୁତ ଖୁସ ହୋଇଯାନ୍ତି । କିନ୍ତୁ ବେଳେବେଳେ ଦର୍ଶକଙ୍କ ଅବସ୍ଥା ଏପରି ହୋଇଯାଏ ଯେ ସେମାନେ କ୍ୟାମେରାରୁ…

ପାରାମାଉଣ୍ଟ-ରାମେଶ୍ୱର ଫାଇନାଲ ଆଜି

ଭୁବନେଶ୍ୱର, ୩୦।୩,(ତପନ ସ୍ବାଇଁ): ରାମେଶ୍ୱର ସ୍ପୋର୍ଟିଂ ଆନୁକୂଲ୍ୟରେ ବିଏମ୍‌ ହାଇସ୍କୁଲ ପଡ଼ିଆରେ ଚାଲିଥିବା କମଳା ପରିଡ଼ା ସ୍ମାରକୀ ରାମେଶ୍ୱର କପ୍‌ ଜୁନିୟର କ୍ରିକେଟ ୧୪ ବର୍ଷରୁ କମ୍‌ ବର୍ଗର ୨ଟି ଯାକ ସେମିଫାଇନାଲ ଶେଷ ହୋଇଛି। ଏଥିରେ ବିଜୟୀ ହୋଇ ପାରାମାଉଣ୍ଟ…

ଡବଲ୍ସରେ ଆହାନଙ୍କୁ ଟାଇଟଲ

ଭୁବନେଶ୍ୱର, ୩୦।୩, (ତପନ ସ୍ବାଇଁ): କୋଲକାତାର ଶ୍ୟାମ ବଜାରଠାରେ ୧୪ ବର୍ଷରୁ କମ୍‌ ଏସିଆନ ର଼୍ୟାଙ୍କିଙ୍ଗ ଟେନିସ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଶେଷ ହୋଇଥିବା ପ୍ରତିଯୋଗିତାର ଡବଲ୍ସରେ ଓଡ଼ିଶାର ଆହାନ ମିଶ୍ର ଟାଇଟଲ ହାସଲ କରିଛନ୍ତି। ଏଥିରେ ଆହାନଙ୍କର ଡବଲ୍ସ…

ଓଡ଼ିଶା ଏଫ୍‌ସି-ବେଙ୍ଗାଲୁରୁ ମ୍ୟାଚ ଆଜି

ଭୁବନେଶ୍ୱର, ୩୦।୩,(ତପନ ସ୍ବାଇଁ): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଓଡ଼ିଶା ଏଫ୍‌ସି ଓ ବେଙ୍ଗାଲୁରୁ ଏଫ୍‌ସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ଭାରତର ଅନ୍ତର୍ଜାତୀୟ ମ୍ୟାଚ ପାଇଁ କିଛି…

ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା: ଭାଗ ନେବ ଓଡ଼ିଶା

ଭୁବନେଶ୍ୱର,୨୯ା୩: ବିହାର ରାଜ୍ୟ ଅଧୀନ ବେଗୁସରାଇଠାରେ ମାର୍ଚ୍ଚ ୩୧ରୁ ୫୨ତମ ଜାତୀୟ ସିନିୟର ପୁରୁଷ ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକ ୧୮ ଜଣିଆ ଦଳ ଭାଗ ନେବ। ସେମାନେ ହେଲେ ରୁଦ୍ରପ୍ରତାପ ରାଉତ, ମହମ୍ମଦ ଓସମାନ, ସାଗର…

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ ପ୍ରଶଂସକମାନେ…

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ ୧୭ରନ ଡିଫେଣ୍ଡ କରୁଥିବାବେଳେ ସେ ମାତ୍ର ୪ରନ ଖର୍ଚ୍ଚ କରିଥିଲେ। ଅକ୍ଷୟ ପଟେଲ ଏବଂ…

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଧୋନି ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ସେ…

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ ନାହାନ୍ତି। ଚାଲିଥିବା ଆଇପିଏଲର ପ୍ରଥମ ଦୁଇଟି ମ୍ୟାଚ୍ ସମୟରେ ଏହା ସ୍ପଷ୍ଟ ହୋଇଥିଲା, ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?